ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍, ଷ୍ଟେଶନରୁ ଘରକୁ ନେଇ…
ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍ଙ୍କ ବିରୋଧରେ ମହିଳା ଥାନାରେ ଏଫ୍ଆଇଆର୍ ରୁଜୁ ହୋଇଛି । ପୋଲିସ ଘଟଣାର ତଦନ୍ତ…
ହୋମ୍ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…
ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଘଟଣାକୁ ନେଇ ଶନିବାର ଏନ୍ଏଚ୍-୧୭ ରାସ୍ତା ଅବରୋଧ କରାଯାଇଥିଲା। ଏହା ଏକ ଲଭ୍…
ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ
ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି (୨୨) ଓ ତାଙ୍କ ବଡ଼ ଭାଇ ରଞ୍ଜିତ ମୁଖି (୨୫)ଙ୍କୁ ଗିରଫ କରି…
ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍ ଆର୍ କଲୋନୀର ଜଣେ ୧୫ ବର୍ଷୀୟ ନାବାଳକଙ୍କର ବୋଲି ଚିହ୍ନଟ କରାଯାଇଛି। ମାତ୍ର ମୃତ ନାବାଳକଙ୍କ…
ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…
ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର ଦାଶ। ସୂଚନା ଅନୁଯାୟୀ, ଦୀର୍ଘଦିନ ହେବ…
୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍…
କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ
ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ କର୍ଲାପାଟ ପୋଲିସ ସଫଳ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ…
ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ
ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ. ମୋହନ ରେଡ୍ଡୀ (୩୦) ଓ ମାଧବ ବେହେରା ଓରଫ ମିଥୁନ। ପୋଲିସ ଦେଇଥିବା…
ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ
ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ୨ ଜଣ CRPF ଯବାନ, ଜଣେ ପୋଲିସ ଓ ଜଣେ କନଷ୍ଟେବଳଙ୍କ ନାଁ…
ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ ଆସିଛି। ନିଜର ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର କରିବା ଅଭିଯୋଗରେ ଦେଢ଼ଶୁର…
“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ଜମିର ହିଡ଼ ବାନ୍ଧି ପାଣି ଅଟକାଇବାକୁ ନେଇ ଗ୍ରାମର ପ୍ରକାଶ…
ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ବିଭାଗ ଚଢ଼ଉ କରି ଏକ ସ୍କୁଟି ସହ ଗଞ୍ଜେଇ ଜବତ କରିବା ସହ…

