ସାନ ଭାଇକୁ ହତ୍ୟା କରି କୂଅରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ମର୍ମାହତ ହୋଇ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ବଡ଼ ଭାଇ
ଜୟପୁର,୩ା୫: ରାଜସ୍ଥାନର ବାଲୋତରା ଜିଲାରେ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କୁ ଅପହରଣ କରି ପିଟି ପିଟି ହତ୍ୟା କରିଛନ୍ତି । ପ୍ରମାଣ ନଷ୍ଟ କରିବା ପାଇଁ ତାଙ୍କ ମୃତଦେହକୁ ପଡ଼ୋଶୀ ଜିଲାର ଏକ କୂଅରେ ଫିଙ୍ଗି ଦେଇଥିଲେ। ପୋଲିସ କହିଛି ଯେ ହତ୍ୟାକାଣ୍ଡରେ…
ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…
ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩ ସନ୍ତାନଙ୍କର ମା’ର ମୃତଦେହ। ହତ୍ୟା କରି ମୃତଦେହକୁ ପୋତି ଦେବାକୁ ଉଦ୍ୟମ କରାଯାଇଛି।…
ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…
ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏପରି ଘଟଣା କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ…
ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…
ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍ ନ ଥିବାବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସବୁ ଲୁଟିନେଇଛନ୍ତି। ପ୍ରାୟ ୪୦ ଲକ୍ଷ ଟଙ୍କାର…
ମୋହନାରୁ ବ୍ରହ୍ମପୁରକୁ ଚାଲାଣ ହେଉଥିଲା ଭାଙ୍ଗ, ବାଟରେ ମାଡ଼ିବସିଲେ ଅବକାରୀ କର୍ମଚାରୀ
ମୋହନା,୩୦ା୪(ମନ୍ମଥ ମିଶ୍ର): ଗଜପତି ଜିଲା ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ସାହୁଙ୍କ ନିର୍ଦ୍ଦେଶ କ୍ରମେ ବିଶେଷ ସୂତ୍ରରୁ ଖବର ପାଇ ରା.ଉଦୟଗିରି ଅବକାରୀ ଓଆଇସି ଏନ୍. ତ୍ରିପତି ରାଓ, ମୋହନା ଅବକାରୀ କର୍ମଚାରୀ ଓ ଜିଲା ଭ୍ରାମ୍ୟମାଣ ଦଳ ସଦଳବଳ ଚଢ଼ାଉ…
ଦିଗପହଣ୍ଡିରେ ବେଆଇନ ମଦ କାରବାର ଉପରେ ଚାବୁକ: ୮୪୦୦ ଲିଟର ପୋଚ ନଷ୍ଟ, ମହିଳାଙ୍କ ସମେତ ୫ ଅଭିଯୁକ୍ତ…
ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁମ୍ଭଝରି ଗ୍ରାମ ନିକଟ ଦୁର୍ଗମ କେରାଣ୍ଡିିମାଳ ଜଙ୍ଗଲରେ ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ ଚୋରା ମଦ ଧରପଗଡ ପାଇଁ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲଙ୍କ ନେତୃତ୍ୱରେ ପୋଲିସ…
ଲୁହଭିଜା କାହାଣୀ…ନାବାଳିକାଙ୍କୁ ଗଣବଳାତ୍କାର କଲେ ୩ ଯୁବକ, ପୋଲିସ ରଖିଲାନି FIR! ପୀଡିତା ପିଇଦେଲେ ବିଷ
ଭୋପାଳ,୨୮।୪: ମଧ୍ୟପ୍ରଦେଶର ଗୁନା ଜିଲାର ବାମୋରି ପୋଲିସ ଷ୍ଟେସନ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ନାବାଳିକାକୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି । ତେବେ ଗଣବଳାତ୍କାର ପରେ ନାବାଳିକାଙ୍କ ଅବସ୍ଥା ଗୁରୁତର ହେବାରୁ ଅଭିଯୁକ୍ତମାନେ ତାଙ୍କୁ ଶିବପୁରୀ…
୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍ରେ ଠେଙ୍ଗାବାଡ଼ି ଧରି ଆସି…
ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ ଉଭୟ ପରିବାରର ୬ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଜକର ଗ୍ରାମର ନୂଆସାହିରେ…
ପୁଣି ଶିବମନ୍ଦିରକୁ ଟାର୍ଗେଟ୍ କଲେ ଦୁର୍ବୃତ୍ତ, ମନ୍ଦିର ଖୋଲିଲା ବେଳକୁ ଏମିତି ଦେଖି…
ଗଞ୍ଜାମ,୨୬ା୪(ବିଦ୍ୟାଧର ସାହୁ): କିଛି ଦିନର ନୀରବତା ପରେ ପୁଣି ଶିବ ମନ୍ଦିରକୁ ଟାର୍ଗେଟ କରିଛନ୍ତି ଦୁର୍ବୃତ୍ତ। ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମରେ ଥିବା ବାବା ମଲିକେଶ୍ୱର ମନ୍ଦିର ହୁଣ୍ଡିରୁ ଦୁର୍ବୃତ୍ତମାନେ ଟଙ୍କା ଚୋରି କରି ନେଇଥିବା…
କିରୋସିନ ଢ଼ାଳି ନୂଆବୋହୁ ଦେହରେ ଲଗାଇଦେଲେ ନିଆଁ
ମହାକାଳପଡ଼ା,୨୬।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ବେଣାକନ୍ଧା ମୌଜାର ଜଣେ ନବବଧୂଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଘର ନିକଟ…
ଯୁବତୀଙ୍କ ସହ ଗଢ଼ି ଉଠିଲା ପ୍ରେମ ସମ୍ପର୍କ, ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର; OISF ଯବାନଙ୍କୁ ବାନ୍ଧିଲା…
ସୁନ୍ଦରଗଡ,୨୪।୪(ଜୟ ନାରାୟଣ ମେଣ୍ଡୁଳି): ବିବାହର ପ୍ରତଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳତ୍କାର କରିଥିବା ଅଭିଯୋଗରେ ସଦରଥାନା ପୋଲିସ ଏମ୍ସିଏଲ୍ରେ କାର୍ଯ୍ୟରତ ଓଡିଶା ଶିଳ୍ପାଞ୍ଚଳ ସୁରକ୍ଷା ପୋଲିସ (ଓଆଇଏସ୍ଏଫ୍) ଯବାନଙ୍କୁ ଗିରଫ କରି ଶୁକ୍ରବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତଙ୍କ…
ବର୍ବରତା…ମାଆର ମୁଣ୍ଡ କାଟିଲେ; ବାପା-ଭଉଣୀଙ୍କୁ ଆକ୍ରମଣ କଲେ ଝିଅ, କଟା ମୁଣ୍ଡ ପାଖରେ ରାତିସାରା ଜଗି ବସିଲେ
ନୂଆଦିଲ୍ଲୀ,୨୪ା୪: ଆସାମର ପଶ୍ଚିମ କାର୍ବି ଆଙ୍ଗଲଙ୍ଗ ଜିଲାର ଡେରାମୁଖ ଲାଲୁଙ୍ଗ ଗାଁରୁ ଏକ ବିଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଠାରେ ଜଣେ ୧୯ ବର୍ଷୀୟା ଯୁବତୀ ନିଜ ମାଆଙ୍କ ମୁଣ୍ଡ କାଟି ହତ୍ୟା କରିଛନ୍ତି । ଅଭିଯୁକ୍ତ ମହିଳା ତାଙ୍କ…
Archives


