ଅପରାଧ

ଜେଲରେ ବାହୁସ୍ଫୋଟ ମାରି ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ: ଲୁଟ୍‌ ଗହଣାରେ ବାନ୍ଧବୀଙ୍କୁ ଖୁସି କରୁଥିଲେ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ଲୁଟ୍‌ ପାଇଁ ତୁଳସୀ ଦେଈ ନାମକ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିଲା। ୫ ମାସ ପରେ ଏହି ହୃଦୟବିଦାରକ ଘଟଣାର ମୁଖ୍ୟ ଅଭିଯୁକ୍ତ ଧରାପଡିଛନ୍ତି। ସେ ଅନ୍ୟ ଏକ ଲୁଟ୍‌ ଘଟଣାରେ ଜେଲରେ…

୩ ବର୍ଷର ଶିଶୁପୁତ୍ରକୁ ଦେଉଥିଲେ ଅପ୍ରାକୃତିକ ଯୌନ ନିର୍ଯାତନା: ଅଭିଯୋଗ ପରେ ଜେଲ ଗଲେ ଅଭିଯୁକ୍ତ

ବଲାଙ୍ଗୀର ଅଫିସ, ୧୦।୧: ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେବା ଅଭିଯୋଗରେ ବଲାଙ୍ଗୀର ଟାଉନ୍‌ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଉତ୍ତରପ୍ରଦେଶ ରାଜ୍ୟର ଅବିନିଶ ନାୟକ(୧୯)। ଶନିବାର ପୀଡିତ ଶିଶୁପୁତ୍ର ଓ ଅଭିଯୁକ୍ତଙ୍କ…

ଓଡ଼ିଶା ଯୁବକଙ୍କୁ ଉଠାଇ ନେଲା ଗୁଜରାଟ ପୋଲିସ

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ରାକେଟର ଚେର ଓଡ଼ିଶାରୁ ଗୁଜରାଟକୁ ଲମ୍ବିଛି। ଚୋରା ଚାଲାଣ ରାକେଟର ମୁଖ୍ୟଙ୍କୁ ଗୁଜରାଟ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ ଘରୁ ଉଠାଇ ନେଇଛି। ଅଭିଯୁକ୍ତ ଜଣକ ପାଟପୁର ଥାନା ସିଙ୍ଗପୁର ଗ୍ରାମର ସୁରେନ୍ଦ୍ର ପାତ୍ର…

ଗାଡ଼ିରେ ପୋଲିସ ଲେଖି ହେଉଥିଲା ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଚାଲାଣକାରୀ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ପୋଲିସକୁ ମିଳିଛି ବଡ଼ ସଫଳତା। ପୋଲିସର ପୋଷାକ ପିନ୍ଧି ଏବଂ ଗାଡ଼ିରେ ପୋଲିସ ଲେଖି ଅଭିନବ ଉପାୟରେ ହେଉଥିଲା ଗଞ୍ଜେଇ ଚାଲାଣ। ବର୍ତ୍ତମାନ ଓରକେଲ ପୋଲିସ ଏଭଳି ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।…

ପ୍ରେମିକାଙ୍କୁ ଅନ୍ୟ ଯୁବକଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଦେଖି ପ୍ରେମିକ ନେଲେ ଏମିତି ନିଷ୍ପତ୍ତି

ଲକ୍ଷ୍ନୌ,୯।୧: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପ୍ରେମିକ ନିଜ ପ୍ରେମିକାଙ୍କୁ ଅନ୍ୟ ଜଣେ ଯୁବକଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଦେଖି ଦେବାରୁ ଉତ୍ତ୍ୟେକ୍ତ ହୋଇ ଉକ୍ତ ଯୁବକଙ୍କ ଗଳା ଚିପି ହତ୍ୟା କରିଛନ୍ତି।…

ଶିଶୁପୁତ୍ରକୁ ଯୌନ ନିର୍ଯାତନା, ଉତ୍ତର ପ୍ରଦେଶର ଜଣେ ଗିରଫ

ବଲାଙ୍ଗୀର ଅଫିସ, ୯।୧: ବଲାଙ୍ଗୀର ସହରରେ ଉତ୍ତର ପ୍ରଦେଶର ଜଣେ ଯୁବକ ଭଡ଼ା ରହୁଥିଲେ। ସେ ଭଡାରେ ରହୁଥିବା ମାଲିକଙ୍କ ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଥିବା ନେଇ ଶୁକ୍ରାବର ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ…

କଲ୍‌ଗାର୍ଲ ଲୋଭ ଦେଖାଇ ଖାଲି କରିଦେଲେ ଆକାଉଣ୍ଟ

ଭୁବନେଶ୍ୱର,୯।୧(ବ୍ୟୁରେ) : ସୁନ୍ଦରୀ ତରୁଣୀଙ୍କ ମୋହ ଦେଖାଇ ଫସାଇବା ପରେ ଟଙ୍କା ଲୁଟୁଛନ୍ତି ସାଇବର ଠକ। ରାଜଧାନୀର ଜଣେ ଯୁବକଙ୍କୁ ଏଭଳି ମୋହରା ବନାଇ ତାଙ୍କ ଆକାଉଣ୍ଟକୁ ଖାଲି କରିଦେଇଛନ୍ତି ସାଇବର ଠକ। ମାତ୍ର ୨୦ ମିନିଟ୍‌ ଫୋନରେ କଥା ହେବା…

ମୃତ ସ୍ତ୍ରୀଙ୍କ ଫଟୋ ସହ ସେଲ୍‌ଫି ନେଇ ଲାଇଭ୍‌ ଭିଡିଓ କରି ଜୀବନ ହାରିଲେ ଏହି ବ୍ୟକ୍ତି, କାରଣ …

ପାଟଣା,୮।୧: ବିହାରର ହାଜିପୁରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ବ୍ୟକ୍ତି ନିଜର ସମସ୍ତ ଆତ୍ମହତ୍ୟା ଘଟଣାକୁ ଲାଇଭ୍‌ ଭିଡିଓରେ ରେକର୍ଡ କରି ଆତ୍ମହତ୍ୟା କରିଛନ୍ତି। ଏହି ବ୍ୟକ୍ତିଙ୍କ ନାମ ଅମରେଶ। ସେ ତାଙ୍କ ମୃତ ସ୍ତ୍ରୀଙ୍କ ଫଟୋ…

୪ ଆନ୍ତଃ ଜିଲା ହାଇଓ୍ବେ ଲୁଟେରା ଗିରଫ

ସାକ୍ଷୀଗୋପାଳ,୮।୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ କ୍ରମାଗତ ଲୁଟ୍‌ କରୁଥିବା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ୪ ଜଣ ଲୁଟେରାଙ୍କ ସହିତ ଚୋରି ଜିନିଷ ରଖିଥିବା ଅନ୍ୟ ଦୁଇ ଜଣଙ୍କୁ ଶୁକ୍ରବାର ସତ୍ୟବାଦୀ ପୋଲିସ ଗିରଫ କରିଛି। ସେମାନେ ହେଲେ ଗଡ଼ିଶାଗଦା ଥାନା ନଇକୁଳପାଟଣା ଗ୍ରାମର…

କାର୍ଯ୍ୟରେ ଅବହେଳା: ୨ ତହସିଲ କର୍ମଚାରୀ ନିଲମ୍ବିତ

ପଦ୍ମପୁର, ୭।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ତହସିଲର ପୂର୍ବତନ ରାଜସ୍ବ ନିରୀକ୍ଷକ ଓ ନଥିପତ୍ର ରକ୍ଷକଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ପୂର୍ବତନ ରାଜସ୍ବ ନିରୀକ୍ଷକ ଦେବୀପ୍ରସନ୍ନ ବାରିକ ଏବଂ ନଥିପତ୍ର ରକ୍ଷକ ମାଧବାନନ୍ଦ ଦାସଙ୍କୁ ସରକାରୀ କାର୍ଯ୍ୟରେ…

୧୧ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ, ୨ ଦମ୍ପତି କୋର୍ଟ ଚାଲାଣ

ହିଞ୍ଜିିଳିକାଟୁ,୭ା୧(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା କାଞ୍ଜିଆମ୍ମା ଓ କୋଦଳା ଥାନା ଡେଙ୍ଗାପଦର ଗ୍ରାମର ୨ ଦମ୍ପତି ଚାକିରି, ଗ୍ରୁପ୍‌ ଲୋନ୍‌ ଆଦି କରାଇଦେବେ କହି ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗୁରୁବାର ଗିରଫ ହୋଇଛନ୍ତି। ସେମାନେ ହେଲେ କାଞ୍ଜିଆମ୍ମା ଗ୍ରାମର ମାଧବ…

ଶ୍ୱଶୁରଘର ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲା ସ୍ବାମୀ

ଉମରକୋଟ, ୫।୧: ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ସ୍ତ୍ରୀ ସିପ୍ରାଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପରେ ବିପ୍ଳବ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପ୍ରକାଶ ଯେ, ବିପ୍ଳବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri