ଅପରାଧ

ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପୀଡ଼ିତାଙ୍କୁ ମାଡ଼

ନୟାଗଡ଼ ଅଫିସ/ ରଣପୁର,୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାଠାରୁ ୫ କି.ମି. ଦୂର ଏକ ଗାଁରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରୁ ଟେକି ନେଇ ବଳାତ୍କାର କରାଯାଇଥିଲା। ଏ ସଂକ୍ରାନ୍ତରେ ଗାଁରେ ସଭା ବସିଥିଲା। ହେଲେ ପୀଡ଼ିତାଙ୍କୁ ନ୍ୟାୟ ନ…

ଘରେ ପଶି ଶାଶୁ ବୋହୂଙ୍କ ଗଳା କାଟିଦେଲେ

ବଲାଙ୍ଗୀର ଅଫିସ/ଗୁଡଭେଲା, ୩୧।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ନୂଆପଡ଼ା ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଶୁଭ୍ରାଂଶୁ ମେହେରଙ୍କ ସ୍ତ୍ରୀ ଓ ବୃଦ୍ଧା ମାଁଙ୍କୁ କେହି ଘରେ ପଶି ନିର୍ମମ ଭାବେ ହତ୍ୟା…

ପୋଲିସକୁ ଭୁଆଁ ବୁଲାଇଥିଲେ ଶର୍ମିଷ୍ଠା

ଭୁବନେଶ୍ୱର,(ବ୍ୟୁରୋ)/ କଟକ ଅଫିସ, ୩୧।୩: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ୫ ଦିନିଆ ରିମାଣ୍ଡରେ ଆସିଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନ ନାୟକଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ୍‌ ଜେରା…

ବନ୍ଧୁକ ମୁନରେ ହେଲପରଙ୍କୁ ଅପହରଣ, ଟ୍ରକ୍‌ ଲୁଟ୍‌; ୪ ଗିରଫ

ବଡ଼ବିଲ,୩୦ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟୋ ନିକଟରୁ ବନ୍ଧୁକ ମୁନରେ ହେଲପରଙ୍କୁ ଅପହରଣ କରିବା ସହ ଏକ ୧୨ ଚକିଆ ଟ୍ରକ ଲୁଟ୍‌ ଅଭିଯୋଗରେ ପୋଲିସ ବୁଧବାର ସନ୍ଧ୍ୟାରେ ୪ ଜଣ ଝାଡ଼ଖଣ୍ଡ ଅପରାଧୀଙ୍କୁ ଗିରଫ କରି କୋର୍ଟ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ, ଧନୁତୀରରେ ଆକ୍ରମଣ; ଜଣେ ଗୁରୁତର

ଠାକୁରମୁଣ୍ଡା,୩୦ା୩(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଓ ଧନୁତୀର ଆକ୍ରମଣରେ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ଜମିଜମା ବିବାଦକୁ ନେଇ ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଧାତିକିଡିହା ଗ୍ରାମର…

ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଗିରଫ

ଭଦ୍ରକ ଅଫିସ/ ଭୁବନେଶ୍ୱର ୨୮ା୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଭଦ୍ରକ ଜିଲା ନଳାଙ୍ଗରୁ ସୋମବାର ଗିରଫ ହୋଇଛନ୍ତି। ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚର ମିଳିତ ସହଯୋଗରେ ତାଙ୍କୁ ଗିରଫ କରାଯାଇଛି। ଶର୍ମିଷ୍ଠାଙ୍କ…

ନକଲି ଡାକ୍ତରଙ୍କ ମୁଖ୍ୟ ସହଯୋଗୀ କଟକରୁ ଗିରଫ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ସମ୍ପତ୍ତି ଲୁଟ୍‌ ସହ ଚାକିରି ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ମୁଖ୍ୟ ସହଯୋଗୀଙ୍କୁ କମିଶନରେଟ ପୋଲିସ କଟକ…

ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ସୋମବାରଠାରୁ ୨ ଦିନ ପାଇଁ ଭାରତ ବନ୍ଦ ଥିବା ବେଳେ ରବିବାର ରାତିରୁ ତେଲ ପକାଇବା ପାଇଁ ବିଭିନ୍ନ ଟାଙ୍କିରେ ଅସମ୍ଭବ ପ୍ରକାର ଭିଡ଼ ଦେଖିବାକୁ ମିଳିଥିଲା। ତେବେ ତେଲ ପକାଇବାକୁ କେନ୍ଦ୍ର କରି ଲକ୍ଷ୍ମୀସାଗର ଅଞ୍ଚଳର ଏକ ପେଟ୍ରୋଲ…

ମାନସ ସ୍ବାଇଁ ହତ୍ୟା ଘଟଣା: ସିଲ୍‌ ହେଲା ‘ଦୟାଲ’ ବୃଦ୍ଧାଶ୍ରମ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍‌ ରବିବାର ଭୁବନେଶ୍ୱରସ୍ଥିତ ‘ଦୟାଲ’ ବୃଦ୍ଧାଶ୍ରମକୁ ସିଲ୍‌ କରିଛି। ଏହି ଆଶ୍ରମରୁ କିଛି ସୁରାଗ କ୍ରାଇମବ୍ରାଞ୍ଚକୁ ମିଳିଥିବା ସୂଚନା ମିଳିଛି। ଆଶ୍ରମରୁ କିଛି କାଠଫାଳିଆ ଜବତ କରାଯାଇଥିବା ଜଣାଯାଇଛି।…

କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ଘଟଣା: ପଳାସପୁର ଗାଁରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍‌

ଚାନ୍ଦବାଲି,୨୫ା୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ଡିଏସ୍‌ପି କଳ୍ପନା ସାହୁଙ୍କ ନେତୃତ୍ୱରେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ଶୁକ୍ରବାର ଚାନ୍ଦବାଲି ଥାନା ଅଧୀନସ୍ଥ ପଳାସପୁର ଗାଁକୁ ଯାଇ ପଚରାଉଚରା କରିଛନ୍ତି। ସେମାନଙ୍କ ସହିତ ଚାନ୍ଦବାଲି ଥାନାଧିକାରୀ କରୁଣାକର…

ଶିଶୁକନ୍ୟାକୁ ହତ୍ୟା କରି କଟାମୁଣ୍ଡ ଧରି ଗାଁ ଦାଣ୍ଡରେ ବୁଲିଲେ ଯୁବକ

ଜମନକିରା,୨୫ା୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା କସଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଆଠ ବର୍ଷର ଶିଶୁକନ୍ୟାାର ଗଳା କାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ। କସଡ଼ା ଗାଁର ନବକିଶୋର ଧରୁଆଙ୍କ ଆଠ ବର୍ଷର ଝିଅ ଲୁସି ଘର…

ରିପୋର୍ଟ ଖୋଲିବ ବିଧାୟକଙ୍କ ଅସଲ ଚେହେରା

ଖୋର୍ଦ୍ଧା ଅଫିସ,୨୫ା୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସ କର୍ମଚାରୀଙ୍କ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ବିଧାୟକ ଯେଉଁ କାର୍‌ ଡ୍ରାଇଭ୍‌ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?