ଅପରାଧ

ତଣ୍ଡ ଗଣୁଛନ୍ତି ନିୟମ ଉଲ୍ଲଂଘନକାରୀ, ସରକାରୀ ଗାଡ଼ିରୁ ୧୫ହଜାର ଜରିମାନା ଆଦାୟ

ଭୁବନେଶ୍ୱର,୫।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଦେଶବ୍ୟାପୀ ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ରାଜଧାନୀର ବିଭିନ୍ନ ସ୍ଥାନରେ ଚେକିଂ କରାଯାଇ ବେଆଇନ୍‌ ଗାଡ଼ି ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ଲଗାଯାଉଛି। ବୁଧବାର ଜଣେ...

କୋଟପୁର ଗ୍ରାମରେ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଦଶରଥପୁର,୫।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ ମଙ୍ଗଳପୁର ଥାନା ନିଜାମପୁର ପଞ୍ଚାୟତ କୋଟପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଗ୍ରାମର ଜଣେ ବୃଦ୍ଧ ଦମ୍ପତି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ଘନଶ୍ୟାମ...

ଚୋରି ମୋବାଇଲ ଜବତ, ୨ ଅଭିଯୁକ୍ତ ଗିରଫ

କେନ୍ଦୁଝର, ୪ା୯(ସ୍ବ.ପ୍ର.): କେନ୍ଦୁଝର ସହର ଆର୍‌ଟିଓ ଅଫିସ ସମ୍ମୁଖ ହେଲୋ ହୋମ ନାମକ ଏକ ମୋବାଇଲ ଦୋକାନରୁ ଅଗଷ୍ଟ ୨୬ରେ ମୋବାଇଲ ଫୋନ ଚୋରି ହୋଇଥିଲା। ଟାଉନ ଥାନା ପୋଲିସ ଏହି ଘଟଣାରେ ୨ ଚୋରଙ୍କୁ ପୋଲିସ ଗିରଫ କରିବା...

ଯୁବକଙ୍କୁ ଛୁରାମାଡ଼ ଘଟଣା : ମାରଣାସ୍ତ୍ର ଜବତ, ୨ ଅଭିଯୁକ୍ତ ଗିରଫ

ଯୋଡ଼ା,୪।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ୪ନଂ. ଓ୍ବାର୍ଡ ମିଶ୍ରଗଳିଠାରେ ଥିବା ଏକ ହୋଟେଲ ନିକଟରେ ବାଂଶପାଣିର ବିକ୍ରାନ୍ତ ନାୟକଙ୍କୁ ହୋଇଥିବା ଛୁରାମାଡ଼ ଘଟଣାରେ ବୁଧବାର ପୋଲିସ ମାରଣାସ୍ତ୍ର ଜବତ ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ...

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ, ଦିଗପହଣ୍ଡି ଥାନାରେ ଏତଲା

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଛାତ୍ରୀଙ୍କ ବାପା ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, କଲେଜରେ ଯୁକ୍ତ ୨ରେ ପଢ଼ୁଥିବା ଛାତ୍ରୀଜଣଙ୍କ ଗତ ଶନିବାର...

ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ...

ବେଲପାହାଡ଼ ଆକ୍ସିସ୍‌ ବ୍ୟାଙ୍କରେ ସଶସ୍ତ୍ର ଡକାୟତି: ବନ୍ଧୁକ ଦେଖାଇ ଲୁଟିନେଲେ ୧୪ ଲକ୍ଷ

ବେଲପାହାଡ଼,୪।୯(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳ ଗୁମାଡ଼େରାସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଶାଖାରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଲୁଟେରା ବନ୍ଧୁକ ଦେଖାଇ ବ୍ୟାଙ୍କ କ୍ୟାଶ କାଉଣ୍ଟରରୁ ୧୪ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ପରେ ଲୁଟେରାମାନେ...

ଗୋଟିଏ ରାତିରେ ୩ଟି ଘରୁ ଲୁଟ୍‌

ପାଲଲହଡା,୩।୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ସଦର ମହାକୁମାସ୍ଥିତ ଉଦୟପୁର ଗ୍ରାମର ଦୁର୍ଯ୍ୟୋଧନ ଗଡନାୟକ, ଚିନ୍ମୟ କୁମାର ସାହୁ ଏବଂ ଗୁରୁଚରଣ ବେହେରାଙ୍କ ଘରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଗ୍ରୀଲ ତାଡି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ...

ପେଟାଗୁଡ଼ା ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି,୩ା୯(ଡି.ଏନ.ଏ.)- ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିଠାରୁ ୩ କିମି ଦୂର ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଜି.ଉଦୟଗିରି ଥାନା ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)।...

ସନ୍ଦେହ ଜନକ ମୃତ୍ୟୁ: ଥାନାରେ ମାମଲା

ଧାମନଗର ୩।୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ ସରପୁର ଗ୍ରାମରେ ନିରଞ୍ଜନ ପତିଙ୍କର ୫୩ ବର୍ଷ ବୟସରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି । ସେ ଅସୁସ୍ଥ ହୋଇ ପଡିବାରୁ ପରିବାର ଲୋକେ ତାଙ୍କୁ ଭଦ୍ରକ...

ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ କରି ବହୁ ପରିମାଣର ନକଲି ରାଶି ଓ ଜଡାତେଲ ସହ ପୂଜାରେ ବ୍ୟବହୃତ...

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ ରାଜ୍ୟ ରାୟପୁର ଅଞ୍ଚଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri