ପଶ୍ଚିମବଙ୍ଗ ଲୁଟେରା ଗ୍ୟାଙ୍ଗ୍ର ୪ ଗିରଫ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜଧାନୀର ବିଭିନ୍ନ ଔଷଧ ଦୋକାନରୁ ଅଭିନବ ଉପାୟରେ ଟଙ୍କା ଲୁଟ୍ କରୁଥିବା ପଶ୍ଚିମବଙ୍ଗର ଲୁଟେରା ଗ୍ୟାଙ୍ଗକୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍ ଗୁରୁବାର କଟକରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଶ୍ଚିମବଙ୍ଗ ନଦିଆ ଜିଲା ରାଣାଘାଟ ଥାନା ଅଞ୍ଚଳର…
ପୁରୀ ଶିଶୁକନ୍ୟା ବଳାତ୍କାର ମାମଲା: ପିପିଲିରୁ ଅଭିଯୁକ୍ତ ଗିରଫ
ପୁରୀ ଅଫିସ,୨୮।୧: ପୁରୀ ଟାଉନ ଥାନା ଅଞ୍ଚଳରେ ଗତ ୨୩ ତାରିଖରେ ୫ବର୍ଷୀୟା ଶିଶୁକନ୍ୟାକୁ ଉଠାଇନେଇ ବଳାତ୍କାର କରାଯିବା ମାମଲାର ଅଭିଯୁକ୍ତ ମହେଶ ମହାନ୍ତିଙ୍କୁ ପୁରୀ ପୋଲିସ ବୁଧବାର ରାତିରେ ଗିରଫ କରିଛି। ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ସୀମାନ୍ତ ପିପିଲି ଅଞ୍ଚଳରୁ…
ଅଟୋ, ବାଇକ୍ରୁ ଗଞ୍ଜେଇ ଜବତ
ସୋରଡ଼ା,୨୬ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ମୋହନା ରାସ୍ତାରେ ବୁଧବାର ସକାଳେ ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ମୋହନା ଆଡୁ ଆସୁଥିବା ଅଟୋ ଓଆର ୮୮୫୪ ଏବଂ ଏକ ବାଇକ୍ ଓଆର ୦୭ ଜେ ୧୩୦୩କୁ ଅଟକା ଯାଇଥିଲା।…
ଜାଲ୍ କାଗଜପତ୍ର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ, ବନ୍ଧା ହେଲେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର
ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ ଗିରଫ ହୋଇଛନ୍ତି। ବିରେନ୍ଦ୍ରଙ୍କ ସହିତ ତାଙ୍କର ଦୁଇ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିବା ଜଣାପଡ଼ିଛି।…
କଟୁରିରେ ହାଣି ଜନ୍ମକଲା ମା’ଙ୍କୁ ମାରିଦେଲେ ପୁଅ, ରକ୍ତରଞ୍ଜିତ ହେଲା ଘର
କଟକ ଅଫିସ,୨୬।୧: ସମ୍ପତ୍ତି ପାଇଁ ଜନ୍ମକଲା ମା’ଙ୍କୁ କଟୁରିରେ ହାଣି ମାରିଦେଲେ ପୁଅ। ଏଭଳି ଏକ ଅଭାବନୀୟ ଘଟଣା କଟକ ଶ୍ରୀବିହାର କଲୋନୀରେ ବୁଧବାର ଦେଖିବାକୁ ମିଳିଛି। ମୃତ ମହିଳା ହେଲେ ପରେଶ କୁମାରୀ ଦେବୀ(୭୪)। ସେ କନିକା ରାଜାଙ୍କ ନାତୁଣୀ…
ଶିଶୁକନ୍ୟାଙ୍କୁ ଉଠାଇନେଇ ବଳାତ୍କାର
ପୁରୀ ଅଫିସ,୨୪ା୧: ପୁରୀ ଟାଉନ ଥାନା ଅଞ୍ଚଳରେ ରବିବାର ଜଣେ ଶିଶୁକନ୍ୟା(୫)ଙ୍କୁ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ସହରରେ ଆଲୋଡ଼ନ ସୃଷ୍ଟି କରିଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଧରିବା…
ହରିୟାଣା ପୋଲିସ ହଟହଟା
ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି। ଅଭିଯୁକ୍ତଙ୍କୁ ନ ପାଇ ସେମାନଙ୍କ ପରିବାର ଲୋକଙ୍କୁ ଖନ୍ତାପଡ଼ା ଥାନାକୁ ଆଣିଥିବାରୁ ପୋଲିସ ଟିମ୍…
ଭ୍ରୁଣ ନିରୂପଣ ଲ୍ୟାବ୍ ଲିଙ୍କ୍ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ
କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍ ଲିଙ୍କ୍ରେ ଆଉ ଜଣଙ୍କୁ ଗିରଫ କରିଛି ମଙ୍ଗଳାବାଗ ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ ପଣ୍ଡା। ଗିରଫ ଅଭିଯୁକ୍ତଙ୍କ ଘର ଯାଜପୁର ଅଞ୍ଚଳରେ ହୋଇଥିବା ବେଳେ ସେ କଟକରେ ରହି…
ଆନ୍ତଃଜିଲା ବାଇକ୍ ଚୋରି ରାକେଟର ପର୍ଦ୍ଦାଫାଶ: ୬ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର
ଝାରସୁଗୁଡ଼ା ଅଫିସ,୨୨ା୧: ଲୁଟେରାମାନେ ପୋଲିସ୍କୁ ଚ୍ୟାଲେଞ୍ଜ ଦେଇ ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରୁ ଗୋଟିଏ ପରେ ଗୋଟିଏ ବାଇକ୍ ଲୁଟ୍ କରି ଚାଲିଥିଲେ। ଯାହାକି ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଥିଲା। ଏହି ଆନ୍ତଃଜିଲା ବାଇକ୍ ଚୋରି ରାକେଟ୍ ପର୍ଦ୍ଦାଫାଶ କରିବାରେ…
ସତୀଚଉରା ନାବାଳିକା ଅପହରଣ, ବଳାତ୍କାର ମାମଲା: ସ୍ବାମୀଙ୍କୁ ଆଜୀବନ, ସ୍ତ୍ରୀଙ୍କୁ ୨୦ ବର୍ଷ ଜେଲ୍
କଟକ ଅଫିସ,୨୨ା୧: ସତୀଚଉରା ନାବାଳିକା ଅପହରଣ ଓ ବଳାତ୍କାର ମାମଲାରେ ଦୋଷୀ ଦମ୍ପତିଙ୍କୁ କଡ଼ା ଦଣ୍ଡାଦେଶ ଦେଇଛନ୍ତି କଟକ ଆଡ ହକ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ। ସ୍ବାମୀ ଅମିତ ବିନ୍ଧାଣୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଥିବା ବେଳେ ସ୍ତ୍ରୀ ଆଶା…
ଜେଜେମା’ଙ୍କ ଜୀବନ ନେଲେ ନାତି
ରାଇକିଆ,୨୨ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର କାମ୍ବାଗୁଡ଼ା ଗ୍ରାମର ସରୋଜିନି ପ୍ରଧାନ(୭୨) ନାମକ ଜଣେ ବୃଦ୍ଧାଙ୍କ ମୃତଦେହ ରାଇକିଆ ପୋଲିସ ଜବତ କରିଛି। ବୃଦ୍ଧାଙ୍କୁ ତାଙ୍କର ମାନସିକ ବିକାରଗ୍ରସ୍ତ ନାତି ମନୋଜ ପ୍ରଧାନ ହତ୍ୟା କରିଥିବା ନେଇ ଅଭିଯୋଗ…
ପୁଅକୁ ଫାଶୀ ହେଉ: ବାପା
ଭୁବନେଶ୍ୱର,୨୦।୧(ବ୍ୟୁରୋ): ବଡ଼ଗଡ଼ ଥାନା ଅନ୍ତର୍ଗତ କଳିଙ୍ଗ ବସ୍ତିରେ ମା’ଙ୍କୁ ହତ୍ୟା କରି ଜାଳି ଦେବା ଘଟଣାରେ ଗିରଫ ଅଭିଯୁକ୍ତ ପୁଅ ପ୍ରଶାନ୍ତ କୁମାର ଜେନା ଓରଫ କାଳିଆ ଜେଲ୍ ଯାଇଛନ୍ତି। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ପୋଲିସ ତାଙ୍କ ନାମରେ…

