ଘରେ ପଶି ଚୋରି କରୁଥିବା ବେଳେ ପଡ଼ିଲେ ଧରା: ସୁନା, ରୂପା ଅଳଙ୍କାର ସହ ଟଙ୍କା ଜବତ କଲା ପୋଲିସ
ଗଜପତି,୨୧।୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଦୁଇ ଦୁର୍ବୃତ୍ତଙ୍କୁ ଚୋରୀ କରୁଥିବା ସମୟରେ ଧରିଥିବା ଜଣାପଡିଛି । ସେମାନଙ୍କଠାରୁ ସୁନା, ରୂପା ଅଳଙ୍କାର ସହ ନଗଦ ଟଙ୍କା ଜବତ ହୋଇଛି। ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ୩୩୧/୨୫ରେ…
ବାଇକରେ ଗଞ୍ଜେଇ ଚୋରାଚାଲାଣ କରୁଥିଲେ, ମାଡ଼ିବସିଲା ଅବକାରୀ ବିଭାଗ, ଜେଲ ଗଲେ…
ଦିଗପହଣ୍ଡି, ୨୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ମୂଖ୍ୟ ରାସ୍ତାର କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଜଣେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକଙ୍କୁ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ…
ଏସ୍ଏସ୍ବି ଯବାନଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୨୧ା୧୧: ଏକ ଜମି ଠକେଇ ମାମଲାରେ ଜଣେ ଯବାନଙ୍କୁ ବାନ୍ଧିଛି ପୋଲିସ। ଅଭିଯୁକ୍ତ ଜଣକ ହେଲେ ଏସ୍ଏସ୍ବି ଯବାନ ସଚିତ୍ର ସେନାପତି। ଶହୀଦନଗର ପୋଲିସ ତାଙ୍କୁ ଗିରଫ କରିଛି। ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ଜମି ଦେବା ନାଁରେ ଠକେଇ ଅଭିଯୋଗ ହୋଇଥିଲା।…
ଭିଣୋଇଙ୍କ ଉପରେ ଏତେ ରାଗ, ଶଳାଙ୍କ ଆଖିବୁଜା ଗୁଳିମାଡ଼ରେ…
କଣ୍ଟାମାଳ,୨୦।୧୧( ଆଦିତେଶ୍ୱର ମିଶ୍ର)- ବୌଦ୍ଧ ଜିଲା ମନମୁଣ୍ଡା ଥାନା ତିଲପଙ୍ଗା ଗାଁରେ ଗୁରୁବାର ସାରେ ଅଭାବନୀୟ ଘଟଣା ଘଟିଛି। ଶଳାଙ୍କ ଗୁଳିମାଡ଼ରେ ଭିଣୋଇ ଗୁରୁତର ହୋଇଥିବା ଜଣାପଡିଛି। ସୂଚନା ମୁତାବକ, ବାଉଁଶୁଣୀ ଥାନା ଗୁଡ଼ପଡ଼ା ଗ୍ରାମର ବ୍ୟୋମକେଶ ଖଟୁଆ(୨୫) ଶ୍ୱଶୁର ଘର …
ତିରୁପତି ଯାଇଥିଲେ ବ୍ୟବସାୟୀ, ଘରେ ପଶି କଳାକନା ବୁଲାଇଲେ ଦୁର୍ବୃତ୍ତ; ସିସିଟିଭିରୁ…
ଗଜପତି,୨୦।୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ମଧୁରନାରାୟଣପେଟା ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ବ୍ୟବସାୟୀଙ୍କ ଘରେ ପଶି କଳାକନା ବୁଲାଇଥିବାର ଜଣାଯାଇଛି । ଦୁର୍ବୃତ୍ତଙ୍କ କଳାକାରନାମା ସିସିଟିଭିରେ କଏଦ ହୋଇଥିବା ବେଳେ ଏହା ଏବେ ଭାଇରାଲ ହେବାରେ…
ପୋଷ୍ଟ ଅଫିସରୁ ଲକ୍ଷାଧିକ ଲୁଟିନେଲେ ଦୁର୍ବୃତ୍ତ
ସାକ୍ଷୀଗୋପାଳ,୨୦ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଭୁବନେଶ୍ବର-ପୁରୀ ଜାତୀୟ ରାଜପଥ ସତ୍ୟବାଦୀ ଥାନାକୁ ଲାଗି ରହିଥିବା ସାକ୍ଷୀଗୋପାଳ ଉପଡାକଘରୁ ବୁଧବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। କବାଟ କବଜା ତାଡ଼ି ଲୁଟେରା ଅଫିସ ଭିତରେ ପଶି ସିସିଟିଭି ହାର୍ଡଡିକ୍ସ ଭାଙ୍ଗି…
୨୦୨୩ରେ ନାବାଳିକାଙ୍କୁ ଉଠାଇ ନେଇଥିଲେ ଯୁବକ, ଆଜି ଆସିଲା ରାୟ, ଅଭିଯୁକ୍ତ ୩ ବର୍ଷ ପାଇଁ…
ଜୟପାଟଣା,୨୦ା୧୧(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ଗତ ୨୦୨୩ ମସିହାରେ ହୋଇଥିବା ଜଣେ ନାବାଳିକାଙ୍କୁ ଅପହରଣ ଓ ଯୌନ ନିର୍ଯାତନା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ରାଜୀବ…
ବସ୍ ମିଳିବନି କହି ଘରକୁ ଡାକିଲେ, ପରେ ବିବାହିତା ମହିଳାଙ୍କୁ ବୁଦାକୁ ନେଇ ବଳାତ୍କାର; କାନ୍ଦି କାନ୍ଦି…
ରାୟଗଡ଼ା,୧୯।୧୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ାରେ ଲଜ୍ଜା। ସହରରେ ଅନ୍ଧାର ରାତିରେ ଜଣେ ବିବାହିତ ମହିଳାଙ୍କୁ ବଳାତ୍କାର କରାଯାଇଛି। ଏନେଇ ବିବାହିତ ମହିଳାଜଣଙ୍କ ସ୍ବାମୀଙ୍କ ସହ ମଙ୍ଗଳବାର ବିଳମ୍ବିତ ରାତିରେ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ…
ମଦ ବ୍ୟବସାୟୀଙ୍କଠାରୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅବକାରୀ ଅଧିକ୍ଷକ-ଏଏସ୍ଆଇ
କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମଦ ବିକ୍ରେତାଙ୍କଠାରୁ ନେଉଥିଲେ ଲାଞ୍ଚ। ମାଡ଼ି ବସିଲା ଭିଜିଲାନ୍ସ। ବୁଧବାର ଏଭଳି ଏକ ଘଟଣାକ୍ରମରେ ଓଡ଼ିଶା ଭିଜିଲାନ୍ସ ହାତରେ କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟାୟତ ଏବଂ ଚମ୍ପୁଆ ଅବକାରୀ ଷ୍ଟେଶନ ଦାୟିତ୍ୱରେ ଥିବା ଅଧିକାରୀ ଆସିଷ୍ଟାଣ୍ଟ…
୧୧ ବର୍ଷ ପରେ ନ୍ୟାୟ…ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ
ରାୟଗଡ଼ା,୧୮।୧୧(ଆଶିଷ ରଞ୍ଜନ ପଣ୍ଡା) -ଦୀର୍ଘ ୧୧ ବର୍ଷ ପରେ ରାୟଗଡ଼ା ସହର ବୁଦୁରାବାଲସା ସାହିରେ ହୋଇଥିବା ବହୁଚର୍ଚ୍ଚିତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ରାୟଗଡ଼ା ଜିଲା ଦୌରାଜଜ୍ ସତ୍ୟନାରାୟଣ ଷଡ଼ଙ୍ଗୀ ମଙ୍ଗଳବାର ଏହି ମାମଲାର ଶୁଣାଣିକରି ଗୋଟିଏ ପରିବାରର ୫ଜଣ…
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କଲେ ଫେରିବାଲା, ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପୀଡ଼ିତା
କେନ୍ଦୁଝର,୧୭ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାଙ୍କୁ ଆସିଫ୍ ଅନବର ଖାନ୍ ନାମକ ଫେରିବାଲା ଶନିବାର ଅପରାହ୍ନରେ ବାରମ୍ବାର ବଳାତ୍କାର କରି କ୍ଷତାକ୍ତ କରି ଦେଇଥିବା ଯୋଗୁ ପୀଡ଼ିତା କେନ୍ଦୁଝର…
୫ କନ୍ୟା ସନ୍ତାନଙ୍କୁ ଜନ୍ମ ଦେବାରୁ ସ୍ତ୍ରୀଙ୍କୁ ସ୍ବାମୀଙ୍କ ଅକଥନୀୟ ନିର୍ଯାତନା, ସହି ନ ପାରି…
ଭୁବନ,୧୬ା୧୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଚମ୍ପାନାଳିଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହି ଗ୍ରାମର ବାବୁଲି ନାଏକଙ୍କ ଝିଅ ସୁଲୋଚନା ୫ କନ୍ୟା ସନ୍ତାନଙ୍କୁ ଜନ୍ମ ଦେବାରୁ ତାଙ୍କ ସ୍ବାମୀ ଅକଥନୀୟ ନିର୍ଯାତନା ଦେଉଥିଲେ।…
Archives


