ଚାଲିଥିଲା ସଟ୍ଟାଖେଳ: ମାଡି ବସିଲା ସଦର ଥାନା ପୋଲିସ୍, ୫ଅଭିଯୁକ୍ତ…
ବରଗଡ଼, ୨୩।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସଦର ଥାନା ପୋଲିସ୍ ସଟ୍ଟା କାରବାରରେ ବୁଧବାର ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ସଦର ଥାନା ଅନ୍ତର୍ଗତ ନିଲେଶ୍ବର ଗ୍ରାମର ନେପାଳ ସାହୁ(୪୬), ସଦାନନ୍ଦ ସାହୁ (୩୯), ଗିରିଜା ଶଙ୍କର…
କୋଟିଏରୁ ଅଧିକ ଟଙ୍କା ଖାଇଗଲେ ବ୍ୟାଙ୍କ ମ୍ୟାନେଜର, ମିଛ ରସିଦ୍ ଦେଇ…
ମାଲକାନଗିରି,୨୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଶୁଭେନ୍ଦୁ ଖରା ଲ୍ୟାମ୍ପସ ଟଙ୍କାକୁ ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଯାହାର ଟେର୍ ପାଇ ନ ଥିଲେ ଲ୍ୟାମ୍ପସ ଶାଖା ପରିଚାଳକ, ବ୍ୟାଙ୍କ କର୍ତ୍ତୃପକ୍ଷ କିମ୍ବା ଡିଆର୍ସିଏସ୍ କାର୍ଯ୍ୟାଳୟ। କିନ୍ତୁ…
କାର୍ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…
ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ ଆସିଥିବା ବରଯାତ୍ରୀଙ୍କ ଉପରେ ଗୁଳିମାଡ଼ ହୋଇଛି। ଏଥିରେ ୨ ବରଯାତ୍ରୀ ଆହତ ହୋଇଛନ୍ତି।…
ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ
ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର ୫ ଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାବାରେ ବିଫଳ ହୋଇଛି।…
ନୂଆ ଷ୍ଟାଇଲ୍ରେ ପ୍ରେମିକଙ୍କୁ ପ୍ରପୋଜ କରିବା ବାହାନାରେ ଏମିତି କାଣ୍ଡ କଲେ ପ୍ରେମିକା, ହାତଗୋଡ଼ ବାନ୍ଧିଲେ, ପରେ…
ବେଙ୍ଗାଲୁରୁ,୨୨ା୪: କର୍ନାଟକର ରାଜଧାନୀ ତଥା ଦେଶର ଆଇଟି ହବ୍ ବେଙ୍ଗାଲୁରୁରୁ ଏକ ଚାଞ୍ଚଲ୍ୟକର ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏହା ସମଗ୍ର ସହରକୁ ଥରାଇ ଦେଇଛି। ଏକ ଟେଲିକମ୍ ଷ୍ଟୋରରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ…
ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…
ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧) ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୭ମ ଶ୍ରେଣୀ…
ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା
ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ ନେଇ କ୍ରୋଧିତ ହୋଇ ତାଙ୍କ ନିଜ ପ୍ରେମିକଙ୍କ ବିରୁଦ୍ଧରେ ଏକ କଠୋର ପଦକ୍ଷେପ…
୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…
କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ମହିଳାଙ୍କ ବାପ ଘର ଲୋକେ ହତ୍ୟା ଅଭିଯୋଗ ଆଣିବା ପରେ ମହିଳାଙ୍କ ସ୍ବାମୀକୁ…
ଢାବାରେ ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା…
ବରଗଡ଼,୨୦ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଧାଙ୍ଗେର ଆନ୍ଧ୍ରାଟିକ୍ରା ନିକଟ ଜୟ ଦୁର୍ଗା ଢାବାରେ ଦେହ ବ୍ୟବସାୟ ଚାଲିଥିବାବେଳେ ସୋମବାର ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ଜଣେ ଦେହଜୀବୀଙ୍କୁ ଉଦ୍ଧାର କରିଥିବାବେଳେ ୫ଜଣଙ୍କୁ ଗିରଫ କରିଛି। ଗିରଫ…
ହାଇଦ୍ରାବାଦର କଫସିରପ୍, ଗୁଜରାଟରେ ମାଷ୍ଟରମାଇଣ୍ଡ
ଭୁବନେଶ୍ୱର,୨୦।୪(ତ୍ରିନାଥ ମହାନ୍ତି): କଟକ ଫୁଲନଖରାରେ ଥିବା ଏକ ସଂସ୍ଥାର ଗୋଦାମରୁ ୮ହଜାର ୮୪୦ ବୋତଲ ନିଷିଦ୍ଧ କଫସିରପ୍ ଜବତ ଘଟଣାର ଲିଙ୍କ୍ ଗୁଜରାଟ ଓ ହାଇଦ୍ରାବାଦକୁ ଲମ୍ବିଛି। ଏହି ବେଆଇନ କାରବାରର ମାଷ୍ଟରମାଇଣ୍ଡ ଗୁଜରାଟରେ ରହି ଓଡ଼ିଶାକୁ କଫ୍ସିରପ୍ ପଠାଉଥିଲେ। ଉକ୍ତ…
ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଅନାଥ ନାବାଳିକା, ମାସେ ହେଲା ଜୋର୍ ଜବରଦସ୍ତ…
ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ବାରକୋଟ ଥାନାରେ ଜଣେ ଅନାଥ ନାବାଳିକା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୂଚନାଥାଉକି, ପ୍ରତ୍ୟେକ ବର୍ଷ ମାଟ୍ରିକ ପାସ୍ ପରେ ଶିଶୁ ଗୃହର ଅନ୍ତେବାସୀମାନେ ବାରକୋଟସ୍ଥିତ ସରକାରୀ ଆଇଟିଆଇରେ ବୈଷୟିକ ଶିକ୍ଷା…
ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…
ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି କରାଯାଇଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଖଡ଼ିକାପଦା ଅଞ୍ଚଳରେ ଏକତରଫା ପ୍ରେମ…
Archives


