ଜାଲ୍ ନୋଟ୍ କାରବାର: ୨ ଜଣଙ୍କୁ ଗିରଫ କଲା ପୋଲିସ
ପଦ୍ମପୁର,୧ା୧୧(ଡି.ଏନ୍.ଏ.): ଉଦ୍ରକ ଜିଲାରେ ନକଲି ଜର୍ଦ୍ଦା, ନକଲି ମସଲା , ନକଲି ବିଶାକ୍ତ ମଦର ବ୍ୟାପକ କାରବାର ପୋଲିସର ନିଦ ହଜାଇ ଦେଇଥିବା ବେଳେ ନକଲି ନୋଟ୍ ଜବତ ଘଟଣା ପୋଲିସ ମୁଣ୍ଡବିନ୍ଧାର କାରଣ ସାଜିଛି । ବାସୁଦେବପୁର ଅଞ୍ଚଳ ଗୁଆଗତିଆ…
ଧରାପଡ଼ିଲା ନିଶାଦିଆ ଲୁଟେରା ଗ୍ୟାଙ୍ଗ
ଭୁବନେଶ୍ୱର,୧ା୧୧ (ବ୍ୟୁରୋ): ରାଜଧାନୀର ରେଲଓ୍ବେ ଷ୍ଟେଶନ ଓ ବସ୍ ଷ୍ଟାଣ୍ଡ ଅଞ୍ଚଳରେ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍ କରୁଥିବା ଏକ ଗ୍ୟାଙ୍ଗର ୨ସଦସ୍ୟଙ୍କୁ ଖଣ୍ଡଗିରି ପୋଲିସ ଟିମ୍ ବରମୁଣ୍ଡାରୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ନିଶା ବଟିକା, ସୁନା ଚେନ୍,…
ଦାଦାବଟି ଆଦାୟ ଅଭିଯୋଗ: ପେସାଦାର ଅପରାଧୀ ଗଲେ ଜେଲ୍
ଦିଗପହଣ୍ଡି,୩୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ, ଲଙ୍ଗଳଦେଇ ପ୍ରଭୃତି ଅଞ୍ଚଳରେ ଥିବା କ୍ରସର ୟୁନିଟ, ଇଟାଭାଟି, ପଥର ଖାଦାନ ସମେତ ବିଭିନ୍ନ ଠିକାଦାରଙ୍କ ଠାରୁ ଧମକ ଦେଇ ଦାଦାବଟି ଆଦାୟ କରୁଥିବା ଅଭିଯୋଗ ହେଉଥିଲା। ଏନେଇ ପୋଲିସ ଶନିବାର…
ରାଜଧାନୀରୁ ୧ କୋଟି ଟଙ୍କାର ବ୍ରାଉନ୍ସୁଗାର ଜବତ: ଜଣେ ଗିରଫ
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ସକାଳେ ପ୍ରାୟ ୧ କେଜି ୧୭୦ ଗ୍ରାମ୍ ବ୍ରାଉନ୍ସୁଗାର ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ଟିମ୍ ଏହି ବ୍ରାଉନସୁଗାର ଜବତ କରିଛି । ଏହାର ମୂଲ୍ୟ…
ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା
ବୁଗୁଡ଼ା, ୩୧ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବାଲିପିଣ୍ଡି ପୋଖରୀ ନିକଟସ୍ଥ ଦଳିତ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କ ତଣ୍ଟି ଚିପି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ…
ବ୍ରହ୍ମପୁରରେ ଆଇପିଏଲ୍ ବେଟିଂ ର଼୍ୟାକେଟ୍ ଠାବ
ବ୍ରହ୍ମପୁର ଅଫିସ,୩୧ା୧୦: ବ୍ରହ୍ମପୁର ସହରରେ ଦୀର୍ଘଦିନ ଧରି ଚାଲିଥିବା ଏକ ବଡ଼ ଧରଣର ଆଇପିଏଲ୍ ବେଟିଂ କାରବାର ପୋଲିସ ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍ ଚଳାଉଥିବା ଦୁଇଜଣ ମୁଖ୍ୟଙ୍କୁ ଶୁକ୍ରବାର ଗିରଫ କରିବା ସହ ଅନ୍ଲାଇନ୍ କ୍ରିକେଟ ବେଟିଂର ପର୍ଦ୍ଦାଫାଶ…
ଚର୍ଚ୍ଚରେ ୩ ଜଣଙ୍କୁ ହତ୍ୟା, ମହିଳାଙ୍କ ଗଳା କାଟିଲେ ଆକ୍ରମଣକାରୀ
ପ୍ୟାରିସ୍,୨୯ା୧୦: ଗୁରୁବାର ଫ୍ରାନ୍ସର ନାଇସ ସହରର ଏକ ଚର୍ଚ୍ଚରେ ଆକ୍ରମଣ ହୋଇଛି। ଏଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆକ୍ରମଣକାରୀ ଜଣେ ମହିଳାଙ୍କ ଛୁରି ସାହାଯ୍ୟରେ ଗଳାକାଟି ଦେଇଛନ୍ତି। କୁହାଯାଉଛି ଏହା ଆତଙ୍କବାଦୀ ଆକ୍ରମଣ ମଧ୍ୟ…
ମୋବାଇଲ ଲକ୍ ଖୋଲିବାକୁ ଏହି ମଡେଲଙ୍କ ଆଙ୍ଗୁଠି କାଟିନେଲେ ଦୁର୍ବୃତ୍ତ
ମସ୍କୋ,୨୮ା୧୦: ରୁଷିଆର ଜଣେ ମହିଳା ବୈଜ୍ଞାନିକ ତଥା ମଡେଲଙ୍କ ମୃତ୍ୟୁ ଘଟିଛି। ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ହତ୍ୟାକାରୀ ମଡେଲଙ୍କ ମୋବାଇଲରୁ ଲକ୍ ଖୋଲିବାକୁ ତାଙ୍କ ହାତ ଆଙ୍ଗୁଠି ମଧ୍ୟ କାଟି ନେଇଛନ୍ତି। କାରଣ ଆଙ୍ଗୁଠି କାଟିଦେଲେ ଫିଙ୍ଗର ପ୍ରିଣ୍ଟ…
ଗ୍ୟାଙ୍ଗଷ୍ଟାର ହେବା ନିଶା, ନାବାଳକ ନେଉଥିଲେ ଏମିତି ପଦକ୍ଷେପ; ଆଉ ତା’ ପରେ…
ରାଞ୍ଚି,୨୮ା୧୦: ନିଜର ସୁନ୍ଦର ଭବିଷ୍ୟତ ଗଢ଼ିବାକୁ କିଏ କେତେ କ’ଣ ସ୍ବପ୍ନ ଦେଖିଥାନ୍ତି। ମାତ୍ର ଜଣେ ନାବାଳକ ବଡ଼ ହେଲେ କିପରି ଗ୍ୟାଙ୍ଗଷ୍ଟାର ହେବେ ସେ ନେଇ ସ୍ବପ୍ନ ଦେଖୁଥିଲେ। ଖାଲି ସ୍ବପ୍ନ ନୁହେଁ, ଏଥିପାଇଁ ତିନୋଟି ମର୍ଡର ମଧ୍ୟ କରିଛନ୍ତି।…
ଜେଲ ଗଲେ ଢାବା ମ୍ୟାନେଜର: ମହିଳାଙ୍କୁ ବଳାତ୍କାର ଘଟଣା
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନ ଛକରେ ଏକ ଢାବାରେ ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର ଅଭିଯୋଗରେ ଉକ୍ତ ଢାବାର ମ୍ୟାନେଜର ସୁକାନ୍ତ ନାୟକଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ…
ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମକରି ଶିକ୍ଷକ ଗିରଫ
ପୁରୁଷୋତ୍ତମପୁର, ୨୭।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଜଣେ ୮ବର୍ଷର ନାବାଳିକା ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକ ବଳାତ୍କାର ଉଦ୍ୟମ କରିଥିବା ନେଇ ଗତ ସୋମବାର ଥାନାରେ ଅଭିଯୋଗ ହୋଇଥିଲା। ଏହା ପରେ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ ଓ ମହିଳା…
ବୟଫ୍ରେଣ୍ଡ୍ ଜେଲରୁ ମୁକୁଳିବା ପରେ ଏମିତି ଜନ୍ମଦିନ ପାଳିଲେ ଗର୍ଲଫ୍ରେଣ୍ଡ୍, ଦେଖଣାହାରୀ ଚକିତ
ପୁଣେ,୨୪ା୧୦: ମହାରାଷ୍ଟ୍ରର ଔରଙ୍ଗାବାଦରେ ଜଣେ ଯୁବତୀ ଭିନ୍ନ ଢଙ୍ଗରେ ଜନ୍ମଦିନ ପାଳିଛନ୍ତି। ଯାହା ଦେଖଣାହାରୀଙ୍କୁ ଆଶ୍ଚର୍ଯ୍ୟ କରିଛି। ପୁଣ୍ଡଲିକ ନାଗର ଥାନା ପୋଲିସ ଇନ୍ସପେକ୍ଟର ଘନଶ୍ୟାମ ସୋନାଓ୍ବାନେ କହିଛନ୍ତି ଯେ, ଏହି ଘଟଣାଟି ଗତ ୪ ତାରିଖର। ବିଳମ୍ବିତ ରାତିରେ ପୁଣ୍ଡଲିକ…
Archives


