ଅପରାଧ

ଯୁବକଙ୍କୁ ମାରି ରାସ୍ତାରେ ଫିଙ୍ଗିଦେଲେ: ୨ ଅଭିଯୁକ୍ତ ଅଟକ

କୋରାପୁଟ,୨୫ା୧୨(ସ୍ବ.ପ୍ର.): କୋରାପୁଟ ସହରର ବନଭାରତୀ କଲୋନୀରେ ଶନିବାର ଭୋର୍‌ରୁ ଏକ ହତ୍ୟାକାଣ୍ଡ ଘଟିଛି। ଏହି ହତ୍ୟାକାଣ୍ଡକୁ କେନ୍ଦ୍ରକରି ମୃତକଙ୍କ ସମ୍ପର୍କୀୟମାନେ ଉତ୍ତ୍ୟକ୍ତ ହୋଇ ପରଜାସାହିରେ ଥିବା ଅଭିଯୁକ୍ତଙ୍କ ଏକ ସେଲୁନକୁ ଭଙ୍ଗାରୁଜା କରିଥିଲେ। ଏହି ଘଟଣାକୁ ନେଇ ଶାନ୍ତିଶୃଙ୍ଖଳା ନେଇ କୋରାପୁଟ…

ମହାବୀରଙ୍କ ସୁନା ଆଖି ତାଡ଼ିନେଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୨୩ା୧୨(ଡି.ଏନ୍‌.ଏ.): ଶ୍ରଦ୍ଧା ଭକ୍ତିରେ ବଦାନ୍ୟ ଲୋକେ ଠାକୁରଙ୍କୁ ସୁନାରୁପା ଗହଣା ଓ ଟଙ୍କା ଦାନ କରୁଛନ୍ତି। ସେପଟେ ଲୁଟେରାମାନେ ଠାକୁରଙ୍କୁ ଲୁଟିବାକୁ ପଛାଉନାହାନ୍ତି। ପୁରୀ- ଶରଣକୁଳ ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ସତ୍ୟବାଦୀ ଥାନା ଆଳିଶ ପଞ୍ଚାୟତରେ ଥିବା ମହାବୀର ମନ୍ଦିରରେ…

ପିଟିପିଟି ଯୁବକଙ୍କ ଜୀବନ ନେଇଗଲେ

ରାଉରକେଲା ଅଫିସ,୨୧।୧୨: ସୁନ୍ଦରଗଡ଼ ଜିଲା ରାଉରକେଲା ପ୍ଲାଣ୍ଟ ସାଇଡ୍‌ ଥାନା ଅନ୍ତର୍ଗତ ନୟାବଜାର ସେକ୍ଟର ୨୧ ଅଞ୍ଚଳରେ ମଙ୍ଗଳବାର ଦିନ ଦ୍ରିପହରରେ ଜଣେ ଯୁବକଙ୍କୁ ଆକ୍ରମଣ କରି କିଛି ଦୁର୍ବତ୍ତ ଫେରାର ହୋଇଯାଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣଙ୍କ ହେଲେ…

୭ କୋଟିର ସାଇବର ଠକେଇ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ବର୍ଷକ ମଧ୍ୟରେ ସାଇବର ଲୁଟେରା ପ୍ରାୟ ୭ କୋଟି ଟଙ୍କା ଲୁଟିଛନ୍ତି। ୬ କୋଟି ୭୯ ଲକ୍ଷ ୮୫ ହଜାର ୩୪୪ ଟଙ୍କା ମଧ୍ୟରୁ ଗୋଲଡେନ୍‌ ପିରିୟଡ଼ ବ୍ଲକ ହୋଇ ଫେରି ପାରିଛି ୧ କୋଟି ୪୮ ଲକ୍ଷ ୧୧…

ସ୍ତ୍ରୀଙ୍କୁ ହେମଦସ୍ତାରେ ଛେଚି ହତ୍ୟା କରିବା ପରେ ବିଷ ପିଇଲେ ସ୍ବାମୀ

କଣ୍ଟାପଡ଼ା,୧୨ା୧୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ରବିବାର ହେମଦସ୍ତାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବିଷପିଇ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା କଟକ ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ କଳ୍ପନା…

ରୋଚକ ମୋଡ଼ ନେଉଛି ମାହାଙ୍ଗା ଡବଲ ମର୍ଡର ଘଟଣା, ଥାନାଧିକାରୀଙ୍କ ପାଇଁ ବଢୁଛି ଅଡୁଆ

ନିଶ୍ଚିନ୍ତକୋଇଲି,୮ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଏହି ଘଟଣାରେ ଜେଏମ୍‌ଏଫ୍‌ସି କୋର୍ଟ ମାହାଙ୍ଗା ପୋଲିସକୁ ଅପଟୁଡେଟ୍‌ କେସ୍‌ ଡାଏରୀ ଓ ସିଡିଆର ସଂରକ୍ଷଣ କରିଥିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ମାହାଙ୍ଗା ଥାନାଧିକାରୀ…

ଗହଣା ଦୋକାନରୁ କୋଟିଏରୁ ଊର୍ଦ୍ଧ୍ୱ ଚୋରି

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରାଜଧାନୀରେ ରାତି ଅସୁରକ୍ଷିତ ହୋଇପଡ଼ିଲାଣି। ପୋଲିସକୁ ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତମାନେ ରାତିରେ ଯାଉଥିବା ଲୋକଙ୍କୁ ଲୁଟିବା ସହ ବିଭିନ୍ନ ସ୍ଥାନରେ ଚୋରି କରୁଛନ୍ତି। ଏହି କ୍ରମରେ ଶନିବାର ବିଳମ୍ବିତ ରାତିରେ ରାଜଧାନୀରେ ଏକ ଗହଣା ଦୋକାନରେ ବଡଧରଣର ଚୋରି ହୋଇଛି।…

ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ

ନୟାଗଡ଼ ଅଫିସ,୪ା୧୨: ନୟାଗଡ଼ ଜିଲା ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ ଦାସଙ୍କ ଘରେ ଶନିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜୟନ୍ତଙ୍କ ନୟାଗଡ ବ୍ଲକର ବିରୁଡା, ନୟାଗଡ଼, ଓଡ଼ଗାଁ ସମେତ ଏକକାଳୀନ ୬ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଆୟ…

ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ। ତେବେ ଆଜି ଉକ୍ତ ମାମଲା ଶୁଣାଣି ହେଉଥିବା ବେଳେ ଥାନାଧିକାରୀ ଅନୁପସ୍ଥିତ ଥିଲେ।…

ବନ୍ଧୁକ କାରବାରରେ କେବିଏନ୍‌ ଗ୍ୟାଙ୍ଗ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍‌ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଶନିବାର ସ୍ପେଶାଲ ସ୍କ୍ବାଡ୍‌ ଓ ନୟାପଲ୍ଲୀ ଥାନା ପୋଲିସ ନୟାପଲ୍ଲୀ ଆଇଆର୍‌ସି ଭିଲେଜସ୍ଥିତ…

ମହିଳାଙ୍କଠାରୁ ୮୦ ହଜାର ଟଙ୍କା ସହ ସୁନାଗହଣା ଲୁଟି ୩ ଗିରଫ

କଣ୍ଟାପଡ଼ା,୨୭ା୧୧(ଡି.ଏନ୍‌.ଏ.): କଟକ ଜିଲା ଅଧିନସ୍ଥ ଅଡ଼ଶପୁର ବଜାରରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ମହିଳାଙ୍କଠାରୁ ସୁନାଗହଣା ଓ ଟଙ୍କା ଲୁଟ୍‌ କରିଥିଲେ ଦୁର୍ବୃତ୍ତ। ଏହି ଘଟଣାରେ ଓଲଟପୁର ପୋଲିସ ଆଜି ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ନାବାଳକ…

୪ ଯୁବତୀଙ୍କୁ କରିଥିଲେ ବଳାତ୍କାର: କୋର୍ଟରେ ଜଜ୍‌ଙ୍କ ସାମ୍ନାରେ ସ୍ବୀକାର କଲେ ନିଜ ଦୋଷ, ଆଉ ତା’ ପରେ…

ନ୍ୟୁୟର୍କ,୨୫ା୧୧: ଜଣେ କି ଦୁଇ ଜଣ ନୁହେଁ, ୪ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନ୍ୟୁୟର୍କର ଜଣେ ଯୁବକ ଜେଲ୍‌ ଯାଇଛନ୍ତି। ୨୦ ବର୍ଷୀୟ କ୍ରିଷ୍ଟୋଫର ଓ୍ବେଲଟର ନାମକ ଜଣେ ଯୁବକ ୨୦୧୭ ଏବଂ ୨୦୧୮ ମଧ୍ୟରେ ଲେମ୍ବିଷ୍ଟନରେ ପରିବାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?