ଅପରାଧ

ଷଡ଼ଯନ୍ତ୍ର ଚାଲିଛି, ଫେରିଲେ ଗୁମର ଖୋଲିବି : ଆକାଶ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ପାସେଞ୍ଜର କାର୍‌ ଡିଭିଜନର ପରିଚାଳନା ନିର୍ଦ୍ଦେଶକ ପରିଚୟ ଦେଇ ଗଞ୍ଜାମ ଜିଲା ଗୋପାଳପୁର ଅଞ୍ଚଳର ବହୁ ଯୁବତୀଯୁବକଙ୍କୁ ଠକେଇ କରିଥିବା ଅଭିଯୋଗ ହୋଇଥିଲା। କିନ୍ତୁ ଟାଟା କମ୍ପାନୀ ପକ୍ଷରୁ ଆକାଶଙ୍କ ଚାକିରିକୁ ଅସ୍ବୀକାର…

ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ : ୪କେଜି ସୁନା, ୨୩୫କେଜି ରୂପା ଅଳଙ୍କାର ଜବତ

ବ୍ରହ୍ମପୁର ଅଫିସ,୫ା୧୨- ଅନ୍ଧପସରା ରୋଡ୍‌ରେ ଗାଡିମୋଟର ଯାଞ୍ଚ ବେଳେ ଶନିବାର ଏକ ଗହଣା ଚାଲାଣ ରାକେଟ୍‌ର ପର୍ଦ୍ଦାଫାସ୍‌ କରିଛି ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ। ଏକ କାରରୁ ୪ କେଜି ସୁନା ଓ ୨୩୫ କେଜି ରୂପା ଅଳଙ୍କାର ଜବତ କରଛି।…

କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ

ପଦ୍ମପୁର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କରିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଥିବା…

ଉତ୍ତରପ୍ରଦେଶ ଗାଡ଼ିରେ ୨ କୁଇଣ୍ଟାଲ ଗଞ୍ଜେଇ ଚୋରାଚାଲାଣ ବେଳେ ଧରିଲା ଚିତ୍ରକୋଣ୍ଡା ପୋଲିସ: ୪ ଅଭିଯୁକ୍ତଙ୍କୁ ବାନ୍ଧିଲା

ଚିତ୍ରକୋଣ୍ଡା,୪।୧୨-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହାଛଡ଼ା ୪ ମୋଟର ସାଇକେଲ, ୩ ମୋବାଇଲ, ନଗଦ ୫୬୭୦ ଟଙ୍କା ସହ ଗଞ୍ଜେଇ ଚାଲାଣ କରୁଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଶୁକ୍ରବାର କୋର୍ଟ ଚାଲାଣ କରିଥିବା…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୭ ମାସର ଗର୍ଭବତୀ ସ୍ତ୍ରୀଙ୍କ ଜୀବନ ଗଲା

ବଣାଇ,୪ା୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କୋଇଡ଼ା ଥାନା ଅନ୍ତର୍ଗତ ପୋଡାଡିହି ବସ୍ତିରେ ଘରୋଇ କଳିକୁ କେନ୍ଦ୍ର କରି ସ୍ବାମୀଙ୍କ ଅମାନୁଷିକ କାଣ୍ଡ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି l ସାମାନ୍ୟ ବଚସାକୁ କେନ୍ଦ୍ରକରି ସ୍ବାମୀ ଟାଙ୍ଗିଆ ଚୋଟରେ ୭…

୪୬ ଚୋରା ଗାଡ଼ି ଜବତ: ୫ ଗିରଫ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀରେ ସକ୍ରିୟ ଥିବା ଦୁଇଟି ଗାଡ଼ି ଚୋରି ଗ୍ୟାଙ୍ଗ୍‌ ଧରିଛି କମିଶନରେଟ ପୋଲିସ। ନୟାପଲ୍ଲୀ ଥାନା ପୋଲିସ ଦୁଇ ପୃଥକ ମାମଲାରେ ୪୬ ବାଇକ୍‌ ଜବତ କରିବା ସହ ସମ୍ପୃକ୍ତ ଥିବା ଦୁଇ ଗ୍ୟାଙ୍ଗ୍‌ର ୫ ଜଣଙ୍କୁ ଗିରଫ କରିଛି।…

୭୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚନ୍ଦନ କାଠ ଜବତ: ୩ ଗିରଫ

କଟକ ଅଫିସ,୪ା୧୨: କଟକ ଜିଲା ଟାଙ୍ଗୀ ପୋଲିସ ଷ୍ଟେଶନ ଅଧୀନ ଦଳଯୋଡି ଜଙ୍ଗଲରୁ ଶୁକ୍ରବାର ଲକ୍ଷାଧିକ ଟଙ୍କାର ଚୋରା ଚନ୍ଦନ କାଠ ଜବତ ହୋଇଥିବା ଜଣାପଡ଼ିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ପ୍ରାୟ ୪ କ୍ୱିଣ୍ଟାଲ ୬୦ କେଜି…

ଭିଜିଲାନ୍ସ ଜାଲରେ ମହିଳା ସିଡିପିଓ

ଧର୍ମଗଡ଼, ୩।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କୋକସରା ସିଡିପିଓ ଜୟନ୍ତୀ ମହାନ୍ତି। ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବକେୟା ଦରମା କରାଇଦେବା ପାଇଁ ଜୟନ୍ତୀ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର…

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ୍‌ କରିଛି। ଜଗତ୍‌ସିଂପୁର କାର୍ଯ୍ୟାଳୟ, ସାତପୁରାରେ ଥିବା ଘର,…

ପୂର୍ବ ଶତ୍ରୁତାକୁ ନେଇ ଘର ଉପରକୁ କରିଥିଲେ ଗୁଳିମାଡ଼: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର, ୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ଘଟଣା ଘଟିଛି। ଏଥିରେ କେହି ଆହାତ ହୋଇ ନ ଥିଲେ ହେଁ ପୋଲିସ ଘଟଣସ୍ଥଳରୁ ଫୁଟିଥିବା ଗୁଳିର ଦୁଇଟି ଖୋକା ସହ ଗୋଟିଏ…

ଗଞ୍ଜେଇ ଚାଲାଣରେ ସ୍ଲିପର ସେଲ୍‌

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ଅନ୍ତର୍ଜାତୀୟ ଡ୍ରଗ୍ସ ର଼୍ୟାକେଟ ସକ୍ରିୟ ରହିଛି। ପୋଲିସ ଯେତେ ନୂଆ ରଣନୀତି ଆପଣାଇଲେ ମଧ୍ୟ ଚୋରା ଚାଲାଣକୁ ବନ୍ଦ କରିପାରୁନି। ବ୍ରାଉନସୁଗାର ପରେ ଗଞ୍ଜେଇ ଚାଲାଣ ରୋକିବା ପାଇଁ କିଛିଦିନ ହେବ କମିଶନରେଟ୍‌ ପୋଲିସ, କ୍ରାଇମବ୍ରାଞ୍ଚ ଓ…

ଆଇଆଇଏଫ୍‌ଏଲ୍‌ ଲୁଟ୍‌ ଘଟଣା: ଆଉ ୨ ଗିରଫ, ଜଣେ ଅଟକ

କଟକ ଅଫିସ୍‌, ୨୯ା୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାରେ ଅଭିଯୁକ୍ତଙ୍କ ତାଲିକା ବଢ଼ିବାରେ ଲାଗିଛି। ପୂର୍ବରୁ ଏହି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଥିବାବେଳେ ଶନିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri