ଅପରାଧ

ବରଗଡ଼ରେ ପୁଣି କଫ୍‌ସିରପ କାରବାର: ୨ ଗାଡ଼ି ଜବତ, ୫ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୩ା୧୦: ବରଗଡ଼ ଟାଉନ ଥାନା ପୋଲିସ ସ୍ଥାନୀୟ ଗୋରୁ ମାର୍କେଟ ଅଞ୍ଚଳରୁ ବିପୁଳ ପରିମାଣରେ କଫ୍‌ ସିରପ ଜବତ କରିଛି। ଏହା ସହିତ ଏହି କାରବାରରେ ବ୍ୟବହୃତ ୨ଟି ୪ଚକିଆ ଗାଡ଼ିକୁ ଜବତ କରିବା ସହିତ ୫ ଅଭିଯୁକ୍ତଙ୍କୁ ଗିରଫ…

ହାଡ଼ିଆ ହତ୍ୟାକାଣ୍ଡକୁ ମାସେ ପୂରିଲା: ଧରାପଡ଼ିନାହାନ୍ତି ଅଭିଯୁକ୍ତ ଦୁଇ ଭାଇ

କଟକ ଅଫିସ,୨।୧୦: ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆ ଓରଫ ପ୍ରକାଶ ବେହେରା ହତ୍ୟା ଘଟଣାକୁ ଶୁକ୍ରବାର ଏକମାସ ପୂରଣ ହୋଇଛି। ଅଭିଯୁକ୍ତଙ୍କୁ ଚିହ୍ନଟ ସରିଛି ବୋଲି କଟକ ପୋଲିସ କହିଥିଲେ ସୁଦ୍ଧା ସେମାନଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି…

ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସ ହାତରେ ହତ୍ୟାକାଣ୍ଡର ଭିଡିଓ

ଭଦ୍ରକ ଅଫିସ,୨ା୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ କଟିଆ ମୁର୍ମୁ। କଟିଆଙ୍କୁ ଗୁରୁବାର ସନ୍ଧ୍ୟାରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। କିନ୍ତୁ ଶୁକ୍ରବାର ସକାଳୁ…

ଘରେ ପଶି ମହିଳାଙ୍କୁ ବଳାତ୍କାର: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଅଙ୍ଗଦ ମଳିକଙ୍କୁ ପୋଲିସ ଗୁରୁବାର ବ୍ରହ୍ମପୁର ଜିଲା ଦୌରା ଜଜ୍‌ କୋର୍ଟକୁ ଚାଲାଣ କରିଛି।…

ହାଥରସ ଗଣବଳାତ୍କାର ଘଟଣା: ଆସିଲା ମେଡିକାଲ ରିପୋର୍ଟ, ହୋଇନି ବଳାତ୍କାର, ଜାଣନ୍ତୁ କ’ଣ ରହିଛି କାରଣ

ଲକ୍ଷ୍ନୌ,୧ା୧୦: ହାଥରସ ଯୁବତୀ ବଳାତ୍କାର ଘଟଣାର ମେଡିକାଲ ରିପୋର୍ଟ ଆସିଛି। ଏହି ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେବା ଭଳି ଆସିଛି। ରିପୋର୍ଟରେ ଯୁବତୀଙ୍କୁ ଗଣବଳାତ୍କାର ହୋଇ ନ ଥିବା ଦର୍ଶାଯାଇଛି। ଯାହା ଅଭିଯୁକ୍ତମାନଙ୍କୁ ସୁହାଇବ। ଯୁବତୀ ଆଖି ବୁଜିବା ପୂର୍ବରୁ ପୋଲିସକୁ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଭେଟିବା ପାଇଁ ତୃତୀୟ ସ୍ତ୍ରୀଙ୍କ ଘରେ କଳାକନା ବୁଲାଇଲେ ସ୍ବାମୀ

ଭୋପାଳ,୩୦ା୯: ମଧ୍ୟପ୍ରଦେଶର ଜଣେ ବ୍ୟକ୍ତି ଦ୍ୱିତୀୟ ସ୍ତ୍ରୀଙ୍କୁ ଭେଟିବା ପାଇଁ ତୃତୀୟ ସ୍ତ୍ରୀଙ୍କ ଘରେ କଳାକନା ବୁଲାଇବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଚୋରି ମାମଲାର ଛାନଭିନ୍‌ କରିବା ସମୟରେ ଏହି ଘଟଣା ସାମ୍ନାକୁ ଆସିଛି। ଏହା ପରେ…

କରୋନା ପରିସ୍ଥିତି ଜିଗଲୋ ହେବାକୁ ବାଧ୍ୟ କରିଥିଲା: ମୁହଁ ଖୋଲିଲେ ଠକାମିର ଶିକାର ଯୁବକ

ଭୁବନେଶ୍ୱର,୨୮ା୯ (ବ୍ୟୁରୋ): ରାଜଧାନୀରେ ଜିଗଲୋ (କଲ୍‌ ବୟ) ର଼୍ୟାକେଟକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଛି। ଥାନାରେ ଅଭିଯୋଗ କରିଥିବା ହୋଟେଲ ମ୍ୟାନେଜର ଓ ଜିଗଲୋ ହେବାକୁ ଇଚ୍ଛା କରି ଠକେଇର ଶିକାର ହୋଇଥିବା ଯୁବକଙ୍କୁ ପୋଲିସ ପଚରାଉଚରା କରିଛି। ଜିଗଲୋ…

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ତଦନ୍ତକୁ ନେଇ ଅସନ୍ତୋଷ, ଚିନ୍ମୟୀଙ୍କୁ ଜେରା

ଭୁବନେଶ୍ୱର,୨୮।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ୩ମାସ ବିତିଲାଣି। ଏହାସହ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାର ୨ମାସ ମଧ୍ୟ ହୋଇଗଲାଣି। ଇତି ମଧ୍ୟରେ କ୍ରାଇମ୍‌ବ୍ରାଞ୍ଚ କେବଳ ଆଦିତ୍ୟ ସ୍ତ୍ରୀ ବିଦ୍ୟାଶ୍ରୀ ଓ ୩ସାଙ୍ଗକୁ ଜେରା କରିବା ସହ ପଲିଗ୍ରାଫ ଟେଷ୍ଟ…

ଜମି ଦେବାକୁ କହି ୭୦ ଲକ୍ଷ ଠକେଇ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜଧାନୀରେ ଜମି ଦେବାକୁ କହି ଜଣେ ବ୍ୟକ୍ତି ୭୦ ଲକ୍ଷ ଟଙ୍କା ଠକେଇ କରିଛନ୍ତି। ଏ ନେଇ ଠକେଇର ଶିକାର ହୋଇଥିବା ଧଉଳିସ୍ଥିତ ଗଙ୍ଗୋତ୍ରୀ ଅଞ୍ଚଳର ଛବିନ୍ଦ୍ରନାଥ ପାତ୍ର ବଡ଼ଗଡ଼ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକ୍ରମେ ପୋଲିସ ଏକ ମାମଲା…

ବାହାଘର ଦିନ ସ୍ବାମୀଠାରୁ ୮୦ ହଜାର ଟଙ୍କା ଲୁଟି ଫେରାର୍‌ ହୋଇଥିବା କନ୍ୟା ୯ ମାସ ପରେ…

ଉଜ୍ଜୟୀନ, ୨୬।୯: ମଧ୍ୟପ୍ରଦେଶର ଉଜ୍ଜୟୀନିରୁ ଏକ ରୋଚକ ଖବର ସାମ୍ନାକୁ ଆସିଛି। ବାହାଘର ଗୋଟିଏ ଦିନ ଫେରାର୍‌ ହୋଇଯାଇଥିବା ଲୁଟେରା କନ୍ୟା ୯ ମାସ ପରେ ନିଜର ଅସଲି ସ୍ବାମୀ ସହ ଧରା ପଡ଼ିଛି। ମିଛ ବିବାହ ନାମରେ ଏହି କନ୍ୟା…

ସ୍ବାମୀ, ଦିଅର ଦେଉଥିଲେ ଶାରୀରିକ ନିର୍ଯାତନା: ମହିଳା ନେଲେ ଏମିତି ପଦକ୍ଷେପ

ବେଙ୍ଗାଲୁରୁ,୨୬ା୯: ବେଙ୍ଗାଲୁରୁର ବୋମାନାହାଲ୍ଲିରୁ ତିନି ସପ୍ତାହ ତଳେ ରହସ୍ୟଜନକ ଭାବେ ଜଣେ ମହିଳା ନିଖୋଜ ହୋଇଯାଇଥିଲେ। ହଠାତ୍‌ ପୋଲିସ ନିକଟରେ ପହଞ୍ଚି ଯେଉଁ ବୟାନ ଦେଇଛନ୍ତି ତାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ବରିଷ୍ଠ ପୋଲିସ ଅଧିକାରୀ କୁହନ୍ତି, ଏହି ମହିଳା ଜଣକ…

ନାମକରଣ ପରେ ୪୦ ଦିନର ଶିଶୁ କନ୍ୟାକୁ ନଦୀକୁ ଫିଙ୍ଗିଲା ବାପା

ଥିରୁଭାନନ୍ତପୁରମ, ୨୫।୯: କେରଳର ଥିରୁବଲମ୍‌ର ପଚଲ୍ଲୁର ଅଞ୍ଚଳରେ ଏକ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନାମକରଣ ସଂସ୍କାରର କିଛି ଘଣ୍ଟା ପରେ ନିଜର ୪୦ ଦିନର ଶିଶୁ କନ୍ୟାକୁ ନଦୀ ଗର୍ଭକୁ ଫିଙ୍ଗି ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri