ଅପରାଧ

ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ନାବାଳିକାଙ୍କ ଅଶ୍ଳୀଳ ଫଟୋ ଛାଡ଼ିଲେ ଦୁଇ ଯୁବକ, ଆଉ ତା’ ପରେ

ପାଟଣା,୬ା୯(ସ୍ବ.ପ୍ର.): ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଜଣେ ନାବଳିକାଙ୍କୁ ଅଶ୍ଳୀଳ ମେସେଜ ସହ ନାବାଳିକାଙ୍କ ଫଟୋକୁ ଏଡିଟ୍‌ କରି ଫେସବୁକ୍‌ରେ ଛାଡ଼ିବା ଦୁଇ ଯୁବକଙ୍କୁ ମହଙ୍ଗା ପଡ଼ିଛି। ନାବାଳିକାଙ୍କ ବାପାଙ୍କ ନାମରେ ଫେକ୍‌ ଆକାଉଣ୍ଟ ଖୋଲି…

ରାଜଧାନୀକୁ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗ ବେପାରୀ ଗିରଫ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜଧାନୀରେ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗର ଜଣେ ବେପାରୀଙ୍କୁ କମିଶନରେଟ ପୋଲିସ କାବୁ କିରିଛି। ରବିବାର ପୂର୍ବାହ୍ନରେ ଭରତପୁର ଥାନା ଅନ୍ତର୍ଗତ କୋଳଥିଆ ପଡିଆ ନିକଟରେ ବନ୍ଧୁକ ବିକ୍ରି ପାଇଁ ଗରାଖଙ୍କୁ ଅପେକ୍ଷା କରିଥିବାବେଳେ ପୋଲିସ ଗିରଫ କରିଛି।…

ବ୍ରାଉନ୍‌ସୁଗାର କାରବାର: ଖୋର୍ଦ୍ଧାର ବିଟେକ୍‌ ଛାତ୍ରଙ୍କୁ ବାନ୍ଧିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା ଅଫିସ,୪।୯ : ଖୋର୍ଦ୍ଧା ପାଲଟିଛି ବ୍ରାଉନସୁଗାରର ପେଣ୍ଠସ୍ଥଳୀ। ଯେତିକି ଧରପଗଡ ଚାଲିଛି, ସେତିକି କାରବାର ବଢିଚାଲିଛି। ବାଲେଶ୍ବର ଜଳେଶ୍ବରଠାରୁ ଚେର ଖୋର୍ଦ୍ଧା ପର୍ଯ୍ୟନ୍ତ ଲମ୍ବିଛି। ଏଠାରୁ ଜିଲାର ବିଭିନ୍ନ ଗ୍ରାମକୁ ବ୍ରାଉନସୁଗାର ପଠାଯାଉଛି। ବାରମ୍ବାର ଏସ୍‌ଟିଏଫ୍‌ ପକ୍ଷରୁ ଧରପଗଡ ସତ୍ତ୍ବେ…

ହତ୍ୟା, ଭାଇରାଲ ଭିଡିଓ ଖୋଲିଲା ଗୁମର

ଖୋର୍ଦ୍ଧା ଅଫିସ/ ନିରାକାରପୁର,୩।୯ (ଡି.ଏନ୍‌.ଏ.): ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନଙ୍କୁ ଗୁରୁବାର ପୋଲିସ ଭୁବନେଶ୍ୱର ଶହୀଦନଗରସ୍ଥିତ ବାସଭବନରୁ ଉଠାଇ ନେଇଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ପୋଲିସ ସେମାନଙ୍କୁ…

ବନ୍ୟଜନ୍ତୁ ଶିକାର ପାଇଁ ବୁଲୁଥିଲେ ଜଙ୍ଗଲରେ, ୨ ଗିରଫ

ଭଞ୍ଜନଗର,୨ା୯(ଡି.ଏନ୍‌.ଏ.): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ସଂରକ୍ଷିତ ଜଙ୍ଗଲରୁ ବୁଧବାର ରାତିରେ ବନ ବିଭାଗ କର୍ମଚାରୀ ବନ୍ଧୁକ ସହ ୨ ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ଜଗନ୍ନାଥପ୍ରସାଦର ସନ୍ତୋଷ ବେହେରା ଓ ଆଙ୍କୁଲକୁମ୍ପାର ଜଳନ୍ଧର ଜାନି।…

ସୌମ୍ୟଙ୍କ ପରିବାରଲୋକଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ଖଇରା,୧।୯(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନେଇଥିବା ବେଳେ ବୁଧବାର ସୌମ୍ୟଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ ପାଇଁ ଉକ୍ତ ଟିମ୍‌ ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ…

ଇନଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା

ରାୟଗଡ଼ା ଅଫିସ,୧ା୯: ଇନ୍‌ଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା। ରାୟଗଡ଼ା ଜିଲା ଅମ୍ବାଦଳା ଥାନା ଅନ୍ତର୍ଗତ ଟିକରପଡ଼ା ଗାଁ ନିକଟରେ ଗତ ରାତିରେ ଇନ୍‌ଫର୍ମର ସନ୍ଦେହରେ ଜଣେ ଗ୍ରାମରକ୍ଷୀକୁ ମାଓବାଦୀ ହତ୍ୟା କରିଛନ୍ତି। ଗ୍ରାମରକ୍ଷୀ ହେଲେ ସନ୍ତୋଷ ଦଣ୍ଡସେନା। ହତ୍ୟା ପରେ ମୃତଦେହ…

କୋରିଅରରେ ଦିଲ୍ଲୀକୁ ଗଞ୍ଜେଇ ଚାଲାଣ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟ୍ରେନ୍‌ରେ ଯାଞ୍ଚ କଡ଼ାକଡ଼ି ହେଉଥିବାରୁ କୋରିଅରରେ ଗଞ୍ଜେଇ ଚାଲାଣ ହେଉଛି। ଭୁବନେଶ୍ୱରରେ ଭଡ଼ାରେ ରହି ଅଣଓଡ଼ିଆ ଯୁବକମାନେ ଏହି ବେଆଇନ ବେପାର କରୁଛନ୍ତି। ଗଜପତିରୁ ଭାୟା ଭୁବନେଶ୍ୱର ଦେଇ ଦିଲ୍ଲୀକୁ ଗଞ୍ଜେଇ ଚାଲାଣବେଳେ କମିଶନରେଟ ପୋଲିସ ହାତରେ ଧରାପଡିଛି। ର଼୍ୟାକେଟରେ…

ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ନିର୍ଯାତନା: ଉଲଗ୍ନ କରି ରଡ୍‌ରେ ପିଟି ନଚାଉଥିଲେ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୯।୮(ଡି.ଏନ୍‌.ଏ.): ଦୁଇ ବ୍ୟବସାୟୀଙ୍କୁ ଦୁଇଦିନ ମୁଣ୍ଡଜାମିନ ରଖି ଅକଥନୀୟ ନିର୍ଯାତନା ଦେଲେ। ଉଲଗ୍ନ କଲି ଲୁହା ରଡରେ ବାଡେଇବା ସହ ନାଚିବା ପାଇଁ ବାଧ୍ୟ କରୁଥିଲେ। ନ ନାଚିଲେ ଦେହରେ ମଦ ଢାଳି ସିଗାରେଟ ଚେଙ୍କ ଦେଉଥିଲେ। ଲୁହା…

‘ଗୁରୁଜୀ’ଙ୍କ ଗିରଫ ଦାବି ଜୋର ଧରିଲା

ଖୋର୍ଦ୍ଧା ଅଫିସ,୨୯ା୮: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ କଡ଼ବା ଗ୍ରାମର ମାଗୁଣୀ ନାୟକ ଓ ପୁଅ ଆନନ୍ଦଙ୍କୁ ବନ୍ଦ କୋଠରିରେ ମାନବବାଦ ସଂଗଠନ କର୍ମକର୍ତ୍ତା ମାଡ଼ ମାରୁଥିବା ଭିଡିଓ ଭାଇରାଲ ଘଟଣାର ଗୁମର ଧୀରେ ଧୀରେ ଖୋଲୁଛି। ଶନିବାର ଜିଲା ଆରକ୍ଷୀ…

୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ମହିଳାଙ୍କ ସମେତ ଡ୍ରାଇଭର ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଜଳେଶ୍ବରରୁ ଶୁକ୍ରବାର ପୁଣି ବ୍ରାଉନସୁଗାର ଜବତ ହୋଇଛି। ଜିଲା ଅବକାରୀ ଦାୟିତ୍ୱରେ ଥିବା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଜଳେଶ୍ବରରେ ୧୦ ଜଣିଆ ଟିମ୍‌ ଜାତୀୟ ରାଜପଥ ୬୦ର ଛାଳନି ଛକଠାରେ ଏକ ସନ୍ଦେହଜନକ ଭ୍ୟାନ୍‌କୁ ଅଟକାଇଥିଲେ।…

ଭିଜିଲାନ୍ସ ଜାଲରେ ବେହେରାପାଲି ପିଇଓ

ସୋହେଲା,୨୬।୮(ଡି.ଏନ୍‌.ଏ.)- ବରଗଡ଼ ଜିଲା ସୋହେଲା ବ୍ଳକ ଅନ୍ତର୍ଗତ ବେହେରାପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅନିଲ ପାଢୀଙ୍କ ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ଚଢାଉ କରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ବିଜେପୁର ବ୍ଳକ ଅନ୍ତର୍ଗତ ଲାଉମୁଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?