ନିଦ ବଟିକା ଦେଇ ଝିଅକୁ ବଳାତ୍କାର କଲେ ବାପା
ବେଙ୍ଗାଲୁରୁ, ୨୯।୬- କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହାକି ବାପା-ଝିଅ ଭଳି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ବେଙ୍ଗାଲୁରୁର ଜଣେ ବ୍ୟକ୍ତି ତାଙ୍କ ଝିଅକୁ ନିଦ ବଟିକା ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।...
ସ୍ତ୍ରୀକୁ ୧୦୦ ଟଙ୍କା ଦେଇ ନ ପାରିବାରୁ ଆତ୍ମହତ୍ୟା କଲେ ଯୁବକ
ଲଳିତପୁର, ୨୮।୬- ଉତ୍ତର ପ୍ରଦେଶର ଲଳିତପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀକୁ ୧୦୦ ଟଙ୍କା ଦେଇ ନ ପାରିବାରୁ ନିରାଶ ହୋଇ ଜଣେ ଯୁବକ ଶେଷରେ ଆତ୍ମହତ୍ୟା କରିଛନ୍ତି। ଲଳିତପୁର ଜିଲାର ଜାଖଲୋନ ଅଞ୍ଚଳର ଜୟହିନ୍ଦ ସିଂ...
ଫିଲ୍ମ ରିପୋର୍ଟର ପରିଚୟ ଦେଇ ଅଭିନେତ୍ରୀଙ୍କୁ ହଇରାଣ: ଯୁବକଙ୍କୁ ନୋଟିସ ଦେଇ ଛାଡ଼ିଲା ପୋଲିସ
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଓଲିଉଡ୍ର ଜଣେ ଜଣାଶୁଣା ଅଭିନେତ୍ରୀଙ୍କୁ ସୋସିଆଲ ମିଡ଼ିଆରେ ହଇରାଣ କରିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ତେବେ ଯୁବକ ଜଣଙ୍କ ଆଉ ଏଭଳି ନ କରିବା ପାଇଁ କହିବା ପରେ ଚନ୍ଦ୍ରଶେଖରପୁର ଥାନା...
ପୁଅଙ୍କୁ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଶିକ୍ଷକ ଫେରାର
ମାହାଙ୍ଗା,୨୮ା୬(ସ୍ବ.ପ୍ର.): ମାହାଙ୍ଗା ଥାନା ପୋଡାମରାଇ ପଞ୍ଚାୟତରେ ୨ ନାବାଳକ ପୁଅଙ୍କୁ ଘରେ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏନେଇ ପୀଡିତା ଶନିବାର ମାହାଙ୍ଗା ଥାନା ଓ ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ହେଲେ ରାଜକିଶୋର ବେହେରା।...
ମାଲକାନଗିରିରେ ବଢ଼ିଚାଲିଛି ଗୁଣିଗାରେଡ଼ି ଜନିତ ମୃତ୍ୟୁସଂଖ୍ୟା: ଦମ୍ପତିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ
ମାଲକାନଗିରି,୨୭ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଗୁଣିଗାରେଡ଼ି ସନ୍ଦେହ ଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଦୁଇଦିନ ତଳେ ମା’-ଝିଅଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ବେଳେ ଶନିବାର ଆଉ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଶୁକ୍ରବାର ରାତିରେ କୌଣସି...
ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ
ସୁନ୍ଦରଗଡ଼, ୨୬।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ...
ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ
କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି ସଙ୍ଗମ କୁମାର ସାହୁ ଏକ ମାସ ପାଇଁ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।...
ନାବାଳିକାକୁ ବଳାତ୍କାର ପରେ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ଯୁବକ
ବ୍ରହ୍ମପୁର ଅଫିସ ,୨୬।୬: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣକରି ବଳତ୍କାର ଓ ପରେ ହତ୍ୟା ଘଟଣାରେ ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ଖରିଆଗୁଡାର ଆଲୋକ...
ବୃଦ୍ଧଙ୍କ ପାଇଁ କାଳ ହେଲା କୁକୁରକୁ ଖାଦ୍ୟ ଦେବା
ନୂଆଦିଲ୍ଲୀ, ୨୫।୬- ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଜଣେ ବୃଦ୍ଧଙ୍କ ପାଇଁ କାଳ ହୋଇଛି। ରାଜଧାନୀ ଦିଲ୍ଲୀର ପାହାଡ଼ଗଞ୍ଜ କ୍ରିଷ୍ଣା ମାର୍କେଟ୍ ଅଞ୍ଚଳର ୫୭ ବର୍ଷୀୟ ବୃଦ୍ଧ ବ୍ରଜମୋହନ କୁକୁରଙ୍କୁ ଖାଦ୍ୟ ଦେବାକୁ ଭଲ ପାଆନ୍ତି। ବୁଧବାର ସ୍ଥାନୀୟ ଏକ...
ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ
ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ସେହି ଗ୍ରାମର ନିତୁ ମହାପାତ୍ର(୧୯)। ସେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟର ଯୁକ୍ତ...
କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ଆତ୍ମହତ୍ୟା କଲେ ଯୁବକ
ଗାଜିଆବାଦ, ୨୪।୬- ଉତ୍ତର ପ୍ରଦେଶର ଗାଜିଆବାଦ ସହରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କରୋନା ପଜିଟିଭ ବୋଲି ଜଣାପଡ଼ିବା ପରେ ଏଥିରେ ଭାଙ୍ଗିପଡ଼ି ଆତ୍ମହତ୍ୟା କରିଛନ୍ତି। ଗତ ୬ ଦିନ ହେବ ସେ ଜ୍ୱରରେ ପୀଡ଼ିତ...
୪ ଘଣ୍ଟା ପାରୋଲରେ ଗଲେ ଅବଦୁର ରେହେମାନ
ଚୌଦ୍ୱାର,୨୪ା୬(ଡି.ଏନ୍.ଏ): ମା’ଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ସଂଦିଗ୍ଧ ଆତଙ୍କବାଦୀ ଅବ୍ଦୁର ରେହେମାନ ଦିଲ୍ଲୀ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ମାନ୍ୟବର ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବୁଧବାର ଚୌଦ୍ୱାର ଜେଲ୍ରୁ ଜଗତପୁର ପୋଲିସ ସହାୟତାରେ ତାଙ୍କ ଘର ଉକ୍ତ ଥାନା ଅନ୍ତର୍ଗତ...
Archives


