ଅପରାଧ

ବୟଫ୍ରେଣ୍ଡ୍‌ ଜେଲରୁ ମୁକୁଳିବା ପରେ ଏମିତି ଜନ୍ମଦିନ ପାଳିଲେ ଗର୍ଲଫ୍ରେଣ୍ଡ୍‌, ଦେଖଣାହାରୀ ଚକିତ

ପୁଣେ,୨୪ା୧୦: ମହାରାଷ୍ଟ୍ରର ଔରଙ୍ଗାବାଦରେ ଜଣେ ଯୁବତୀ ଭିନ୍ନ ଢଙ୍ଗରେ ଜନ୍ମଦିନ ପାଳିଛନ୍ତି। ଯାହା ଦେଖଣାହାରୀଙ୍କୁ ଆଶ୍ଚର୍ଯ୍ୟ କରିଛି। ପୁଣ୍ଡଲିକ ନାଗର ଥାନା ପୋଲିସ ଇନ୍ସପେକ୍ଟର ଘନଶ୍ୟାମ ସୋନାଓ୍ବାନେ କହିଛନ୍ତି ଯେ, ଏହି ଘଟଣାଟି ଗତ ୪ ତାରିଖର। ବିଳମ୍ବିତ ରାତିରେ ପୁଣ୍ଡଲିକ…

ପୁଅକୁ ପଥରରେ ଛେଚି ମାରିଲେ ବାପା

ବାରିପଦା ଅଫିସ,୨୪ା୧୦: ରାଗ ସମ୍ଭାଳି ନ ପାରି ନୃଶଂସ ବାପା ପଥରରେ ଛେଚି ନିଜ ୫ବର୍ଷର ପୁଅଙ୍କୁ ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଯଦୁନାଥପୁର ବେଲଡୁଙ୍ଗୁରୀ ଗ୍ରାମରେ ଗୁରୁବାର ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ଖବରପାଇ…

ଜନ୍ମଦିନରେ ଜେଲ୍‌ ଗଲେ ଯୁବକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନାଗପୁର,୨୩ା୧୦: ମନ ଆନନ୍ଦରେ ଜନ୍ମଦିନ ପାଳନ କରୁଥିବା ଜଣେ ୧୯ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। କାରଣ ଯୁବକ ଜଣଙ୍କ ତାଙ୍କ ଜନ୍ମଦିନରେ ଖଣ୍ଡାରେ କେକ୍‌ କାଟିଥିଲେ। ଏହା ପରେ ନାଗପୁର ପୋଲିସ ତାଙ୍କୁ ଗିରଫ କରିଥିଲା। ପାରଡି ଥାନାଧିକାରୀ…

ପ୍ରେମିକ ସହ ଆପତ୍ତିଜନକ ଅବସ୍ଥାରେ ଧରାପଡ଼ିବା ପରେ ଶ୍ୱଶୁରକୁ ହତ୍ୟା କଲା ସାନ ବୋହୂ

ବାଗପତ୍‌, ୨୧।୧୦: ଉତ୍ତର ପ୍ରଦେଶ ବାଗପତ୍‌ ଜିଲାରେ ଅକ୍ଟୋବର ୯ରେ ଘଟିଥିବା ଜଣେ ବୃଦ୍ଧଙ୍କ ହତ୍ୟା ମାମଲାରେ ପୋଲିସ ଚଳିତ କଲା ଭଳି ଖୁଲାସା କରିଛି। ପୋଲିସର ସୂଚନା ଅନୁଯାୟୀ, ବୃଦ୍ଧଙ୍କ ହତ୍ୟା ଆଉ କେହି ନୁହେଁ ବରଂ ତାଙ୍କ ସାନ…

୧୬ ବାଘ ଦାନ୍ତ ସହ ୪ ଗିରଫ

ଦିସପୁର, ୨୧।୧୦: ଆସାମର କର୍ବି ଆଙ୍ଗ୍ଲୋଙ୍ଗ ଜିଲାରୁ ପୋଲିସ ବୁଧବାର ୧୬ଟି ବାଘ ଦାନ୍ତ ଜବତ କରିଛି। ବାଘ ଦାନ୍ତ ଚୋରା ଚାଲାଣ ମାମଲାରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଗୁପ୍ତ ସୂଚନାକୁ ଆଧାର କରି ମଞ୍ଜା ପୋଲିସ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଆର୍‌ ଆଣ୍ଡ୍‌ ବି ଡିଭିଜନ-୫ ସହକାରୀ ଯନ୍ତ୍ରୀ ସାରଦା ପ୍ରସାଦ ଗୌଡ଼। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ୫ଟି ସ୍ଥାନରେ ଏକକାଳିନ ଚଢ଼ାଉ ଜାରି ରହିଛି। ଚଢ଼ାଉ ହେଉଥିବା ସ୍ଥାନଗୁଡିକ ହେଉଛି,…

କଲରାପତରିଆ ବାଘ ଚମଡ଼ା ଜବତ, ୫ ଗିରଫ

ବାରିପଦା ଅଫିସ/ବିଶୋଇ, ୨୦।୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଟାର୍ଗେଟ କରିଛନ୍ତି ବାଘଛାଲ ବେପାରୀ। ଶିମିଳିପାଳ ପାଦଦେଶରେ ମଙ୍ଗଳବାର କଲରାପତରିଆ ବାଘଚମଡା ବିକ୍ରି ନିମନ୍ତେ ଡିଲ୍‌ ଚାଲିଥିବା ବେଳେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୫ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବାଘଚମଡା…

ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ଜଣେ ଗିରଫ: ଟଙ୍କା, ମୋବାଇଲ ଜବତ

ଜୁନାଗଡ଼,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ନକଟିଗୁଡା ଗ୍ରାମରେ ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ମଙ୍ଗଳବାର ଜଣକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ନକଟିଗୁଡା ବନ୍ଦପଡ଼ାର ଅଜୟ କୁମାର ମେହେର(୪୩)। ପୋଲିସ ସୂତ୍ରରୁ ପ୍ରକାଶ ଯେ,…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୬ ଜୁଆଡି ଗିରଫ, ୧୪,୨୦୦ ଟଙ୍କା ଜବତ

ଦିଗପହଣ୍ଡି,୨୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ କାଣ୍ତସର ଗାଁରେ ଦୀର୍ଘଦିନ ଧରି ଚାଲିଥିବା ଜୁଆଆଡ୍ଡା ଉପରେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା।…

ଅବିବାହିତ ଭାବି ମହିଳାଙ୍କ ସହ ସମ୍ପର୍କ ରଖିବା ବ୍ୟାଙ୍କ ମ୍ୟାନେଜରଙ୍କୁ ପଡ଼ିଲା ମହଙ୍ଗା

ଇନ୍ଦୋର, ୧୯।୧୦: ମଧ୍ୟପ୍ରଦେଶର ଇନ୍ଦୋରରୁ ହନି ଟ୍ରାପ୍‌ର ଏକ ଅନନ୍ୟ ମାମଲା ସାମ୍ନାକୁ ଆସିଛି। ଘରୋଇ କାମ କରୁଥିବା ମହିଳାଙ୍କୁ ଅବିବାହିତ ଭାବି ଜଣେ ବ୍ୟାଙ୍କ ମ୍ୟାନେଜର ତାଙ୍କ ସହ ସମ୍ପର୍କ ସ୍ଥାପନ କରିଥିଲେ। ପରେ ଯେତେବେଳେ ମହିଳାଜଣଙ୍କ ବ୍ଲାକମେଲିଂ କରିବା…

ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ, ୩ ଗିରଫ

ଜେନାପୁର,୧୯ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ଏଣ୍ଡଳବା ପଞ୍ଚୟତ ଅଧୀନ ମାଳହାଟ ଗ୍ରାମସ୍ଥିତ ଏକ ଘରୁ ବିଭିନ୍ନ ବ୍ରାଣ୍ଡର ନକଲି ଜର୍ଦ୍ଦା ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଯାଜପୁରରୋଡ୍‌ ଏସ୍‌ଡିପିଓ ଚିନ୍ମୟ କୁମାର ନାୟକ…

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି,୧୯ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ରାଧାଗୋବିନ୍ଦ ନଗରସ୍ଥିତ ଅଧ୍ୟାପକ ଜି. ନାଗେଶ୍ୱରଙ୍କ ବାସଭବନରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଏକାସାଙ୍ଗରେ ୬ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri