ଅପରାଧ

ହ୍ବାଟସ୍‌ଆପ୍‌ରେ ୫୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ଅଶୀଳ ଭିଡିଓ ପଠାଇଥିବା ବ୍ୟକ୍ତି ଗିରଫ

ଗାଜିଆବାଦ, ୭।୯: ଗାଜିଆବାଦ ପୋଲିସ ଏଭଳି ଜଣେ ବ୍ୟକ୍ତିଙ୍କୁ ଗିରଫ କରିବାରେ ସଫଳ ହୋଇଛି, ଯିଏକି ମହିଳାଙ୍କୁ ଅଶୀଳ ଭିଡିଓ ପଠାଉଥିଲା। କୁହାଯାଉଛି କି, ଏହି ଯୁବକଜଣଙ୍କ ବର୍ତ୍ତମାନ ସୁଦ୍ଧା ୫୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ହ୍ବାଟସ୍‌ଆପ୍‌ରେ ଅଶୀଳ ଭିଡିଓ ପଠାଇ ସାରିଛି।…

ମହିଳାଙ୍କୁ ବ୍ଲାକମେଲିଂ: ୨ଲକ୍ଷ ନ ଦେଲେ ଅଶ୍ଳୀଳ ଭିଡିଓ ଭାଇରାଲ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ ଡୁମୁଡୁମା ଅଞ୍ଚଳର ଜଣେ ମହିଳାଙ୍କୁ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଜଣେ ଯୁବକ ବ୍ଲାକମେଲିଂ କରୁଥିବା ଅଭିଯୋଗ ହୋଇଛି। ଏପରିକି ୨ଲକ୍ଷ ଟଙ୍କା ନ ଦେଲେ ତାଙ୍କର କିଛି ଅଶ୍ଳୀଳ ଭିଡିଓ ଓ ଫଟୋକୁ ସୋସିଆଲ…

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ଡିସିପିଙ୍କୁ ରାଜ୍ୟ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ରାଜ୍ୟ ମହିଳା କମିଶନ ନିଜଆଡୁ ହସ୍ତକ୍ଷେପ କରିଛନ୍ତି। ମାମଲାର ଗୁରୁତ୍ୱକୁ ଦେଖି କମିଶନ ଅଧ୍ୟକ୍ଷା ମିନତି ବେହେରା ଭୁବନେଶ୍ୱର ଡିସିପି ଡା. ଉମାଶଙ୍କର ଦାଶଙ୍କୁ ରିପୋର୍ଟ ଦଲବ କରିଛନ୍ତି। କ’ଣ ତଦନ୍ତ…

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା; ୨ ପୋଲିସ କର୍ମଚାରୀ, ୨ ଗଣମାଧ୍ୟମ ପ୍ରତିନିଧି ସମ୍ପୃକ୍ତ : ଡିସିପି

ଭୁବନେଶ୍ୱର,୬।୯(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ରାଜଧାନୀରେ ଜଣେ ନାବାଳିକା ଗଣବଳାକତ୍ାରର ଶିକାର ହୋଇଥିଲେ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତର ସହ ନେଇଛି। ମହିଳା ଥାନା ପୋଲିସ ପୋକ୍‌ସୋ ଆକ୍ଟରେ କେସ୍‌ ନଂ-୪୪/୨୦ ରୁଜୁ କରି ମାମଲା ତଦନ୍ତ କରୁଥିଲା। କିନ୍ତୁ ଏହି…

ଏମ୍‌ପି ଅନୁଭବଙ୍କ ନାଁରେ ସ୍ତ୍ରୀଙ୍କ ନିର୍ଯାତନା ଅଭିଯୋଗ: ୧୫ କୋଟିର କ୍ଷତିପୂରଣ ଦାବି

କଟକ ଅଫିସ,୬।୯: ଓଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଭିନେତାରୁ ରାଜନେତା ପାଲଟିଥିବା ଏମ୍‌ପି ଅନୁଭବଙ୍କ ନାଁରେ ଅନେକ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏ…

ମାସ୍କ ପିନ୍ଧାଇ ବେହୋସ ପରେ ନାବାଳିକାକୁ ବଳାତ୍କାର

ମୋହାଲି, ୫।୯: ଜଣେ ଶ୍ରମିକ ଠିକାଦାର ନିର୍ମାଣଧିନ ସାଇଟ୍‌କୁ ଜଣେ ନାବାଳିକାକୁ ନେବାପରେ ସେଠାରେ ତାଙ୍କୁ ମାସ୍କ ପିନ୍ଧିବାକୁ ଦେଇଥିଲେ। ମାସ୍କ ପରିଧାନ କରିବା ପରେ ନାବାଳିକା ଜଣଙ୍କ ବେହୋସ ଯାଇଥିଲେ। ଏହାପରେ ଠିକାଦାର ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଏହି କୁତ୍ସିତ…

ଭିନ୍ନ ଏକ ଠକ ଗିରଫ; ଟାର୍ଗେଟ୍‌ରେ ଥିଲେ ଛାଡ଼ପତ୍ର ହୋଇଥିବା ମହିଳା

ନୂଆଦିଲ୍ଲୀ, ୫।୯: ଦିଲ୍ଲୀ ପୋଲିସ ଜଣେ ଭିନ୍ନ ଧରଣର ଠକକୁ ଗିରଫ କରିଛି। ଏହି ଠକ ଯୁବକର ଟାର୍ଗେଟ୍‌ରେ ଥିଲେ ଛାଡ଼ପତ୍ର ହୋଇଥିବା ମହିଳା। ବିବାହର ପ୍ରତିଶ୍ରୁତି ଦେଇ ଏହି ଠକ ଯୁବକଜଣଙ୍କ ଛାଡ଼ପତ୍ର ହୋଇଥିବା ମହିଳାଙ୍କଠାରୁ ଟଙ୍କା ଲୁଟ୍‌ କରିବାରେ…

ସାବୁନ୍‌ ପ୍ୟାକେଟ୍‌ରେ ସୁନା ଚୋରାଚାଲାଣ, ଏମିତି ନେଉଥିଲେ ଚାଲାଣକାରୀ ଦେଖନ୍ତୁ ଏହି ଭିଡିଓ

ଚେନ୍ନାଇ,୫ା୯: ତାମିଲନାଡୁର ତିରୁଚିରାପଲ୍ଲୀ ବିମାନବନ୍ଦରରୁ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ଚୋରା ଚାଲାଣକାରୀ ସାବୁନ ପ୍ୟାକେଟ୍‌ରେ ସୁନା ଚୋରା ଚାଲାଣ କରୁଥିଲେ। ଜବତ ହୋଇଥିବା ସୁନାର ଦାମ୍‌ ପ୍ରାୟ ୩୮ଲକ୍ଷ ଟଙ୍କା ବୋଲି ଜଣାଯାଇଛି। Soaps…

ବ୍ରେକ୍‌ଅପ୍‌ ହେବାରୁ ପ୍ରେମିକାଙ୍କ ସାନ ଭଉଣୀ ପ୍ରତି ଏମିତି ପ୍ରତିଶୋଧ ନେଲେ ପ୍ରେମିକ

ନୂଆଦିଲ୍ଲୀ,୪ା୯: ଫେକ୍‌ ପ୍ରୋଫାଇଲ୍‌ ବା ନକଲି ପ୍ରୋଫାଇଲ୍‌ କରି ଜଣେ ଝିଅକୁ ବଦ୍‌ନାମ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏନେଇ ଦିଲ୍ଲୀ ପୋଲିସର ସାଇବର ସେଲ୍‌ ଫେସ୍‌ବୁକ ଏବଂ ଇନ୍‌ଷ୍ଟାଗ୍ରାମରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଯୁକ୍ତ ୩ କଳାର ୨…

ଚଢ଼ାଉ ସମୟରେ ଖଣିଜ ଅଧିକାରୀଙ୍କ ଘରୁ ମିଳିଲା ଏସବୁ ବିଳାସପୂର୍ଣ୍ଣ ସାମଗ୍ରୀ, ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୪ା୯: ମଧ୍ୟପ୍ରଦେଶର ଇନ୍ଦୋର ଜିଲା ଖଣିଜ ଅଧିକାରୀ ପ୍ରଦୀପ ଖାନ୍ନାଙ୍କ ଘରେ ଲୋକାୟୁକ୍ତ ବିଭାଗ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ଘର ଭିତରେ ଅଧିକାରୀମାନେ ବିଳାସପୂର୍ଣ୍ଣ ଜିନିଷ ସବୁ ଦେଖି ଆଶର୍ଯ୍ୟ ହୋଇଯାଇଥିଲେ। ଇନ୍ଦୋର ମାଉଣ୍ଟ ବର୍ଗ କଲୋନୀରେ ପ୍ରଦୀପ…

ଜେଲ ଗଲେ ଏଆର୍‌ସିଏସ୍‌

ଢେଙ୍କାନାଳ ଅଫିସ,୪ା୯: ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ସମବାୟ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଅଫ୍‌ କୋଅପରେଟିଭ ସୋସାଇଟି (ଏଆର୍‌ସିଏସ୍‌) ବିଦ୍ୟାଧର ବେହେରା ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଗୁରୁବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ବୁଧବାର ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା…

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ‘ସାଇକୋ ଲେଡି’ ପ୍ରସଙ୍ଗରେ ମୁହଁ ଖୋଲିଲେ ଯୁବତୀ

ଭୁବନେଶ୍ୱର,୪।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୨ମାସ ପାଖାପାଖି ବିତିବାକୁ ବସିଲାଣି। ଜିଆର୍‌ପି ପରେ ମାସେ ହେବ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ମଧ୍ୟ କିଛି ବି ସୁରାକ ମିଳିପାରୁନି। ଏଭଳିସ୍ଥଳେ ବର୍ତ୍ତମାନ ଆଦିତ୍ୟଙ୍କ ମୃତ୍ୟୁ ପଛରେ ‘ସାଇକୋ ଲେଡି’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri