ଅପରାଧ

ଜଗନ୍ନାଥ ମନ୍ଦିରରୁ ଚୋରି ଘଟଣା: ବାଳ ସୁଧାର ଗୃହ ଗଲେ ନାବାଳକ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଚୋରି ମାମଲାରେ ଦିଗପହଣ୍ଡି ପୋଲିସ ଜଣେ ନାବାଳକଙ୍କୁ ଶନିବାର ବ୍ରହ୍ମପୁରସ୍ଥିତ ଜେଜେବିରେ ହାଜର କରିଥିବା ଜଣାପଡ଼ିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁରସ୍ଥିତ…

ରାଗିଗଲେ ପଡ଼ୋଶୀ, ବ୍ଲେଡ୍‌ରେ କଲେ ଆକ୍ରମଣ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୫ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମରେ ୨ ପଡ଼ୋଶୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଜଣେ ଅନ୍ୟ ଜଣଙ୍କୁ ବ୍ଲେଡରେ ଆକ୍ରମଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଚିନ୍ତାମଣି ନାହାକ (୪୫)। ତେବେ ଆକ୍ରମଣରେ ଗୁରୁତର ହୋଇଛନ୍ତି ଭିକାରୀ…

ରାତିରେ ପରିସ୍ରା କରିବାକୁ ଉଠିଥିଲେ ଯୁବକ, ଗୁଳିମାଡ଼ କଲେ ଗୋଚାଲାଣକାରୀ

କେନ୍ଦ୍ରପଡ଼ା,୧୪ା୧୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଗୋଚାଲାଣକାରୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ଧରାପଡ଼ି ଜେଲ୍‌ ଯାଉଥିଲେ ମଧ୍ୟ ଏହା ବନ୍ଦ ହେଉନାହିଁ। ଗୁରୁବାର ରାତିରେ ଏପରି ଏକ ଦୌରାତ୍ମ୍ୟ ଘଟଣା ସଦର ଥାନା ଗଣ୍ଡାକିଆ ନିକଟ ନରଣପୁର ଗ୍ରାମରେ…

କେନ୍ଦ୍ରାପଡ଼ା ପୋଲିସକୁ କେନ୍ଦୁଝରରେ ଆକ୍ରମଣ: ପୋଲିସଠାରୁ ଅଭିଯୁକ୍ତଙ୍କୁ ଛଡ଼ାଇ ଆଣିଲେ ଦୁର୍ବୃତ୍ତ

ହାଟଡିହୀ,୧୪ା୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଞ୍ଚଳକୁ ଏକ ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଧରି କେନ୍ଦ୍ରାପଡ଼ା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ଯାଉଥିବାବେଳେ ପ୍ରାୟ ୨୦ ଜଣ ଦୁର୍ବୃତ୍ତ ପୋଲିସକୁ ଆକ୍ରମଣ କରି ଅଭିଯୁକ୍ତଙ୍କୁ ଛଡ଼ାଇ ଆଣିଛନ୍ତି। ଏନେଇ ଥାନାରେ…

ପୂର୍ବ ଶତ୍ରୁତାକୁ ନେଇ ଖଣ୍ଡାରେ ହାଣିଲେ, ଭୀଷଣ ଆଘାତ ଯୋଗୁ…

ଦିଗପହଣ୍ଡି, ୧୩।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡି ଗ୍ରାମରେ ଗୁରୁବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯାଇଛି। ଖଣ୍ଡା ଚୋଟରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତି ଜଣକ…

ଲାଞ୍ଚ ନେଇ ଧରାପଡ଼ିବା ପରେ ଭଡ଼ାଘରେ ଚାଲିଛି ଚଢ଼ାଉ

ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଡିଭିଜନର ବରିଷ୍ଠ କିରାଣି ଟି. ଭେଙ୍କଟଗିରି ରାଓ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କ ସରକାରୀ କ୍ୱାର୍ଟର୍ସରେ ପେନ୍‌ସନ୍‌ ସୁବିଧା ବୃଦ୍ଧି ପାଇଁ ଫାଇଲ ପ୍ରକ୍ରିୟାକରଣ କରିବାକୁ ସେହି କାର୍ଯ୍ୟାଳୟର ଜଣେ ଅବସରପ୍ରାପ୍ତ କର୍ମଚାରୀ (ଅଭିଯୋଗକାରୀ)ଙ୍କ…

ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି, ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ଝରକା ପଟେ ଫିଙ୍ଗିଦେଲେ ବିଡ଼ାବିଡ଼ା ନୋଟ୍‌

ଭବାନୀପାଟଣା,୧୩ା୧୧(ଉତ୍ତମ ଦାଶ): ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଡିଭିଜନର ବରିଷ୍ଠ କିରାଣି ଟି. ଭେଙ୍କଟଗିରି ରାଓ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କ ସରକାରୀ କ୍ୱାର୍ଟର୍ସରେ ପେନ୍‌ସନ୍‌ ସୁବିଧା ବୃଦ୍ଧି ପାଇଁ ଫାଇଲ ପ୍ରକ୍ରିୟାକରଣ କରିବାକୁ ସେହି କାର୍ଯ୍ୟାଳୟର ଜଣେ ଅବସରପ୍ରାପ୍ତ କର୍ମଚାରୀ (ଅଭିଯୋଗକାରୀ)ଙ୍କଠାରୁ ୨୦୦୦୦…

ଦିଗପହଣ୍ଡି ସହରରେ ଛିନତାଇ ମାମଲା: ନାବାଳକଙ୍କ ସମେତ ୨ ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଗତ କିଛିଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀର ଜଣେ ନାବାଳକଙ୍କ ସମେତ ୨ ଅଭିଯୁକ୍ତଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା…

ଇନଷ୍ଟାଗ୍ରାମରୁ ପ୍ରେମ, ଲଜ୍‌ରେ କଲେଜ ଛାତ୍ରୀଙ୍କୁ ବଳାତ୍କାର; ଘରୁ ସୁନା-ଟଙ୍କା ଆଣିବାକୁ କହି…

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ କଲେଜ ଛାତ୍ରୀଙ୍କୁ ପ୍ରଲୋଭିତ କରି ଲଜ୍‌ରେ ରଖି ବଳାତ୍କାର କରିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ବ୍ରହ୍ମପୁର ବଡ଼ବଜାର ପୋଲିସ ବାନ୍ଧିଛି। ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ତିରୁପତି ନଗର ୪ର୍ଥ ଲାଇନ୍‌ରେ ରହୁଥିବା…

ଫେସ୍‌ବୁକ୍‌ରେ ରାୟଗଡ଼ା ଜିଲାପାଳଙ୍କ ନାଁରେ ନକଲି ଆକାଉଣ୍ଟ,ପୋଲିସକୁ ସୂଚନା ଦେଲେ…

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ସାଇବର ଅପରାଧୀମାନେ ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାଁରେ ଏକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜିଲାର ଜନସାଧାରଣଙ୍କୁ ଭୁଆଁ ବୁଲାଉଛନ୍ତି। ରାୟଗଡ଼ା ସହରର ଜଣେ ଯୁବକ ଅଂଶୁମାନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି। ଅଂଶୁମାନଙ୍କ…

ଠିକାକାମକୁ ନେଇ ଗୋଷ୍ଠୀ ସଂଘର୍ଷ: ଜେଲ ଗଲେ ସରପଞ୍ଚଙ୍କ ସ୍ବାମୀ ସମେତ ଅନ୍ୟଜଣେ…

ଦିଗପହଣ୍ଡି,୧୨ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକାକାମକୁ ନେଇ ଦୀର୍ଘଦିନ ଧରି ଭାଜପା ସମର୍ଥିତ ୨ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ବାଦ ବିବାଦ ୫ ତାରିଖ ସକାଳେ…

ଜଙ୍ଗଲରେ ଚଳାଇଥିଲେ ବେଆଇନ କାରବାର, ଅତର୍କିତ ଚଢ଼ାଉ କରି ଅବକାରୀ ବିଭାଗ…

ମୋହନା, ୧୨।୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅବକାରୀ ବିଭାଗ ଅତର୍କିତ ଭାବେ ଚଢ଼ାଉ କରି ଦେଶୀ ମହୁଲି ମଦ ଓ ପୋଚ଼ ଜବତ କରିଛି। ବୁଧବାର ଘଟଣାସ୍ଥଳରେ ପୋଚ଼ ନଷ୍ଟ କରାଯାଇଥିବା ଜଣାପଡ଼ିଛି। ମୋହନା ଅବକାରୀ ବିଭାଗର ଭାରପ୍ରାପ୍ତ ଅଧିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri