ଅପରାଧ

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବାରେ ପୋଲିସର ମୁଖ୍ୟ ଭୂମିକା ରହିଛି। ତେଣୁ ପୋଲିସ ବର୍ତ୍ତମାନଠାରୁ…

ଛାତିଥରା ଘଟଣା; ଛୁଆଙ୍କୁ ବିଷ ଦେଇ ଆତ୍ମହତ୍ୟା କଲେ ମା’, ସ୍ବାମୀଙ୍କୁ ଫୋନ୍ କରି କହିଲେ ମୁଁ ଆଉ…

ନୂଆଦିଲ୍ଲୀ,୧୬।୪: ଗୁଜୁରାଟର ସୁରତ ସହରରୁ ଏକ ଗଭୀର ଦୁଃଖଦ ଏବଂ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ମା’ ତାଙ୍କ ଦୁଇ ନିର୍ଦ୍ଦୋଷ ଝିଅଙ୍କୁ ବିଷ ପିଆଇବା ପରେ ଆତ୍ମହତ୍ୟା କରିଛନ୍ତି । ଏହି ଘଟଣା କେବଳ ପରିବାରକୁ ନୁହେଁ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ। ବାପାଙ୍କ ଏଭଳି ଜଘନ୍ୟ କାମକୁ ୪ ବର୍ଷର ପୁଅ ସହି ନ ପାରି…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ପ୍ରଥମେ ଭୂତ-ପ୍ରେତ ଭୟ ଦେଖାଇ ମହିଳାଙ୍କୁ ଫସାଇଦେଇଥିଲେ ଏବଂ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୨ ଜଣ ଜୁୁଆଡ଼ିଙ୍କୁ ଗିରଫ କରିଥିବା ବେଳେ ପୂର୍ବରୁ ସୂଚନା ପାଇ ବହୁ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି ଯୁବକ ନାଳ ନିକଟକୁ ଶୌଚ କରିବାକୁ ଯିବା ବେଳେ ଏକ ମୃତଦେହ ପଡ଼ି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର ଜଣେ ଯୁବତୀ ୨୦୨୧ ମସିହାରେ ସମ୍ବଲପୁର ଜିଲା ଭୋଜପୁର ଗ୍ରାମ ବସଷ୍ଟାଣ୍ଡ ଠାରେ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ ଥାନା ଅଞ୍ଚଳରୁ ଶୁକ୍ରବାର ରାତିରୁ ଶେଖ ଇମ୍ରାନ ନାମକ ଜଣେ ଯୁବକଙ୍କୁ ଉଠାଇ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାୟପର୍ଥି ମଣ୍ଡଳର ଏକେ ତାଣ୍ଡା ଗ୍ରାମର ବାସିନ୍ଦା, ପୀଡିତାଙ୍କ ପରିବାର ଅଭିଯୋଗ…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌ ଯିବାକୁ ପଡ଼ିଛି l ଘଟଣାକ୍ରମ ଅନୁସାରେ ଅଧ୍ୟକ୍ଷ ସାହୁ କଲେଜରେ କାର୍ଯ୍ୟରତ ଅଧ୍ୟାପିକା…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ ଗୁରୁବାର ଅଭିଯୋଗ ହୋଇଛି। ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗ୍ରାମର ୧୮ ବର୍ଷୀୟା…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି । ଛତ୍ରପୁର ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଦୀପ କୁମାର ସାମଲ ଏହି ମାମଲାର ବିଚାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri