ଶାଶୁକୁ ହତ୍ୟା କରି ଝୁଲାଇ ଦେଲା ୩ ବୋହୂ
ଯୋଧପୁର, ୩।୯: ରାଜସ୍ଥାନର ଯୋଧପୁରରୁ ଚକିତ କଲାଭଳି ଏକ ମାମଲା ସାମ୍ନାକୁ ଆସିଛି। ୩ ଜଣ ବୋହୂ ପ୍ରଥମେ ଶାଶୁଙ୍କ ତଣ୍ଟି ଚିପି ହତ୍ୟା କରିଥିଲେ। ଏହାପରେ ଆତ୍ମହତ୍ୟା ରୂପ ଦେବା ପାଇଁ ଶାଶୁଙ୍କ ଶବକୁ ଫ୍ୟାନରେ ଝୁଲାଇ ଦେଇଥିଲେ। ଏହି…
ବ୍ଲେଡ୍ରେ ବେକ କାଟିଥିଲେ ପ୍ରେମିକ
ମାଧପୁର/ଆଠମଲ୍ଲିକ, ୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା କିଆକଟା ଥାନା ଓରଡା କେରାଣ୍ଡି ନାଳ ନିକଟରୁ ଗତ ସୋମବାର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହା ଏକ ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ପୋଲିସ କହିବା ସହ ଅଭିଯୁକ୍ତ…
୩ କୁକୁରଙ୍କୁ ଜୀଅନ୍ତା ଜାଳିଦେଲେ
ଲକ୍ଷ୍ନୌ, ୨।୯: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ କିଛି ଲୋକ ୩ଟା କୁକୁରଙ୍କୁ ଜୀଅନ୍ତା ଜାଳି ଦେଇଛନ୍ତି। ଏଥିସହ କୁକୁରଙ୍କୁ ଜୀବନ୍ତ ଦଗ୍ଧ ଫଟୋ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିବା ଜଣାପଡ଼ିଛି। ଏହି…
ଡେଲିଭରୀ ଚାର୍ଜ ନ ଦେବାରୁ ନବଜାତକକୁ ୧ ଲକ୍ଷ ଟଙ୍କାରେ ବିକିଦେଲେ ଡାକ୍ତର!
ଲକ୍ଷ୍ନୌ,୨ା୯: ମାନବିକତା ହଜିଯାଇଥିବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ଜଣେ ଗିରବ ରିକ୍ସାଚାଳକ ଡେଲିଭରୀ ଚାର୍ଜ ଦେଇପାରିଲେନି ବୋଲି ଭଗବାନ ବୋଲି ମନାଯାଉଥିବା ଡାକ୍ତର ନବଜାତକଙ୍କୁ ୧ ଲକ୍ଷ ଟଙ୍କାରେ ବିକି ଦେବା ଘଟଣା ଲୋକଲୋଚନକୁ ଆସିଛି। ଏହି…
ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ
ଲଖନପୁର, ୨।୯(ଡି.ଏନ୍.ଏ.)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ ଦିଲୀପ ପଟେଲଙ୍କ ସରକାରୀ ବାସଭବନ ସମେତ ୬ ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ବୁଧବାର ଏକସଙ୍ଗେ ଚଢାଉ କରାଯାଇଛି। ଏଥି ମଧ୍ୟ ବ୍ରଜରାଜନଗର ପୌର କାର୍ଯ୍ୟାଳୟ, ଝାରସୁଗୁଡା ମଙ୍ଗଳ…
ମଦ ବିକ୍ରିକୁ ବିରୋଧ କରିବାରୁ ଯୁବକକୁ ହତ୍ୟା
ଚୌଦ୍ୱାର, ୨ା୯(ଡି.ଏନ୍.ଏ): କଟକ ଜିଲା ଚୌଦ୍ୱାର ଥାନା ବାଣିପଦା ପଞ୍ଚାୟତ ହରିଜନ ସାହିରେ ମଦକୁ ବିରୋଧ କରିବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକକୁ ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ସାହିର ସରୋଜ ସାମଲ। ଖବର ପାଇଁ ଚୌଦ୍ୱାର…
ଗୁଳି କରି ଆତ୍ମହତ୍ୟା କଲେ ମହିଳା-ପୁରୁଷ କନ୍ଷ୍ଟେବଳ
ପାଟନା, ୧।୯: ବିହାରର ରାଜଧାନୀ ପାଟନାରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମଙ୍ଗଳବାର ବିଏମ୍ପି କ୍ୟାମ୍ପରେ ଜଣେ ମହିଳା ଓ ପୁରୁଷ କନ୍ଷ୍ଟେବଳ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ମହିଳା ଓ ପୁରୁଷ କନ୍ଷ୍ଟେବଳଙ୍କ ନାମ…
କେନ୍ଦୁଝରରୁ ୧୯ କିଲୋ ହାତୀ ଦାନ୍ତ ଜବତ, ୩ ଗିରଫ
କେନ୍ଦୁଝର ୧ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ସୋମବାର ସନ୍ଧ୍ୟାରେ ଚଢ଼ାଉ କରାଯାଇ ହରିଚନ୍ଦନପୁର ଥାନା ଅଞ୍ଚଳରୁ ୩ ହାତୀ ଦାନ୍ତ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ପ୍ରାୟ ୧୯ କେଜି ଓଜନର ୧୪ଟି…
ପୋଲିସ ସାମ୍ନାରେ ଦିଅର-ଭାଉଜଙ୍କ ବିବାହ କଲେ ଗ୍ରାମବାସୀ
ପାଟନା, ୩୧।୮: ବିହାରର ବୈଶାଳୀ ଜିଲାରୁ ଏକ ସମ୍ବେଦଳଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଥିରେ ଦିଅର ଓ ଭାଉଜଙ୍କୁ ଆପତ୍ତିଜନକ ଅବସ୍ଥାରେ ଦେଖିବା ପରେ ଗ୍ରାମବାସୀ ଉଭୟଙ୍କ ବିବାହ ପୋଲିସ ସାମ୍ନାରେ କରାଇଦେଇଛନ୍ତି। ଜିଲାର ତିସିଅତ ଥାନା ଲକ୍ଷ୍ମୀନାରାୟଣପୁର ଗ୍ରାମରେ ଏହି…
ସ୍ତ୍ରୀକୁ ହତ୍ୟା ପରେ ପୁନର୍ଜୀବିତ ପାଇଁ ଶବକୁ ଗୋବରରେ ପୋତିଲେ ସ୍ବାମୀ
ଭୋପାଳ, ୩୧।୮: ମଧ୍ୟପ୍ରଦେଶର ବୈତୁଲ ଜିଲାରୁ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଯାଦୁଗର ସହାୟତାରେ ସ୍ତ୍ରୀକୁ ପୁନର୍ଜୀବିତ କରିବା ପାଇଁ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ପୁନର୍ଜୀବିତ କରିବା ଲାଗି ଶବକୁ ଗୋବରରେ ଆଚ୍ଛାଦିତ…
ଘର ଦେବା ଆଳରେ ବହୁ କୋଟି ଠକେଇ
ଭୁବନେଶ୍ୱର,୩୧।୮ (ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକି ଉଭାନ ହୋଇଯାଇଛି ଭୁବନେଶ୍ୱରର ଏକ ବିଲ୍ଡର ସଂସ୍ଥା। ଏନେଇ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ (ଅର୍ଥନୈତିକ ଅପରାଧ ଶାଖା) ଘଟଣାର ତଦନ୍ତ କରି ସତ୍ୟାସତ୍ୟ ପାଇବା ପରେ…
ଉବୁଟୁବୁ କଣାସ, ବେଘର ଲୋକେ
ପୁରୀ ଅଫିସ/କଣାସ (ସ୍ବ.ପ୍ର.),୩୧ା୮: ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ପୁରୀ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଜିଲା ମଧ୍ୟଦେଇ ଯାଇଥିବା ଦୟା, ଭାର୍ଗବୀ, ରତ୍ନଚିରା, ଲୁଣା, ମକରା, ଧନୁଆ, ରାଜୁଆ ପ୍ରଭୃତି ନଦୀ ଏବେ ଉଛୁଳୁଛି। କେତେକ…
Archives


