ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ଛକ ମାଷ୍ଟରକ୍ୟାଣ୍ଟିନ୍ଠାରେ ସୋମବାର ଅପରାହ୍ନରେ ନିଶା କାରବାରକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ତେବେ ଗୋଟିଏ ଗୋଷ୍ଠୀର ଦୁଇ ଜଣ ଗୁରୁତର ହୋଇଥିବା ବେଳେ ଆଉ ଗୋଟିଏ ଗୋଷ୍ଠୀର ଜଣେ ଆହତ ହୋଇଛନ୍ତି। ଖବର ପାଇ…
ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା
ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ବାସେଳିସାହି ଥାନା ଅଧୀନ ବଡ଼ଓଡ଼ିଆ ମଠ ଅଞ୍ଚଳର…
ଯାତ୍ରୀଙ୍କୁ ଲିଫ୍ଟ ଆଳରେ ଲୁଟୁଥିଲେ
ରସୁଲପୁର,୨୬।୭(ଡି.ଏନ.ଏ.): କୁଆଖିଆ ଥାନା ପୋଲିସ ରବିବାର ଜଣେ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶୋ ଗ୍ରାମର ବ୍ରଜବନ୍ଧୁ ରଣା (୫୩)। ବ୍ରଜବନ୍ଧୁ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଲିଫ୍ଟ ଦେବା ଆଳରେ ନିଶା…
ଲାଗିଲା ପୋଷ୍ଟର, ପରିଚୟ ଦେଲେ ପୁରସ୍କାର
ଭୁବନେଶ୍ୱର,୨୫।୭(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ବରିମୁଣ୍ଡ ନିକଟ କୁଆଖାଇ ନଦୀପଠା ବାଲିରେ ପୋତା ହୋଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାକୁ ଇତିମଧ୍ୟରେ ୩ଦିନ ବିତିଛି। ପୋଲିସ ଏ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ପାଇପାରି ନ ଥିବାରୁ ତଦନ୍ତରେ ସେଭଳି କିଛି…
‘ଅଭିଯୁକ୍ତଙ୍କୁ ଖସାଇବାକୁ ଚାଲିଛି ଉଦ୍ୟମ’
ଖଇରା, ୨୫।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍ପି ତପନ କୁମାର ପଟ୍ଟନାୟକ ସିଡିଆର ଯାଞ୍ଚ ପରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କର…
ତଦନ୍ତ ପାଇଁ ବଲାଙ୍ଗୀର ଗଲେ ୫ ଜଣିଆ ଟିମ୍
ପାରଳାଖେମୁଣ୍ଡି,୨୫।୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଶନିବାର ପାରଳାଖେମୁଣ୍ଡି ପୋଲିସର ୫ ଜଣିଆ ଟିମ୍ ସେଠାରେ ହୋଇଥିବା ବ୍ୟାଚେଲର ପାର୍ଟି ସମ୍ପର୍କିତ ସମସ୍ତ ତଥ୍ୟ ସଂଗ୍ରହ କରିବା ପାଇଁ ବଲାଙ୍ଗୀର ଯାଇଛନ୍ତି।…
ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ: ୫ ବର୍ଷ ପରେ ବି…
ଯାଜପୁର ଅଫିସ/କୋରେଇ/ ରଗଡ଼ି(ଡି.ଏନ.ଏ.),୨୫ା୭: ଯାଜପୁର ଜିଲା କୋରେଇ ଥାନା ଗୌରପୁର ପଞ୍ଚାୟତ ଯୁଗଳ ଗ୍ରାମରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ଶନିବାର ପୃଥକ୍ ଭାବେ ଜବତ କରାଯାଇଛି। ସେମାନେ ହେଲେ ଶାନ୍ତନୁ ଜେନା ଏବଂ ତାଙ୍କ ସ୍ତ୍ରୀ ସବିତା। ଶ୍ରମିକ ଭାବେ…
ଏନ୍ଏଚ୍ଆର୍ସିରେ ପହଞ୍ଚିଲା ବଡ଼ବିଲ ବଳାତ୍କାର, ହତ୍ୟା ଘଟଣା
କେନ୍ଦୁଝର,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କାରାଖେଣ୍ଡରା ଜଙ୍ଗଲରେ ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ ନିକଟରେ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଅଭିଯୋଗ କରି ମୃତ ପରିବାରକୁ…
ହାଇଦରଙ୍କ ଅପରାଧିକ ସାମ୍ରାଜ୍ୟର ଅନ୍ତ: ଏନ୍କାଉଣ୍ଟରରେ ମୃତ
ବାଲେଶ୍ୱର ଅଫିସ,୨୪ା୭: କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ବାରିପଦା ନିକଟରେ ଏନ୍କାଉଣ୍ଟର ହୋଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଫଳରେ ତାଙ୍କ ଅପରାଧ ସାମ୍ରାଜ୍ୟର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଆଜି ହାଇଦରଙ୍କୁ ଚୌଦ୍ୱାର ଜେଲ୍ରୁ…
ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ୍ ପଠାଇଲେ ଶିକ୍ଷକ, ପରିବାର ଲୋକେ ଦେଲେ ଏମିତି ଶିକ୍ଷା
ଜୟପୁର,୨୪ା୭: ଆଜି ସମଗ୍ର ଦେଶରେ ପାଳିତ ହେଉଛି ଗୁରୁପୂର୍ଣ୍ଣିମା। ଆଜି ପରି ପବିତ୍ର ଦିନରେ ଜଣେ ଗୁରୁଙ୍କ କୁତ୍ସିତ କାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାଜସ୍ଥାନର ସିକର ଜିଲାରୁ ଏପରି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷକ ଦଶମ…
ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ଏନ୍କାଉଣ୍ଟର
ଭୁବନେଶ୍ୱର,୨୪ା୭(ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ଏନ୍କାଉଣ୍ଟର ହୋଇଛି। ବାରିପଦା ନିକଟରେ ଏହି ଏନ୍କାଉଣ୍ଟର ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚୌଦ୍ୱାର ଜେଲ୍ରୁ ବାରିପଦା ଜେଲ୍କୁ ନିଆଯାଉଥିବା ବେଳେ ରାସ୍ତାରେ ପରିସ୍ରା ଯିବାକୁ କହି ଖସି ଯିବା ପାଇଁ ଚେଷ୍ଟା…
ଚିଠିରେ ବିଦ୍ୟାଭାରତୀଙ୍କୁ ସୌମ୍ୟଙ୍କ ଆକୁଳ ନିବେଦନ: ତୁମ ପାଦ ତଳେ ମୋତେ ଟିକେ ଜାଗା ଦିଅ
କଟକ,୨୩ା୭: ମୁଁ ଚାକିରିରୁ ଇସ୍ତଫା ଦେଇ ଦେବି। ତୁମର ଚାକର ହୋଇ ରହିବି ପଛେ ମୋତେ ତୁମ ପାଦ ତଳେ ଟିକେ ଜାଗା ଦିଅ। ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୧୧ ଦିନ ବିତିବାକୁ ବସିଥିବା…

