ଅପରାଧ

ଗୁଟ୍‌ଖା ଖାଇବାକୁ ବାରଣ କରିବାରୁ ସ୍ତ୍ରୀକୁ ଗୁଳି ମାରିଲେ ସ୍ବାମୀ

ମିରଟ, ୩୦।୮: ଉତ୍ତର ପ୍ରଦେଶର ମିରଟରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଗୁଟ୍‌ଖା ଖାଇବାକୁ ବାରଣ କରିବାରୁ ଏଥିରେ ରାଗିଯାଇ ଜଣେ ଯୁବକ ନିଜ ସ୍ତ୍ରୀକୁ ଗୁଳି ମାରିଛନ୍ତି। ପୋଲିସ ଏହି ଘଟଣାରେ ଅଭିଯୁକ୍ତ ସ୍ବାମୀକୁ ଗିରଫ କରିଥିବାବେଳେ ବନ୍ଧୁକ…

ନକଲି ପ୍ରୋଭିଜିନାଲ ଆଡ୍‌ମିଶନ ତାଲିକାରେ ରହିଛି ସନ୍ନି ଲିଓନିଙ୍କ ନାମ

କୋଲକାତା, ୩୦।୮: ପଶ୍ଚିମବଙ୍ଗର ନର୍ଥ ୨୪ ପ୍ରଗଣାସ୍ଥିତ ବର୍‌ସାତ୍‌ ସରକାରୀ କଲେଜର ଆଡ୍‌ମିଶନ ଲାଗି ନକଲି ପ୍ରୋଭିଜିନାଲ ମେରିଟ୍‌ ଲିଷ୍ଟ ସୋସିଆଲ ମିଡିଆରେ ଘୂରି ବୁଲୁଛି। ଯେଉଁଥିରେ ଜଣାଶୁଣା ପର୍ନଷ୍ଟାର୍‌ ତଥା ବଲିଉଡ୍‌ ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାମ ରହିଥିବା ଦେଖିବାକୁ…

ବନ୍ଧନ ବ୍ୟାଙ୍କ୍‌ ଅଧିକାରୀଙ୍କଠାରୁ ଟଙ୍କା ଲୁଟ୍‌ ମାମଲା: ଗ୍ୟାଙ୍ଗ୍‌ ଲିଡର ପାଟୁ ସମେତ ୪ ଗିରଫ

ଭୁବନେଶ୍ୱର, ୩୦। ୮(ବ୍ୟୁରୋ): ବନ୍ଧନ ବ୍ୟାଙ୍କ୍‌ର ଯୋଗାଯୋଗ ଅଧିକାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୯୪ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ସ୍ପେଶାଲ ସ୍କ୍ବାଡ୍‌। ଏଥିରେ ପାଟୁ ଗ୍ୟାଙ୍ଗ୍‌ର ସମ୍ପୃକ୍ତି ଥିବା ଜଣାପଡିବା ପରେ ଖଣ୍ଡଗିରି ପୋଲିସ ସହ ମିଳିତ…

ପଠାନକୋଟରେ ସୁରେଶ ରାଇନାଙ୍କ ପରିବାର ଉପରେ ଆକ୍ରମଣ: ପିଉସା ମୃତ, ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପିଉସୀ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ପିଉସୀଙ୍କ ପରିବାରକୁ ଅଜଣା ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଘଟଣାରେ ତାଙ୍କର ପିଉସାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ସଦସ୍ୟ ଗୁରୁତର ଅଛନ୍ତି। ଅଗଷ୍ଟ ୧୯ ତାରିଖରେ ପଠାନକୋଟର ଧରିୟାଲ ଗ୍ରାମରେ ଏହି ଅଘଟଣ…

ଭିଜିଲାନ୍ସ ଜାଲରେ କୋଟିପତି ଜିଆର୍‌ଏସ୍‌

ପୁରୀ ଅଫିସ,୨୮।୮: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ଗ୍ରାମ ରୋଜଗାର ସେବକ (ଜିଆରଏସ୍‌)। ପୁରୀ ଜିଲା ଗୋପ ବ୍ଲକ ଛଇତନା ପଞ୍ଚାୟତର ଜିଆରଏସ୍‌ ଗୋବିନ୍ଦ ଚନ୍ଦ୍ର ପରିଡ଼ାଙ୍କ ନଁାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ତେଣୁ ଭିଜିଲାନ୍ସ ଭୁବନେଶ୍ୱର…

ଚୁଟି କାଟିବାକୁ ଯାଇଥିବା ମନ୍ତ୍ରୀଙ୍କ ଭଣଜାର ଶବ ଉଦ୍ଧାର

ଶିବପୁରୀ, ୨୭।୮: ମଧ୍ୟପ୍ରଦେଶର ଶିବପୁରୀ ଅଞ୍ଚଳରୁ ଏକ ସମ୍ବେଦନଶୀଳ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ଶିବପୁରୀ ପୋହରୀ ଅଞ୍ଚଳର ଏକ ପୋଲ ନିକଟରୁ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକଜଣଙ୍କ ମଧ୍ୟପ୍ରଦେଶ ଲୋକ ନିର୍ମାଣ ବିଭାଗ ମନ୍ତ୍ରୀ…

୧୧ ଦିନର ପୂଜା ପରେ ବ୍ରାହ୍ମଣଙ୍କୁ ଦକ୍ଷିଣା ରୂପରେ ମିଳିଲା ୯ ଲକ୍ଷ ଟଙ୍କାର ନକଲି ନୋଟ୍‌

ସୀତାପୁର, ୨୭।୮- ଉତ୍ତର ପ୍ରଦେଶର ସୀତାପୁର ଜିଲାରୁ ଚକିିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ୪୦ ଜଣ ବ୍ରାହ୍ମଣ ୧୧ ଦିନ ଧରି ଘରେ ପୂଜାପାଠ କରିବା ପରେ ଜଣେ ବ୍ୟକ୍ତି ତାଙ୍କୁ ଦକ୍ଷିଣା ବାବଦକୁ ୯ ଲକ୍ଷ ଟଙ୍କାର…

ବ୍ୟାଙ୍କ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର ଟଙ୍କା

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ସୋଇପୁର ଗ୍ରାମରୁ ବନ୍ଧନ ବ୍ୟାଙ୍କର ଦୁଇ କର୍ମଚାରୀ ଋଣ ନେଇ ଥିବା ୩ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କଠାରୁ ପ୍ରାୟ ୫୦ ହଜାର ଟଙ୍କା ଆଦାୟ କରି ଗୁରୁବାର ପୂର୍ବାହ୍ନରେ ଫେରୁଥିଲେ। ସୋଇପୁର…

ଘରେ ପଶି ମହିଳାଙ୍କଠାରୁ ହାର ଲୁଟ୍‌ ଘଟଣା: ୨ ଗିରଫ, ହାର ଜବତ

ବ୍ରହ୍ମପୁର ଅଫିସ,୨୭ା୮: ଘରେ ପଶି ଜଣେ ମହିଳାଙ୍କ ବେକରୁ ସୁନାହାର ଲୁଟ୍‌ ଘଟଣାରେ ବଡ଼ ବଜାର ଥାନା ପୋଲିସ ଦୁଇ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉତ୍ତରାମୁଖୀ ସାହିର ଦୁର୍ଦ୍ଦାନ୍ତ ଅପରାଧୀ ଶିବ ପଟ୍ଟନାୟକ ଓ ମାର୍ଥାସାହିର ନରସିଂହ…

୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲାର ଜଳେଶ୍ବରରେ ପୁଣି ଧଳା ଜହର କାରବାରରେ ଏସ୍‌ଟିଏଫ୍‌ ଟିମ ଜଣକୁ ଗିରଫ କରିବା ସହିତ ୮୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି । ଏସ୍‌ଟିଏଫ୍‌ ଟାର୍ଗେଟରେ ଜଳେଶ୍ବରର ଡ୍ରଗ୍ସ ମାଫିଆ। ଗୁରୁବାର ପୂର୍ବାହ୍ନରେ ଏସ୍‌ଟିଏଫ୍‌ର…

ବ୍ରହ୍ମପୁରରୁ ଆନ୍ଧ୍ରକୁ ରୁପା ଇଟା ଚାଲାଣ: ୧୮ ଲକ୍ଷ ଟଙ୍କାର ଇଟା ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୨୭ା୮: ଓଡ଼ିଶାରୁ ଆନ୍ଧ୍ରକୁ ରୁପାଇଟା ଚାଲାଣ ବେଳେ ଇଚ୍ଛାପୁର ପୋଲିସ ହାତରେ ଧରାପଡ଼ିଛନ୍ତି ଚାଲାଣକାରୀ। ପୋଲିସ ୩ଜଣ ଚାଲାଣକାରୀଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ୬୧କେଜି ରୁପାଇଟା ଜବତ କରିଥିବା ଜଣାପଡ଼ିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୮…

ସ୍ତ୍ରୀଙ୍କୁ ଗୁଳି କରି ପରେ ଆତ୍ମହତ୍ୟା କଲେ ସ୍ବାମୀ

ଲକ୍ଷ୍ନୌ, ୨୬।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ପ୍ରଥମେ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରିବା ପରେ ନିଜକୁ ଗୁଳିମାରି ଆତ୍ମହତ୍ୟା କରିଛନ୍ତି। ତେବେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri