Odisha Elections 2024

ଅପରାଧ

୩ ମାସରେ ୫୦୨ ଝିଅ ନିଖୋଜ : ଭୁବନେଶ୍ୱର, କଟକ ସ୍ଥିତି ଉଦ୍‌ବେଗଜନକ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ) : ରାଜ୍ୟରେ ବଢୁଛି ନିଖୋଜ ଝିଅଙ୍କ ସଂଖ୍ୟା। ଚଳିତ ବର୍ଷ ଜାନୁୟାରୀରୁ ମାର୍ଚ୍ଚ ମାସ ମଧ୍ୟରେ ୫୦୨ଜଣ ଝିଅ ନିଖୋଜ ହୋଇଛନ୍ତି। ସେଥିମଧ୍ୟରୁ ୭୯ ଜଣଙ୍କ ସନ୍ଧାନ ମିଳିଛି। ଏନେଇ ମଧ୍ୟ ୪୫୫ଟି ମାମଲା ରୁଜୁ ହୋଇଛି।...

ଡକାୟତି ଯୋଜନା: ଗିରଫ ହେଲେ ୭ ଅଭିଯୁକ୍ତ

ବାରଙ୍ଗ,୨୨ା୭(ଡି.ଏନ୍‌.ଏ.) : ବାରଙ୍ଗ ଥାନା ଅଞ୍ଚଳରେ ଶନିବାର ରାତିରେ ଡକାୟତି ପାଇଁ ଯୋଜନା ଚାଲିଥିବାବେଳେ ପୋଲିସ ହାବୁଡରେ ୭ଜଣ ଧରାପଡିଛି। ରବିବାର ସେମାନଙ୍କ ବିରୋଧରେ ୧୧୮/୧୯ନଂରେ ଏକ ମାମଲା ରୁଜୁକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେେଲେ ଏହି ଥାନା ଅଧୀନ...

୨ ଅପରାଧ ଘଟଣାରେ ୭ ଗିରଫ : ବ୍ରାଉନ୍‌ସୁଗାର, ବିପୁଳ ଟଙ୍କା, ମାରଣାସ୍ତ୍ର ଜବତ

ଜଟଣୀ,୨୨ା୭(ଡି.ଏନ.ଏ.) : ପୃଥକ୍‌ ଦୁଇ ଅପରାଧ ଘଟଣା ଚୋରା ବ୍ରାଉନ୍‌ସୁଗାର କାରବାର ଓ ଡକାୟତି ଯୋଜନା କରୁଥିବା ସମୟରେ ଜଟଣୀ ଥାନା ପୋଲିସ ଚଢାଉ କରି ୭ ଜଣଙ୍କୁ ରବିବାର ଗିରଫ କରିଛି। ବ୍ରାଉନ୍‌ସୁଗାର ଚୋରାରେ ବିକ୍ରୟ କରୁଥିବା ଖବରପାଇ...

ନାବାଳକ ପୁଅ ସମ୍ମୁଖରେ ମା’ଙ୍କୁ ଅସଦାଚରଣ : ଅଭିଯୁକ୍ତଙ୍କୁ ଛାଡ଼ି ନାବାଳକଙ୍କୁ ୩୦ ଘଣ୍ଟା ଅଟକ ରଖିଲା ପୋଲିସ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ନାବାଳକଙ୍କ ସମ୍ମୁଖରେ ତାଙ୍କ ମା’ଙ୍କୁ ଅସଦାଚରଣ। ପ୍ରତିରୋଧ କରିବାରୁ ନାବାଳକଙ୍କୁ ଆକ୍ରମଣ। ପରେ ଆକ୍ରଣକାରୀ ଓ ନାବାଳକଙ୍କ ମଧ୍ୟରେ ମାର୍‌ପିଟ୍‌। ହେଲେ ଅସଦାଚରଣ କରିଥିବା ଅଭିଯୁକ୍ତଙ୍କୁ ଛାଡ଼ି ମଞ୍ଚେଶ୍ୱର ଥାନା ପୋଲିସ ନାବାଳକଙ୍କୁ ଥାନାରେ ୩୦ ଘଣ୍ଟା...

ସିରିଜ ଚୋରି ଘଟଣା : ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର ଓ ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୨୧।୭: ସଦର ଥାନା ପୋଲିସ ଫେରାର ଥିବା ଏକ ପେସାଦାର ଚୋର ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଅପରାହ୍ନରେ ଗିରଫ କରିଛି। ତାଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ ହୋଇଛି। ଏକ...

ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣା: ନିଜ ଆଡୁ ମାମଲା ରୁଜୁ କଲା ପୋଲିସ, ଅଭିଯୁକ୍ତଙ୍କୁ ଧରିବା ଲାଗି ଗଠନ ହେଲା ୩ ଟିମ୍‌

ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋଲିସ ରବିବାର ନିଜ ଆଡ଼ୁ ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲା ରୁଜୁ କରିଛି ବୋଲି ଡିଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି।...

ଅନୁଗୋଳରେ ଲଜ୍ଜା: ଶୋଇଥିବା ବେଳେ ଉଠାଇନେଇ ୮ ବର୍ଷର ନାବାଳିକାଙ୍କୁ ବଳାତ୍କାର, ମୃତ ଭାବି ଅଳିଆ ଗଦାରେ ଫିଙ୍ଗିଲେ

ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜନୈକ ୮ ବର୍ଷର ନାବାଳିକାଙ୍କୁ ଶନିବାର ରାତିରେ ବଳାତ୍କାର ହୋଇଥିବା ସୂଚନା ମିଳିଛି। ତେବେ ଦୁର୍ବୃତ୍ତ ତାଙ୍କୁ ମୃତ ଭାବି ଅଳିଆ ଗଦାରେ ଫିଙ୍ଗି ଚାଲି ଯାଇଥିଲେ। ରବିବାର ସକାଳେ ତାଙ୍କୁ ଉଦ୍ଧାର...

୨ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ: ଏସ୍‌ଟିଏଫ୍‌, ଖୋର୍ଦ୍ଧା ଏସ୍‌ପିଙ୍କ ସମେତ ୫ ଜଣଙ୍କ ନାଁରେ ସର୍ଚ୍ଚ ୱାରେଣ୍ଟ

ଖୋର୍ଦ୍ଧା ଅଫିସ,୨୧।୭: ଖୋର୍ଦ୍ଧା ଜବଦସ୍ତପାଟଣାର ୨ ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ, ମହିଳାଙ୍କୁ ମାଡ ମାରିବା ପରି ଅଭିଯୋଗ ଏସଟିଏଫ୍‌ ଓ ପୋଲିସ ନଁାରେ ରହିଛି। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଏସ୍‌ପି ପିି.ଆର. ରାହୁଲ, ଇନ୍ସପେକ୍ଟର...

ମାଷ୍ଟରକ୍ୟାଣ୍ଟିନ ଛକରେ ଆତଙ୍କ: ଅଟୋରୁ ମିଳିଲା ୪ ବୋମା ଓ ବନ୍ଧୁକ, ଜଣେ ଗିରଫ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଚାଲିଛି ବିଧାନସଭା ଅଧିବେଶନ। ମାଷ୍ଟରକ୍ୟାଣ୍ଟିନ ଛକରୁ ପିଏମ୍‌ଜି ଛକ ଯାଏ ପୋଲିସ ଛାଉଣୀ। ଏପରିକି ପିଏମ୍‌ଜିରେ ପ୍ରତିଦିନ ଏକାଧିକ ସଂଗଠନ ବିଭିନ୍ନ ଦାବି ନେଇ ଧାରଣାରେ ବସିଛନ୍ତି। ସେମାନଙ୍କୁ ମଧ୍ୟ ପୋଲିସ ଜଗିଛନ୍ତି। ଏତେ ସୁରକ୍ଷା...

ସଞ୍ଜୀବ ଅରୋରା ଆଇବି ଡିଆଇଜି

ସମ୍ବଲପୁର,୨୧।୭(ବ୍ୟୁରୋ): ସମ୍ବଲପୁର ଏସ୍‌ପି ସଞ୍ଜୀବ ଅରୋରା ଗୋଇନ୍ଦା ବ୍ୟୁରୋ ଡିଆଇଜି ଭାବେ ଯୋଗ ଦେବେ। ସୋମବାର ସେ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିବେ। ହେଲେ କାହାକୁ ଦାୟିତ୍ୱ ଦେବେ ସେ ନେଇ ଗୃହ ବିଭାଗରୁ ନିର୍ଦ୍ଦେଶ ଆସିନାହିଁ । ଅବଶ୍ୟ...

ପଟ୍ଟନାୟକିଆ ଟ୍ରିପଲ ମର୍ଡର ଘଟଣା ଫେରାର ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

ପୁରୀ ଅଫିସ,୨୦ା୭: ପୁରୁୀ-ଭୁବନେଶ୍ୱର ଜାତୀୟ ରାଜପଥ ସତ୍ୟବାଦୀ ଥାନା ପଟ୍ଟନାୟକିଆ ଛକରେ ଗତ ୧୪ତାରିଖରେ ଘଟିଥିଲା ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ, କୃଷ୍ଣ ଓ ଦାଦା ପୁଅ ଭାଇ ପଞ୍ଚୁଆଙ୍କୁ ଗୋଡାଇ ହାଣି ହତ୍ୟା...

ସୁନା ଚେନ୍‌ ଲୁଟ୍‌ ଘଟଣା, ୪ ଗିରଫ: ୬ ସୁନା ଚେନ, ଏକ ଅଟୋ, ବାଇକ୍‌ ଜବତ

ଫୁଲନଖରା,୧୯।୭(ଡି.ଏନ୍‌.ଏ.)- କଟକ ସଦର ପୋଲିସ ଫୁଲନଖରା ଓଭରବ୍ରିଜଠାରୁ ଗୋପାଳପୁର ମଧ୍ୟରେ ନିୟମିତ ରାସ୍ତାରେ ସୁନାଚେନ ଚୋରି କରୁଥିବା ଦୁଇ ଲୁଟେରାଙ୍କୁ ଓ ଚୋରି ସୁନା କିଣୁଥିବା ଦୁଇ ଦୋକାନୀଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିିିଛି। ସେମାନେ ହେଲେ ବାରଙ୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri