ଘରେ ଏକୁଟିଆ ଦେଖି ବିଦେଶୀ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲେ ନକଲି ସାଧୁ: ଘଟିଲା ଏଭଳି କିଛି…
ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀ: ଆଧ୍ୟାତ୍ମିକ ଯାତ୍ରାରେ ଆମେରିକାରୁ ତାମିଲନାଡୁ ଆସିଥିବା ଜଣେ ମହିଳା ତାଙ୍କୁ ବଳାତ୍କାର କରିବାକୁ ଚେଷ୍ଟା କରୁଥିବା ଜଣେ ବ୍ୟକ୍ତିଙ୍କୁ ମାଡ ମାରି ଏବେ ଚର୍ଚ୍ଚାରେ। ମହିଳାଜଣଙ୍କ ମାର୍ଶଲ ଆର୍ଟରେ ତାଲିମ ନେଇଥିଲେ। ଫଳରେ ବ୍ୟକ୍ତିଜଣଙ୍କ ମହିଳାଙ୍କୁ ବଳାତ୍କାର କରିବାକୁ…
ସୁଇସାଇଡ ନୋଟ୍ ଲେଖି ନାବାଳକଙ୍କ ଆତ୍ମହତ୍ୟା
ଚୌଦ୍ୱାର,୨୬ା୮(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ପୌରପାଳିକା ୧୭ ନମ୍ବର ୱାର୍ଡ କପାଳେଶ୍ୱର ନୂଆସାହିରୁ ଜଣେ ନାବାଳକର ଝୁଲନ୍ତା ମୃତଦେହକୁ ଚୌଦ୍ୱାର ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି । ସେ ହେଲେ ପାରସନାଥ ସିଂହଙ୍କ ପୁଅ ସରୋଜ(୧୬)। ପ୍ରକାଶ ଯେ, ସରୋଜ…
ଧରାପଡ଼ିଲା ବାଇକ୍, ହାଇଓ୍ବା ଲୁଟେରା ଗ୍ୟାଙ୍ଗ୍
ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜଧାନୀରେ ଏକ ବାଇକ ଏବଂ ହାଇଓ୍ବା ଲୁଟେରା ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ୍ କରିଛି ସ୍ପେଶାଲ ସ୍କ୍ବାଡ୍ ଟିମ୍। ଏହି ଗ୍ୟାଙ୍ଗ୍ର ୨ଜଣ ଲୁଟେରାଙ୍କ ସମେତ ୨ଜଣ ରିସିଭର୍ଙ୍କୁ ଗିରଫ କରାଯାଇଛି। ଗିରଫ ଲୁଟେରା ଦ୍ୱୟ ହେଲେ କଟକ ବାଙ୍କୀର ସୁଶାନ୍ତ ପାତ୍ର…
କୋଭିଡ୍ କେୟାର ସେଣ୍ଟରରେ ମହିଳା କନ୍ଷ୍ଟେବଳଙ୍କୁ ବଳାତ୍କାର
ଜାମସେଦପୁର, ୨୫।୮: ଝାଡ଼ଖଣ୍ଡର ଜାମସେଦପୁରସ୍ଥିତ ସିଦ୍ଗୋଡା ପ୍ରଫେଶନାଲ କଲେଜ କୋଭିଡ୍ କେୟାର ସେଣ୍ଟରରେ ଡ୍ୟୁଟିରେ ଥିବା ଜଣେ ମହିଳା ପୋଲିସ କନ୍ଷ୍ଟେବଳ ବଳାତ୍କାର ଶିକାର ହୋଇଛନ୍ତି। ମହିଳାଙ୍କ ସାଥୀ କନ୍ଷ୍ଟେବଳ ତାଙ୍କୁ ବଳାତ୍କାର କରିଥିବା ଜଣାପଡ଼ିଛି। ମହିଳା କନ୍ଷ୍ଟେବଳ ଜଣଙ୍କ ଥାନାରେ…
ହସ୍ପିଟାଲରେ ହତ୍ୟାକାଣ୍ଡ: ରୋଗୀକୁ ପିଟି ପିଟି ମାରିଲେ ରୋଗୀ
ରାଞ୍ଚି, ୨୪।୮: ହସ୍ପିଟାଲରେ ହତ୍ୟାକାଣ୍ଡ। ଜଣେ ବୃଦ୍ଧ ରୋଗୀକୁ ପିଟି ପିଟି ମାରିଦେଇଛନ୍ତି ଚିକିତ୍ସିତ ହେବାକୁ ଆସିଥିବା ଅନ୍ୟଜଣେ ରୋଗୀ। ଏଭଳି ଏକ ଅଭାବନୀୟ ଘଟଣା ଝାଡ଼ଖଣ୍ଡ ଚତରା ସଦର ହସ୍ପିଟାଲରେ ଘଟିଯାଇଛି। ମୃତ୍ୟୁବରଣ କରିଥିବା ରୋଗୀଙ୍କ ନାମ ଦଢନ ଭୂୟଁା।…
ଠେଙ୍ଗାରେ ପିଟିପିଟି ଜନ୍ମଦାତାଙ୍କ ଜୀବନ ନେଲେ ପୁଅ
ଦେବଗଡ଼,୨୩ା୮(ଡି.ଏନ୍.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ରଙ୍ଗିଆଟିକ୍ରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଠେଙ୍ଗା ମାଡ଼ରେ ଜନ୍ମଦାତାଙ୍କ ଜୀବନ ଯାଇଛି। ସୂଚନା ଅନୁଯାୟୀ, ଶନିବାର ରାତିରେ ଗୋବିନ୍ଦ ମୁଣ୍ଡା(୬୦) ଓ ତାଙ୍କ ପୁଅ ଅମୂଲ୍ୟ(୩୫) ଘରକୁ ଫେରିବା ପରେ ଉଭୟଙ୍କ…
ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ଜୀବନ ହାରିଲେ ସ୍ବାମୀ
ବିଜେପୁର,୨୩ା୮(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ କଳହର କରୁଣ ପରିଣତି ପାଇଁ କ୍ରଧାନ୍ବିତ ସ୍ବାମୀ ସ୍ତ୍ରୀ ଓ ଝିଅଙ୍କୁ ବିଷ ଦେବା ସହ ନିଜେ ମଧ୍ୟ ବିଷ ପିଇ ଜୀବନ ହାରିବା ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି।…
ସାନଭାଇ ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ଜୀବନଗଲା
କଣିହାଁ,୨୩ା୮(ଡି.ଏନ୍.ଏ.): ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲା ସମଲ ଥାନା ଶିପୁର ଗ୍ରାମରେ। ମୃତକଙ୍କ ନାମ ରଞ୍ଜନ ବାରିକ (୨୮)। ଘଟଣାରୁ ପ୍ରକାଶ ଯେ, ଦୁଃଖ ବାରିକଙ୍କ…
ବନ୍ଧାପଡ଼ିଥିବା ଜମିକୁ ବିକି ଠକି ନେଲେ କୋଟିଏ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ବ୍ୟାଙ୍କ୍ରେ ବନ୍ଧା ପଡିଥିବା ଜମିକୁ ବିକ୍ରି କରି ଦୁଇଭାଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଯାଇଛନ୍ତି। ଏପରିକି ବ୍ୟାଙ୍କ୍ ନିଲାମ ଡାକିବା ପରେ ଜମି କିଣିଥିବା ବ୍ୟକ୍ତି ଏହା ଜାଣିପାରିଥିଲେ। ଏ ନେଇ ଠକେଇର ଶିକାର ହୋଇଥିବା ବ୍ୟକ୍ତି ୨ଭାଇଙ୍କୁ…
ସାଇବର ଠକେଇରେ ସରକାରୀ କର୍ମଚାରୀ: ପୁରସ୍କାର ଲୋଭରେ ହରାଇଲେ ୨ଲକ୍ଷ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜଧାନୀରେ ଆଉଏକ ସାଇବର ଠକେଇ ଘଟଣା ଘଟିଛି। ଠକେଇର ଶିକାର ହୋଇଛନ୍ତି ଶହୀଦନଗର ଥାନା ଅନ୍ତର୍ଗତ ଆଇଏମ୍ଏମ୍ଟି କ୍ୟାମ୍ପସରେ ରହୁଥିବା ଗିରିରାଜ ଦର୍ଜୀ। ସାଇବର ଠକମାନେ ତାଙ୍କୁ ପୁରସ୍କାରର ଲୋଭ ଦେଖାଇ ପାଖାପାଖି ୨ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏନେଇ…
୧୦ ବର୍ଷର ବାଳିକାକୁ ବଳାତ୍କାର ପରେ ବିବାହ; ଶେଷରେ ଛାଡ଼ପତ୍ର
ମୁଜାଫରନଗର, ୨୨।୮: ଉତ୍ତର ପ୍ରଦେଶର ମୁଜାଫରନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ବଳାତ୍କାରର ଶିକାର ହୋଇଥିବା ୧୦ ବର୍ଷର ଜଣେ ବାଳିକାଙ୍କୁ ଶେଷରେ ବଳାତ୍କାରୀ ବ୍ୟକ୍ତି ସହ ବିବାହ କରିଦିଆଯାଇଥିଲା। କିନ୍ତୁ ବିବାହର ସାଢ଼େ ୪ ବର୍ଷ ପରେ ସେହି…
କାହିଁକି ଗିରଫ ହେଲେ ହରିୟାଣା ପୋଲିସ ଆଇଜି
ଚଣ୍ଡିଗଡ଼, ୨୨।୮: ଜବରଦସ୍ତି ଘରେ ପଶି ୨ଜଣ ମହିଳାଙ୍କ ସହ ଖରାପ ବ୍ୟବହାର କରିବା ଅଭିଯୋଗରେ ହରିୟାଣା ପୋଲିସର ଜଣେ ବରିଷ୍ଠ ଆଇଜି ଗିରଫ ହୋଇଛନ୍ତି। ସୂଚନା ମୁତାବକ ହରିୟାଣା ପୋଲିସର ଇନ୍ସପେକ୍ଟର ଜେନେରାଲ (ଆଇଜି) ହେମନ୍ତ କଲସନ ଶୁକ୍ରବାର ପଞ୍ଚକୁଲାର…
Archives


