ଏପିସିଓର ପୂର୍ବତନ ଅଧିକାରୀଙ୍କ ଘରୁ ଏକ କୋଟି ଟଙ୍କା ସମେତ ୩ କେଜି ସୁନା ଜବତ
ଅମରାବତୀ, ୨୨।୮: ଆନ୍ଧ୍ରପ୍ରଦେଶର ହସ୍ତତନ୍ତ ବୁଣାକାର ସମବାୟ ସମିତି (ଏପିସିଓ)ର ପୂର୍ବତନ ଚେୟାରମ୍ୟାନ ଗୁଜାଲ ଶ୍ରୀନିବାସୁଲୁଙ୍କ ଘରୁ ନଗଦ ଏକ କୋଟି ଟଙ୍କା ଏବଂ ୫ କେଜି ଓଜନର ଅଳଙ୍କାର ଜବତ ହୋଇଛି। ରାଜ୍ୟର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି)ର ଅଧିକାରୀମାନେ…
ହତ୍ୟା ଉଦ୍ୟମ ମାମଲା: ଦୁର୍ଦ୍ଦାନ୍ତ ଟୁନା କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୨ା୮: ଏନ୍କାଉଣ୍ଟର ପରେ ବି ଭୟ ନାହିଁ। ପୋଲିସକୁ ଚାଲେଞ୍ଜ କରି ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଗିରଫ ହୋଇଛନ୍ତି ଦୁର୍ଦ୍ଦାନ୍ତ ଟୁନା ଦାସ(୩୨)। ଟାଉନ ଥାନା ପୋଲିସ କେସ ନମ୍ବର ୧୫୪/୨୦ରେ ଖଲାସି ସାହିର ଦୁର୍ଦ୍ଦାନ୍ତ ଟୁନାଙ୍କୁ…
ବଧୂହତ୍ୟା ଅଭିଯୋଗ: ଶାଶୁ, ଶ୍ୱଶୁର, ନଣନ୍ଦେଇ ଅଟକ; ଦିଅର ଫେରାର
ଚାନ୍ଦବାଲି,୨୨ା୮(ଡିି.ଏନ୍.ଏ.) : ଭଦ୍ରକ ଜିଲା ଚାନ୍ଦବାଲି ଥାନା ପଣସପଡ଼ା ଗାଁରେ ବଧୂହତ୍ୟା ଅଭିଯୋଗରେ ଶାଶୁ, ଶ୍ୱଶୁର ଓ ନଣନ୍ଦେଇଙ୍କୁ ପୋଲିସ୍ ଅଟକ ରଖି ପଚରାଉଚରା କରୁଥିବା ବେଳେ ଦିଅର ଫେରାର ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ବାଂଶଡ଼ା ଥାନା ଅନ୍ତର୍ଗତ ତୋଟାପଡ଼ା ପଞ୍ଚାୟତର…
ଭିଜିଲାନ୍ସ ଜାଲରେ ଗ୍ରାମରୋଜଗାର ସେବକ : ୩୨ ହଜାର ଲାଞ୍ଚ ନେଉଥିବା ବେଳେ ପଡିଲେ ଧରା
ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ଗ୍ରାମରୋଜଗାର ସେବକ ଦିଲ୍ଲୀପ କୁମାର ସାହୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପ୍ରକାଶ ଯେ, ଏକ କୂଅ ଖୋଳିବା ପାଇଁ ଉକ୍ତ ପଞ୍ଚାୟତ ଲାଦାମାଲା ଗ୍ରାମର ରଞ୍ଜନ ଦିଗାଳ…
ବନ୍ଧା ହେଲେ ଦୁଇ ବାଇକ୍ ଚୋର
ପାଟଣା,୨୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଗୁରୁବାର ଦୁଇ ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଖୁଣ୍ଟାପଶି ଗ୍ରାମର ଶାନ୍ତି ଜ୍ୟୋତି ସିଂ(୨୮) ଓ ଭୀମ…
ରାଜଧାନୀରେ ବଡ଼ ର଼୍ୟାକେଟ: ବିଲ୍ଡରଙ୍କୁ ହନିଟ୍ରାପ୍ରେ ଫସାଇ କାର୍, ଟଙ୍କା ଲୁଟ୍
ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀରେ ହନିଟ୍ରାପ୍ ର଼୍ୟାକେଟ ସକ୍ରିୟ ହୋଇଉଠିଛି। ଲୁଟେରାମାନେ ସୁନ୍ଦରୀ ଝିଅଙ୍କ ସହ ମଉଜମସ୍ତି କରିବା ଲୋଭ ଦେଖାଇ ଧନୀ ଲୋକଙ୍କୁ ଫସାଇ ସର୍ବସ୍ବ ଲୁଟୁଛନ୍ତି। ଏଭଳି ଏକ ର଼୍ୟାକେଟରେ ଫସିଛନ୍ତି ତାଳଚେରର ଜଣେ ବିଲ୍ଡର ରଥି ଅଳଙ୍କାର ସିଂ। ଲୁଟେରାମାନେ…
ସ୍ବାମୀଙ୍କ ମୃତ୍ୟୁର ୨ ଦିନ ପରେ ସମ୍ପତ୍ତି ଲୋଭରେ ମହିଳାଙ୍କୁ ହତ୍ୟା
ଗୋରଖପୁର, ୨୦।୮: ଉତ୍ତର ପ୍ରଦେଶର ଗୋରଖପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସମ୍ପତ୍ତି ଲୋଭରେ ଜଣେ ବୃଦ୍ଧା ମହିଳାଙ୍କୁ ଅତି ନର୍ମମ ଭାବେ ହତ୍ୟା କରାଯାଇଛି। ଜଣାପଡ଼ିଛି କି ମହିଳାଙ୍କ ସ୍ବାମୀ ୨ ଦିନ ତଳେ ମୃତ୍ୟୁବରଣ କରିଥିଲେ।…
ମଦ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ମାଷ୍ଟରମାଇଣ୍ଡ୍ ସମେତ ୭ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୦ା୮: ମଦ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ତାଙ୍କ ଦୋକାନର ସେଲସମ୍ୟାନ୍ଙ୍କୁ ହତ୍ୟା ଉଦ୍ୟମ କରିଥିବା ଘଟଣାରେ ସଦର ଥାନା ପୋଲିସ ଘଟଣାର ମାଷ୍ଟରମାଇଣ୍ଡ୍ ସମେତ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମାଷ୍ଟରମାଇଣ୍ଡ୍ ବେନ୍ଦାଳିଆ ଗ୍ରାମର ଦୁର୍ଦ୍ଦାନ୍ତ…
୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୨୦ା୮: ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ କେସ୍ ନମ୍ବର ୨୩୬/୨୦ ଅନୁସାରେ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ କାଳିଆ ସ୍ବାଇଁ (୩୨)ବୋଲି ଥାନାଧିକାରୀ ସନ୍ତୋଷିନୀ ଓରାମ ସୂଚନା ଦେଇଛନ୍ତି ।…
ମହିଳା ଡାକ୍ତରଙ୍କୁ ଛୁରି ଭୁସି ହତ୍ୟା କଲେ ସାଥୀ ଡାକ୍ତର, ଜାଣନ୍ତୁ କାହିଁକି
ଲକ୍ଷ୍ନୌ,୨୦ା୮: ଆଗ୍ରାର ସରୋଜିନୀ ନାଇଡୁ ମେଡିକାଲ କଲେଜରୁ ଏମ୍ବିବିଏସ୍ ପାସ କରିଥିବା ଜଣେ ମହିଳା ଡାକ୍ତରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ତାଙ୍କ ସହ ୭ ବର୍ଷ ଧରି ପ୍ରେମସମ୍ପର୍କ ରଖିଥିବା ସାଥୀ ଡାକ୍ତର ତାଙ୍କୁ ହତ୍ୟା କରିଛନ୍ତି। ଅଭିଯୁକ୍ତ ଡାକ୍ତର ବିବେକ…
ବିବାହିତ ପ୍ରେମିକାକୁ ଭେଟିବାକୁ ଯାଇଥିବା ପ୍ରେମିକକୁ ହତ୍ୟା
ଫତେହପୁର, ୧୯।୮: ଅଧରାତିରେ ବିବାହିତ ପ୍ରେମିକାକୁ ଭେଟିବାକୁ ଯାଇଥିବା ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଏହାପରେ ଯୁବକଙ୍କ ମା’ଙ୍କ ଅଭିଯୋଗକ୍ରମେ ପୋଲିସ ପ୍ରେମିକା, ତାଙ୍କ ଶ୍ୱଶୁର ଓ ଏବଂ ୪ ଜଣ ଲୋକଙ୍କୁ ଗିରଫ କରିଛି। ଘଟଣା ଉତ୍ତର ପ୍ରଦେଶ ଫତେହପୁର…
ବାଲି ଟ୍ରକ ଅଟକାଇ ଡକାୟତି ମାମଲା: ବୋମା, ଖଣ୍ଡା ଜବତ; ୨ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୧୯ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଚାନ୍ଦପୁର ଛକ ପତ୍ରଚୁଡି ଗ୍ରାମ ନିକଟରେ ୨ଟି ବାଲି ବୋଝେଇ ଟ୍ରକକୁ ଅଟକାଇବା ସହ ଚାଳକଙ୍କୁ ମାଡ଼ ମାରି ଡକାୟତି ମାମଲାରେ କେ.ନୂଆଗାଁ ଥାନା ପୋଲିସ ବୁଧବାର ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛନ୍ତି।…
Archives


