ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ
କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା…
ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…
ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି ପଦକ୍ଷେପ ନେଇଛନ୍ତି ଯାହା ଆଗରୁ କେବେ ଶୁଣି ନ ଥିବେ। ଏପରି ଚରମ ପଦକ୍ଷେପ…
ବାପା-ପୁଅଙ୍କୁ ଛୁରାମାଡ଼, ନାବାଳକଙ୍କ ସମେତ ୩ ଅଟକ
ପୁରୁଷୋତ୍ତମପୁର,୧୧ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପାରିବାରିକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଛୁରାମାଡ଼ ହୋଇଥିଲା। ଏଥରେ ବାପା ବିପ୍ରଚରଣ ପ୍ରଧାନ ଓ ପୁଅ ଅରୁଣ ପ୍ରଧାନ ଗୁରୁତର ହୋଇଛନ୍ତି। ଏମାନଙ୍କୁ ଚିକିତ୍ସା…
ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ
ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗୁମାଡେରା…
ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା ଥିଲେ। ଖାଲି ପୁଅ ନୁହନ୍ତି ଏହି ଦମ୍ପତି ଝିଅ ଏବଂ ଜ୍ୱାଇଙ୍କୁ ମଧ୍ୟ ହତ୍ୟା…
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର ନିକଟ…
୨ ସାଇବର ଠକ ଗିରଫ
କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା ଅନ୍ତର୍ଗତ ହିରଣପଡ଼ା ଅଞ୍ଚଳର ସୁପ୍ରଭାତ ମହାପାତ୍ର (୨୬) ଏବଂ ଜଗତସିଂହପୁର ବିରିଡ଼ି ଥାନା ଅଧୀନ…
ଭୁଲ୍ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍
ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା ବହୁ ଅଭିଯୁକ୍ତ ପୋଲିସ ହେପାଜତରୁ ଖସିଯାଇଥିବା ନଜିର ରହିଛି। ବର୍ଷ ବର୍ଷ ଧରି ଖସି…
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ ବଳାତ୍କାର ପାଇଁ ଉଦ୍ୟମ କରୁଥିଲେ। ଏହି ଯୁବତୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ବାର୍…
ଏକ ଘରୁ ଯୁବକଙ୍କ ମୃତଦେହ ଜବତ: ହତ୍ୟା ସନ୍ଦେହ, ରାସ୍ତାରୋକୋ କଲେ ଲୋକେ
ନୟାଗଡ଼ ଅଫିସ,୩୧ା୫: ନୟାଗଡ଼ ଟାଉନ ଥାନା ଘଡୁଆଳ ଛକରୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ କଇଥଗାଡ଼ିଆ ଗାଁ ସଭାପତି ବିଜୟ ନାୟକ ଓରଫ୍ ଆଲେଖ। ବିଜୟ ଜଣେ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରେ ରିକୋଭରି କର୍ମଚାରୀ…
ସ୍ତ୍ରୀ ଘରକୁ ନ ଆସିବାରୁ ଶ୍ୱଶୁର ଘର ଗାଁରେ ନିଆଁ ଲଗାଇଦେଲେ ସ୍ବାମୀ, ଆଉ ତା’ ପରେ…
ଭୋପାଳ,୩୦ା୫: ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଖିଲଚିପୁର ତହସିଲଠାରୁ ୭ କିଲୋମିଟର ଦୂର ଦେବଳୀ ଗାଁର ଜଣେ ମହିଳା ସ୍ବାମୀଙ୍କଠାରୁ କେମିତି ମୁକ୍ତି ପାଇବେ ସେ ନେଇ ଏକ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ଲେଖିଛନ୍ତି। ସ୍ବାମୀଙ୍କ ସହ ପାଟିତୁଣ୍ଡ ହେବାରୁ କାଳୀ ବାଇ ନାମକ…
ବିନା କାର୍ଯ୍ୟାନୁଷ୍ଠାନରେ ‘ଅପରେଶନ କ୍ଲିନ୍ ଅପ୍’
ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ଚାଲିଛି ଅପରାଧୀଙ୍କ ରାଜ୍। ଜେଲ୍ର ସେଲ୍ ଭିତରୁ ହେଉଛି ଅପରାଧର ବ୍ଲୁ ପ୍ରିଣ୍ଟ୍। ବାହାରେ ଫୁଟୁଛି ଗୁଳି,ଗଡୁଛି ମୁଣ୍ଡ। ମୋବାଇଲ୍ ଫୋନ୍ ମାଧ୍ୟମରେ ଅପରାଧୀମାନେ ଅପରାଧ ନିୟନ୍ତ୍ରଣ କରୁଥିବାବେଳେ ନିଶା ସେବନ କରି ମଉଜ…

