ଅପରାଧ

ଲୁଟେରା କନ୍ୟା: ବରକୁ ହତ୍ୟା କରି ନେଇଗଲା ୩ ଲକ୍ଷ ଟଙ୍କା, ସୁନା

ରତ୍‌ମାଲ, ୧।୮: ମଧ୍ୟପ୍ରଦେଶର ରତ୍‌ମାଲ ଜିଲାରୁ ଚକିତ କଲା ଭଳି ଏକ ଖବର ସାମ୍ନାକୁ ଆସିଛି। ଏଠାରେ ବିବାହର ୨ ଦିନ ପରେ ଜଣେ ନବବିବାହିତ କନ୍ୟା ଓ ତାଙ୍କ ପରିବାର ସଦସ୍ୟ ମିଶି ବରକୁ ହତ୍ୟା କରିବା ସହ ନଗଦ…

ଲାଲୁ ପ୍ରସାଦଙ୍କ ସୁରକ୍ଷାରେ ନିୟୋଜିତ ସବ୍‌ଇନ୍ସପେକ୍ଟରଙ୍କୁ ହତ୍ୟା

ରାଞ୍ଚି, ୩୧।୭: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ରାଞ୍ଚିସ୍ଥିତ ଆର୍‌ଏମ୍‌ଏସ୍‌ରେ ଚିକିତ୍ସିତ ହେଉଛନ୍ତି। ଏଠାରେ ଲାଲୁଙ୍କ ସୁରକ୍ଷାରେ ନିୟୋଜିତ ଜଣେ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ)ଙ୍କ ହତ୍ୟା କରାଯାଇଥିବା ସୂଚନା ମିଳିଛି। କାମେଶ୍ୱର ରବିଦାସ ନାମକ ଏହି ଏସ୍‌ଆଇଙ୍କ କ୍ଷତବିକ୍ଷତ…

କରୋନା ଟେଷ୍ଟ ନାଁରେ ଯୁବତୀଙ୍କ ସହ ଏପରି କଲେ ଲ୍ୟାବ୍‌ ଟେକ୍‌ନିସିଆନ

ମୁମ୍ବାଇ, ୨୭।୭: କରୋନା ମହାମାରୀ ଦ୍ୱାରା ଭାରତରେ ସର୍ବାଧିକ ପ୍ରଭାବିତ ହୋଇଥିବା ରାଜ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି। ତେବେ ଏଭଳି ଏକ ସଙ୍ଗୀନ ପରିସ୍ଥିତିରେ ସେହି ମହାରାଷ୍ଟ୍ରରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଅମରାବତୀରେ ଜଣେ ଲ୍ୟାବ୍‌ ଟେକ୍‌ନିସିଆନ…

ମୋବାଇଲ ଚାର୍ଜର ତାରରେ ବେକ ଚାପି ୪ ବର୍ଷର ଝିଅକୁ ହତ୍ୟାକଲା ମା

ପୁନେ, ୩୦।୭: ମହାରାଷ୍ଟ୍ରର ପିମ୍ପରି-ଚିନଚ୍ବାଦ ସହରରୁ ଏକ ସହରରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ତାଙ୍କ ୪ ବର୍ଷର ଝିଅକୁ ହତ୍ୟା କରିଛନ୍ତି। ଝିଅ ଅଧିକ ଦୁଷ୍ଟାମୀ କରିବାରୁ ମହିଳାଜଣଙ୍କ ମୋବାଇଲ ଚାର୍ଜର ତାରରେ ଝିଅର…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ଲିଙ୍ଗରାଜ ଷ୍ଟେଶନରେ ପହଞ୍ଚିଲା କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ କ୍ରାଇମ୍‌ବ୍ରାଞ୍ଜ ତଦନ୍ତ ଆରମ୍ଭ ହୋଇଛି। କାଗଜାତ ହସ୍ତାନ୍ତର ପରେ ମାମଲାର ବିଧିବଦ୍ଧ ତଦନ୍ତ ଆରମ୍ଭ ହୋଇଛି। କ୍ରାଇମ୍‌ବ୍ରାଞ୍ଚର ଏକ ଟିମ୍‌ ଲିଙ୍ଗରାଜ ଷ୍ଟେଶନ ଯାଇ ଛାନ୍‌ଭିନ କରୁଥିବା ସୂଚନା ମିଳିଛି।…

ପେଟ ଚିରି ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ

ସୀତାପୁର, ୨୯।୭: ଉତ୍ତର ପ୍ରଦେଶର ସୀତାପୁର ଜିଲାରୁ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି। ସୀତାପୁର ହରଗ୍ରାମ ପୋଲିସ ଷ୍ଟେସନ ଅନ୍ତର୍ଗତ ମୋହାଲ ମିଲ୍‌ ବାଗିଆ ବଜାରରେ ଜଣେ ଯୁବକ ଅତି ନୃଶଂସ ଭାବେ ତାଙ୍କ ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ…

ଜୁଆଆଡ୍ଡାରେ ଚଢ଼ାଉ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଜୁଆଡ଼ି

ବଡ଼ବିଲ,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟ ପାର୍କିଂ ଏରିଆରେ ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚଢ଼ାଉ କରି ୬ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ନଗଦ ୧ଲକ୍ଷ ୭ହଜାର ୭ଶହ ଟଙ୍କା,୪ଟି ମୋବାଇଲ…

ଯୁବତୀଙ୍କ ଚୁଟି ଘୋଷାରୀ ଥାନା ଭିତରେ ପିଟିଲେ ଅଧିକାରୀ

ସାହେବଗଞ୍ଜ: ଝାଡ଼ଖଣ୍ଡର ସାହେବଗଞ୍ଜ ଜିଲାରେ ଜଣେ ଯୁବତୀଙ୍କୁ ଥାନା ପରିସରରେ ଥାନା ଅଧିକାରୀ ବାଡ଼େଇଛନ୍ତି। ଏହି ଘଟଣାର ଭିଡିଓ ଭାଇରାଲ ହେବାପରେ ଝାଡ଼ଖଣ୍ଡ ପୋଲିସ ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଉକ୍ତ ଥାନା ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏହି ଘଟଣାକୁ…

ଫୈସଲା ଅନ୍‌ ଦି ସ୍ପଟ୍‌: ସାଙ୍ଗକୁ ଗୁଳି ମାରି ହତ୍ୟା କଲା ନାବାଳକ

ଜୟପୁର, ୨୮।୭: ରାଜସ୍ଥାନର ଜୟପୁରରେ ଜଣେ ନାବାଳକ ତା’ର ଜଣେ ସାଙ୍ଗକୁ ଗୁଳି କରି ହତ୍ୟା କରିଛି। ଏହାପରେ ଯେତେବେଳେ ଅଭିଯୁକ୍ତ ନାବାଳକର ସୋସିଆଲ ମିଡିଆ ଆକଉଣ୍ଟ ଚେକ୍‌ କରାଯାଇଥିଲା। ଏହି ସମୟରେ ଚକିତ କଲାଭଳି କିଛି ପୋଷ୍ଟ ପୋଲିସ ଦେଖିବାକୁ…

ସ୍ତ୍ରୀ ଉପରେ ଖରାପ ନଜର ପକାଇବାରୁ ବଡ଼ ଭାଇକୁ ହତ୍ୟା

ଗ୍ରେଟର ନୋଏଡା, ୨୭।୭: ଗ୍ରେଟର ନୋଏଡାର ବିସରଖ ଗ୍ରାମରେ ଜଣେ ଯୁବକଙ୍କ ହତ୍ୟା ମାମଲାରେ ପୋଲିସ ତାଙ୍କ ସାନ ଭାଇକୁ ଗିରଫ କରିଛି। ମୃତକ ଯୁବକଜଣଙ୍କ ପରିବାରର ମହିଳାଙ୍କ ପ୍ରତି ଖରାପ ବ୍ୟବହାର ପ୍ରଦର୍ଶନ କରିବା ସହିତ ତାଙ୍କ ସାନ ଭାଇଙ୍କ…

ସୁଟ୍‌କେସରୁ ମିଳିଲା ନବବିବାହିତ ମହିଳାଙ୍କ ମୃତ ଦେହ

ଗାଜିଆବାଦ, ୨୭।୭: ଉତ୍ତର ପ୍ରଦେଶର ଗାଜିଆବାଦରୁ ଚକିତ କଲା ଭଳି ଏକ ଖବର ଆସିଛି। ସୋମବାର ସକାଳେ ଗାଜିଆବାଦର ସାହିବାବାଦ୍‌ ଥାନା ଅଞ୍ଚଳରେ ଗୋଟିଏ ସୁଟ୍‌କେସ ମଧ୍ୟରୁ ଜଣେ ନବବିବାହିତ ଯୁବତୀଙ୍କ ଶବ ଉଦ୍ଧାର କରାଯାଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ

ଧାମନଗର, ୨୭।୭(ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଞ୍ଚଳର ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ସୋମବାର ସକାଳେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଥାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri