ଅପରାଧ

ବିନା ଚାକିରିରେ ୧୫ ବର୍ଷ ଧରି ଆକାଉଣ୍ଟକୁ ଆସୁଥିଲା ଟଙ୍କା, ଜଣା ପଡ଼ିବାରୁ…

ରୋମ,୨୬।୪: ଚାକିରି କରୁଥିବା ଲୋକ ସବୁବେଳେ ଭାବିଥାନ୍ତି ଯେତେ ପରିଶ୍ରମ କରୁଛନ୍ତି ସେହି ଅନୁଯାୟୀ ତାଙ୍କୁ ଦରମା ମିଳୁ। ମାତ୍ର କିଛି ଲୋକ ନିଜ ଦରମାକୁ ନେଇ ସନ୍ତୁଷ୍ଟ ନ ହୋଇ ଆଉ କିଛି ଇଚ୍ଛା ରଖିଥାନ୍ତି, ଯେମିତି କି ତାଙ୍କ…

ଶିକାର ପାଇଁ ସୁଯୋଗ ଦେଲେ

ଭୁବନେଶ୍ୱର,୨୬।୪ (ବ୍ୟୁରୋ): ବାରମ୍ବାର ଚଢ଼ାଉ ହେଉଛି। ବିପୁଳ ପରିମାଣର ଛାଲ, ଦାନ୍ତ, ନଖ ଆଦି ବନ୍ୟପ୍ରାଣୀ ସାମଗ୍ରୀ ଜବତ ହେଉଛି। ଜୀବନ୍ତ ବ୍ରଜକାପ୍ତା ଚାଲାଣ ମଧ୍ୟ ଧରାପଡୁଛି। ହେଲେ ଯେତେ ଧରିଲେ ବି ସେତେ ଚୋରା ଚାଲାଣ ହେଉଛି। ଏଥିରୁ ଜଣାପଡୁଛି…

ଭିଜିଲାନ୍ସ ଜାଲରେ କର୍ଲାମୁଣ୍ଡା ଆର୍‌ଆଇ

କର୍ଲାମୁଣ୍ଡା,୨୩।୪(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆର୍‌ଆଇ ରମେଶ ବରାଳ। ଏକ ଡିମାରକେଶନ ରିପୋର୍ଟ ପାଇଁ ଜନୈକ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ସେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନାନୁଯାୟୀ, ରିଞ୍ଜା ଗ୍ରାମର ବିରଞ୍ଚି ଚୌଧୁରୀ କର୍ଲାମୁଣ୍ଡାଠାରେ ଥିବା…

ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୨ ଗିରଫ

କଟକ ଅଫିସ,୨୦।୪: କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ମାମଲାରେ ମଙ୍ଗଳାବାଗ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କନଷ୍ଟେବଳ ମହମ୍ମଦ ମୌସିମ, ସମ୍ବଲପୁର ଜେଲର ଜଣେ ଓ୍ବାର୍ଡର। ତେବେ ମୌସିମ ହାଇଦର ଫେରାର…

ହାଇଦ୍ରାବାଦରୁ କଟକରେ ପହଞ୍ଚିଲେ ହାଇଦର, ଚାଲିଛି ଜେରା

କଟକ ଅଫିସ,୧୬।୪: କଟକ ବଡ଼ ଡାକ୍ତରଖାନାରୁ ଗତ ଶନିବାର ଫେରାର ହୋଇଥିବା କୁଖ୍ୟାତ ଅପରାଧୀ ଶେକ୍‌ ହାଇଦରଙ୍କୁ ହାଇଦ୍ରାବାଦରୁ ଗୁରୁବାର ସନ୍ଧ୍ୟାରେ ଧରା ଯାଇଥିଲା। ତେବେ ଶୁକ୍ରବାର ବିମାନରେ ତେଲେଙ୍ଗାନାରୁ ଓଡ଼ିଶା ଆଣିଥିଲା କମିଶନରେଟ୍‌ ପୋଲିସ। କଡ଼ା ସୁରକ୍ଷା ବଳୟ ମଧ୍ୟରେ…

ଚାକିରି ନାଁରେ ନାବାଳିକାଙ୍କୁ ଯୌନ ଶୋଷଣ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଏକ ପେପର କମ୍ପାନୀରେ ଚାକିରି ଦେବାକୁ କହି ଜଣେ ନାବାଳିକାଙ୍କୁ ଭୁବନେଶ୍ୱର ଭରତପୁର ଥାନା ତାରିଣୀ ବସ୍ତିରେ ଏକ ଘରେ ରଖି ଦେହ ବ୍ୟବସାୟରେ ଲଗାଯାଉଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳିକାଙ୍କ ସବତ ମା’ଙ୍କ ମଧ୍ୟ…

ମାତିଲେ ଚୋର: ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ନେଇଗଲେ ପ୍ରାୟ ୨ଲକ୍ଷ ଟଙ୍କା

ପୁରୁଷୋତ୍ତମପୁର, ୧୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନି ଗ୍ରାମରେ ଥିବା ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବା କେନ୍ଦ୍ରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ପ୍ରାୟ ୨ ଲକ୍ଷ ଟଙ୍କା ଚୋରି କରି ନେଇଥିବା ଜଣାପଡ଼ିଛି। ପ୍ରକାଶ ଯେ,…

ହାଇଦର ସହଯୋଗୀ ୟାକୁବଙ୍କ ଆତ୍ମସମର୍ପଣ: ଯୋଗାଉଥିଲେ ବିରିୟାନୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରଙ୍କ ସହଯୋଗୀ ସଲୁ ଓରଫ ୟାକୁବ ସୋମବାର କଟକ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏସ୍‌ସିବିରେ ହାଇଦରଙ୍କୁ ବିରିୟାନୀ ଦେଇଥିଲେ ୟାକୁବ । ସେପଟେ ହାଇଦରକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ରେଡ୍‌ ଜାରି କରିଛି କମିଶନରେଟ୍‌ ପୋଲିସ।…

ଝରାଫୁଲ ମୃତ୍ୟୁ ଘଟଣା: ଆଉ ଜଣେ ଗିରଫ

ରସୁଲପୁର(ଡି.ଏନ୍‌.ଏ.)/ଭୁବନେଶ୍ୱର,୧୨।୪(ବ୍ୟୁରୋ)ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଉଛନ୍ତି ମୁଖ୍ୟ ଅଭିଯୁକ୍ତ ତଥା ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶ ସ୍ବାଇଁଙ୍କ ସହଯୋଗୀ ଅମରେଶ ରାଉତ। ଘଟଣାର ତଦନ୍ତ ପାଇଁ…

ସାବଧାନ! ଝିଅଙ୍କୁ ଆଖି ମାରିଲେ, ଫ୍ଲାଇଂ କିସ୍‌ କଲେ ଯିବେ ଜେଲ୍‌

ମୁମ୍ବାଇ,୧୧।୪: ଜଣେ ନାବାଳିକାଙ୍କୁ ଆଖି ମାରିବା ଓ ଫ୍ଲାଇଂ କିସ୍‌ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ମୁମ୍ବାଇର ଜଣେ ୨୦ ବର୍ଷୀୟ ଯୁବକଙ୍କୁ ବର୍ଷକ ପାଇଁ ଜେଲ ଦଣ୍ଡାଦେଶ ହୋଇଥିବା ବେଳେ ୧୫ ହଜାର ଟଙ୍କା ଜରିମାନା…

ଝାରପଡ଼ା ଜେଲରେ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଝାରପଡ଼ା ଜେଲରେ କଏଦୀଙ୍କୁ ଦିଆଯାଉଛି ଅକଥନୀୟ ନିର୍ଯାତନା। ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ ସହ ଓ୍ବାର୍ଡରମାନେ ସଂଘବଦ୍ଧ ଭାବେ ମାଡ଼ ମାରୁଛନ୍ତି। ଏନେଇ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀ ରାକେଶ ବେହେରା ଛାତ୍ରନେତା ମହେଶ ପ୍ରସାଦଙ୍କ ଜରିଆରେ ହାଇକୋର୍ଟ ମୁଖ୍ୟ…

ଫେରାର ପରେ ତତ୍ପର

କଟକ ଅଫିସ, ୧୧।୪: ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଚିକିତ୍ସାଧୀନ ଅବସ୍ଥାରେ ଏସ୍‌ସିବିରୁ ଶନିବାର ଅପରାହ୍ନରେ ଫେରାର ହୋଇଯିବା ଘଟଣା କମିଶନରେଟ ପୋଲିସର ଏବେ ମୁଣ୍ଡ ବିନ୍ଧାର କାରଣ ସାଜିଛି। ତାଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ନାକାବନ୍ଦୀ କରି ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?