ଅପରାଧ

ବଦଳୁନି ଆପରାଧିକ ମନୋଭାବ

ଅନୁଗୋଳ ଅଫିସ, ୧୧ା୪: ଅପରାଧରେ ଜଡ଼ିତ ଅଭିଯୋଗରେ ଜେଲ ପଠାଯାଉଛି। ମାସ ମାସ ଧରି କାରାଗାରାରେ ରଖାଯାଇ ଦଣ୍ଡିତ କରାଯାଉଛି। ଆପରାଧିକ କାର୍ଯ୍ୟ ଛାଡ଼ି ସାଧାରଣ ଜୀବନକୁ ଫେରିବା ପାଇଁ ଜେଲ୍‌ ସଂସ୍କାର ପ୍ରକ୍ରିୟାରେ ବହୁ ନୀତିଶିକ୍ଷା ଦିଆଯାଉଛି। ହେଲେ କେତେଜଣ…

ପୋଲିସ ହେପାଜତରୁ ଖସିଗଲେ ଗ୍ୟାଙ୍ଗଷ୍ଟର ହାଇଦର

କଟକ ଅଫିସ,୧୦।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର କଟକ ବଡ଼ ଡାକ୍ତରଖାନାର ସର୍ଜରୀ ଓ୍ବାର୍ଡରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସେ ଚିକିତ୍ସା ପାଇଁ ଏସ୍‌ସିବିରେ ଭର୍ତ୍ତି ହୋଇଥିବା ବେଳେ ପୋଲିସକୁ ଚକମା ଦେଖାଇ ଖସିଯାଇଛନ୍ତି। ସୂଚନାଯୋଗ୍ୟ, ୨୦୦୯ରେ ହାଇଦର ଗ୍ୟାଙ୍ଗଷ୍ଟର ସୁଲେମାନକୁ…

ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ବଡ଼ପଦର ପଞ୍ଚାୟତ ପଳାସପଦର ଗ୍ରାମ ନିକଟରୁ ୧୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ଦେଢ଼ ଗୋଟି ଟଙ୍କା। ଏ ନେଇ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକ ସୂଚନା…

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଭୁବନେଶ୍ୱରର ଘାଟିକିଆ ଅଞ୍ଚଳରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ…

ବିଦେଶରେ ଚାକିରି ନାଁରେ ଠକେଇ; ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇ ନେଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର ଅଫିସ,୪ା୪: ବିଦେଶରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ନେଇ ବ୍ରହ୍ମପୁରର ଜଣେ ଯୁବକ ଅଭିଯୋଗ କରିଥିଲେ। ଏଭଳି ଏକ ଅଭିଯୋଗର ତଦନ୍ତ କରି ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ଭୁବନେଶ୍ୱର ନୟାପଲ୍ଲୀରୁ ଏହି ଠକ ର଼୍ୟାକେଟ୍‌ ମୁଖ୍ୟ ସଞ୍ଜୟ…

ଦିଅରଙ୍କ ହାତରେ ଭାଉଜଙ୍କ ଜୀବନ ଗଲା

କଟକ ଅଫିସ,୨।୪: କଟକ ସହର ଶିଖରପୁର ଉପର ସାହିରେ ଜମିବାଡିକୁ କେନ୍ଦ୍ରକରି ଶୁକ୍ରବାର ସକାଳେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିଅରଙ୍କ ଆକ୍ରମଣରେ ବିଧବା ଭାଉଜଙ୍କର ମୃତ୍ୟୁ ଘଟିଛି। ମୃତ ଭାଉଜ ହେଲେ କାମାକ୍ଷୀ ସ୍ବାଇଁ (୪୫)। କାମାକ୍ଷୀଙ୍କ ଶରୀରର ବିଭିନ୍ନ…

ସାଇବର ଠକେଇ ରୋକିବାରେ ପୋଲିସ ବିଫଳ: ୨ମାସରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ସାଇବର ଠକେଇ ରୋକିବାରେ ରାଜ୍ୟ ପୋଲିସ ବିଫଳ ହୋଇଛି। କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉ ନ ଥିବାରୁ ସାଇବର ଠକମାନେ ସକ୍ରିୟ ହୋଇଉଠିଛନ୍ତି। ତଦନ୍ତରେ ବୈଷୟିକ ଜ୍ଞାନକୌଶଳର ଅଭାବ ଓ ଲୋକଙ୍କ ଅସଚେତନତାର ଫାଇଦା ଉଠାଉଛନ୍ତି ସେମାନେ। ୨…

ଚୋରି କରିବାକୁ ଆସିଥିଲା ଚୋର, ବ୍ୟାଗ୍‌ ଭର୍ତ୍ତି ଟଙ୍କା ଦେଖି ହେଲା ହାର୍ଟ ଆଟାକ୍‌, ଆଉ ତା’ ପରେ…

ଲକ୍ଷ୍ନୌ,୧।୪: ଉତ୍ତରପ୍ରଦେଶର ବିଜନୋରରେ ଚୋରି କରିବାକୁ ଆସିଥିବା ଜଣେ ଚୋର ବ୍ୟାଗ୍‌ରେ ୭ ଲକ୍ଷ ଟଙ୍କା ଦେଖି ଖୁସିରେ ଆତ୍ମବିଭୋର ହୋଇଯାଇଥିଲେ। ସେ ଏତେ ଖୁସି ହୋଇଯାଇଥିଲେ ଯେ, ତାଙ୍କୁ ହାର୍ଟ ଆଟାକ୍‌ ହୋଇଥିଲା। ଫଳରେ ସେ ଡାକ୍ତରଖାନା ଯାଇଥିଲେ। ଏହି…

ପୁରୀ ମାଉସୀ ମା’ ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ପୁରୀ ଅଫିସ,୧।୪: ପୁରୀ ମାଉସୀ ମା’ ମନ୍ଦିରରୁ ଲୁଟ୍‌ ଅଭିଯୋଗ ହୋଇଛି। ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟ୍‌ରେ ପଡ଼ିଥିବା ତାଲା ଭାଙ୍ଗି ଭିତରେ ପଶିବା ପରେ ଏହା ଭିତରେ ଥିବା ଆଉ ୩ଟି ତାଲା କାଟି ମୁଖ୍ୟ ମନ୍ଦିରରେ ପ୍ରବେଶ…

କାଠ ବୋଝେଇ ଟ୍ରାକ୍ଟର ଜବତ: ଜଣେ ଗିରଫ

ଠାକୁରମୁଣ୍ଡା, ୩୧।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ନୋଦା ଗ୍ରାମରୁ ବୁଧବାର ଏକ ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ ହୋଇଛି। ଏହି ଘଟଣାରେ ସମ୍ପୂକ୍ତ ଟ୍ରାକ୍ଟର ଡ୍ରାଇଭରଙ୍କୁ ବନ କର୍ମଚାରୀ ଗିରଫ କରିଛି। ସେ…

ହେଲମେଣ୍ଟ, ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା; କନଷ୍ଟେବଳ ନିଲମ୍ବିତ, ଡ୍ରାଇଭର କାର୍ଯ୍ୟରୁ ପ୍ରତ୍ୟାହାର

ଠାକୁରମୁଣ୍ଡା, ୩୦।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ପୋଲିସର ଏକ ଅମାନୁଷିକତା ଘଟଣା ପଦାକୁ ଆସିଛି। ହେଲମେଣ୍ଟ ଓ ମାକ୍ସ ଚେକିଂ ସମୟରେ ପୋଲିସର ଲାଠି ମାଡରେ ଜଣେ ବାଇକ ଚାଳକଙ୍କ ମୁଣ୍ଡ ଫାଟି ଲହୁଲୁହାଣ ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ…

କୁକୁଡ଼ା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ: ବିପୁଳ ପରିମାଣର ମଦ ଜବତ, ଜଣେ ଅଟକ

ଅନୁଗୋଳ ଅଫିସ, ୨୯।୩: ଅନୁଗୋଳ ଜିଲା ଜରାସିଂହା ଗ୍ରାମରେ ରବିବାର ସନ୍ଧ୍ୟାରେ ସ୍ପେଶାଲ ସ୍କାର୍ଡ ପୋଲିସ ଚଢ଼ାଉକରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିଛି । ସୂଚନାନୁସାରେ, ଜରାସିଂହା ଗ୍ରାମର ଜିତେନ୍ଦ୍ର କୁମାର ସାହୁ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?