ଅପରାଧ

ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଯାଜପୁର ଅଫିସ୍‌, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଶନିବାର ରାତିରେ…

ପ୍ରେମିକଙ୍କୁ ଧରିବା ପାଇଁ ୬ ଘଣ୍ଟା ଖଟ ତଳେ ଲୁଚିଥିଲେ ମହିଳାଙ୍କ ସ୍ବାମୀ, ଆଉ ତା’ ପରେ…

ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ପ୍ରେମିକଙ୍କୁ ଧରିବା ପାଇଁ ଖଟ ତଳେ ଦୀର୍ଘ ୬ ଘଣ୍ଟା ଲୁଚି ରହିଥିଲେ। ପରେ ଏଥିରେ ସେ ସଫଳ ମଧ୍ୟ ହୋଇଥିଲେ। ଜାଣନ୍ତୁ ପୂରା ଘଟଣା ସମ୍ପର୍କରେ… ପେସାରେ ବଢ଼େଇ ଥିବା ଭରତ…

ଲୁଟେରା ଗ୍ୟାଙ୍ଗ୍‌ର ୬ ଗିରଫ

କଟକ ଅଫିସ,୨୬।୩: ମଧୁପାଟଣା ଥାନା ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌ର ୬ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪ ବନ୍ଧୁକ, ୮ ଗୁଳି, ୬ ମୋବାଇଲ ଫୋନ୍‌, ୨ବାଇକ୍‌ ସମେତ ନଗଦ ୫୫୦୦ ଟଙ୍କା ଜବତ କରିଛି। ଗିରଫ ହୋଇଥିବା ଲୁଟେରାମାନେ…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ୩ ଥାନାରେ ଅଟକ, ଗିରଫ ଦାବିରେ ରାସ୍ତା ଅବରୋଧ

ବାହାନଗା,୨୩।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ଅଧୀନ କଲ୍ୟାଣୀ ପଞ୍ଚାୟତ ଅରଳା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ସନ୍ଧ୍ୟାରେ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ନରେନ୍ଦ୍ର ଜେନାଙ୍କ ପୁଅ ପ୍ରଶାନ୍ତ(୩୩)। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି…

ରାଜଧାନୀରେ ଗଣବଳାତ୍କାର ଅଭିଯୋଗ: ଘରେ ଛାଡିଦେବେ କହି ଅପହରଣ କରିନେଇ…

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜଧାନୀରେ ଜଣେ ମହିଳା ଗଣବଳାତ୍କାରର ଶିକାର ହୋଇଛନ୍ତି। ଗତ ଫେବୃୟାରୀ ମାସରେ ଏହି ଘଟଣା ଘଟିଥିଲେ ମଧ୍ୟ ପୀଡିତା ଜଣକ ନ୍ୟାୟ ପାଇଁ ପୋଲିସ କମିଶନରଙ୍କ ଦ୍ୱାରସ୍ଥ ହେବାପରେ ଘଟଣା ପଦାକୁ ଆସିଛି। ପୋଲିସ ଅଭିଯୋଗ ରଖୁ ନ…

ପଟ୍ଟାମୁଣ୍ଡାଇ ସହରରେ ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ପଟ୍ଟାମୁଣ୍ଡାଇ,୨୦।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ ନଂ. ୱାର୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ସହରରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଶନିବାର ୧୪୪ ଧାରା ଜାରି କରାଯାଇଛି। ପ୍ରକାଶ…

୨୯ବର୍ଷ ପରେ ପ୍ରକାଶ ପାଇଲା ରାୟ: ୭ ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ଖୋର୍ଦ୍ଧା ଅଫିସ,୨୦।୩: ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ରାୟ ଦୀର୍ଘ ୨୯ବର୍ଷ ପରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଖୋର୍ଦ୍ଧା ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ନରେଶ ମହାନ୍ତି ୨୨ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ୭ ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ଦଣ୍ଡ…

ପୃଥକ ୨ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ଗହଣା ଜବତ

କୋରାପୁଟ,୧୯।୩(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ପୋଲିସ ପୃଥକ ଦୁଇଟି ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି। ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଦୁଇ ପୃଥକ ଲୁଟ୍‌ ଘଟଣାର…

ବଚ୍ଚନସୁଧା ହତ୍ୟା ଘଟଣାର ଅନ୍ତରାଳେ…

ଭୁବନେଶ୍ୱର,୧୯।୩(ବ୍ୟୁରୋ): ସୁରକ୍ଷା ଦେବା ପାଇଁ ସୁରକ୍ଷାକର୍ମୀଙ୍କୁ ଘରେ ନିୟୋଜିତ କରାଯାଇଥିଲା। ହେଲେ ସେ ସୁନାଗହଣା ଲୁଟ୍‌ କରିବାକୁ ମାଲିକାଣୀଙ୍କୁ ହତ୍ୟା କରିବାକୁ ପଛାଇ ନ ଥିଲେ। ଅତି ନିର୍ମମ ଭାବେ ଛୁରି ଭୁସି ହତ୍ୟା କରିଥିଲେ। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବଚ୍ଚନସୁଧା…

ଯୁବକଙ୍କୁ ଗୁଳିମାଡ଼; ୩ ଗିରଫ, ବନ୍ଧୁକ ଜବତ

ବ୍ରହ୍ମପୁର ଅଫିସ, ୧୭।୩: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡ଼ସିଂ ଧୋବା ସାହିରେ ମଙ୍ଗଳବାର ମଧ୍ୟରାତିରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ପୋଲିସ ଏହି ଘଟଣାରେ ବୁଧବାର ମାଷ୍ଟରମାଇଣ୍ଡ ସମେତ ୩ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଖୋଡାସିଂ…

ଅଷ୍ଟପ୍ରହରୀ ଚାନ୍ଦାକୁ ନେଇ ଯୁବକଙ୍କୁ ହତ୍ୟା

ରସୁଲପୁର,୧୫।୩(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାହାଦଳାପୁର୍‌ ପଞ୍ଚାୟତ ସରିଫାବଦ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଥିବା କୁଆଖିଆ ଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ମହେଶ୍ବର ଦଳାଇଙ୍କ ପୁଅ ଟିଟୁଆ(୨୫)ଙ୍କୁ କେହି ହତ୍ୟା କରିଥିବା ତାଙ୍କ ମା କୁଆଖିଆ ଥାନାରେ ଜଣାଇଛନ୍ତି। ଶନିବାର…

୧୩ ବର୍ଷ ପରେ ସଙ୍ଗୀତକାର ସୁମନ୍ତ ମହାନ୍ତିଙ୍କ ହତ୍ୟାକାଣ୍ଡର ୫ମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ୨୦୦୮ରେ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କୁ ହତ୍ୟା କରାଯାଇଥିଲା। ତେବେ ଦୀର୍ଘ ୧୩ ବର୍ଷ ପରେ ଏହି ଘଟଣାରେ ସମ୍ପୃକ୍ତ ବିକ୍ରମ ଆଦିତ୍ୟ ଜେନାଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି ବୋଲି ଏକ ଖବରଦାତା ସମ୍ମିଳନୀରେ ପୋଲିସ କମିଶନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?