ଅପରାଧ

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ପୋଲିସ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆକୁ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ ସମୟରେ ଚଢ଼ାଉ କରାଯାଇ ଜବତ ହୋଇଥିବା ପ୍ରାୟ ୩,୧୧୬ କିଲୋଗ୍ରାମ…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା ସାମ୍ନାକୁ ଆସୁଛି। ଶୁକ୍ରବାର ରାଜନଗର ଭଳି ଶାନ୍ତିପୂର୍ଣ୍ଣ ଜାଗାରେ ବାଲି ବୋଝେଇ ଟ୍ରକ୍‌କୁ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ହତ୍ୟାକାଣ୍ଡର ତାର ତିନୋଟି ରାଜ୍ୟ ସହ ଜଡ଼ିତ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର ଜଣେ ସୈନିକ ହାପି ସିଂହ ତାଙ୍କ ପତ୍ନୀ ରମନଦୀପ କୌରଙ୍କୁ ଭାକ୍ରା କେନାଲରେ…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା ଓ ରାଜ୍ୟ ବାହାରକୁ ଗୋ’ଚାଲାଣ ହେଉଛି। ଏଥିସହ ଆଉ କେତେକ ସମୟରେ ଚଲାଇ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଠାବ କରିଥିଲା। ପରେ ୨୨ ତାରିଖରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଉଦ୍ଧାର କରାଯାଇଥିଲା। ସେହିଦିନ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କରିବା ପରେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା। ସୂଚନାନୁଯାୟୀ, ଗ୍ରାମର ରାଜକନିକା ଯଶୀପୁର ଅଞ୍ଚଳର ସସ୍ମିତା ପରିଡ଼ା ନିଜ ବାପଘର ବାସୁଦେବପୁର…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ ମାମଲା ରୁଜୁ ହୋଇଛି। ଆହତ ଯୁବକ ପ୍ରଦୀପ ମେହେରଙ୍କ ଏତଲା ଆଧାରରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?