ଅପରାଧ

୮ ଲକ୍ଷ ମୂଲ୍ୟର ବ୍ରାଉନସୁଗାର ଜବତ: ୨ ଗିରଫ

ଭଦ୍ରକଅଫିସ,୩୧ା୫: ରବିବାର ସକାଳୁ ଚରମ୍ପା ଓଭରବ୍ରିଜ ନିକଟରୁ ୮୧ ଗ୍ରାମ୍‌ ବ୍ରାଉନ ସୁଗାର ଜବତ ସହ ଦୁଇ ଜଣଙ୍କୁ ଗିରଫ କରିଛି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍‌ । ସୂଚନାନୁଯାୟୀ, ଧଳା ଜହର କାରବାର ଭଦ୍ରକ ଜିଲାରେ ବ୍ୟାପକ…

ଯୌତୁକ ନିର୍ଯାତନା ଅଭିଯୋଗ: ୪ଜଣଙ୍କ ନାମରେ ମାମଲା

ଭଣ୍ଡାରିପୋଖରୀ,୩୦।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତରେ ଜଣେ ବଧୂଙ୍କୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀଙ୍କ ସମେତ ୪ ଜଣଙ୍କ ନାମରେ ଶୁକ୍ରବାର ମାମଲା ରୁଜୁ କରିଛି। ପ୍ରକାଶ ଯେ, ୨୦୧୯ରେ ଭଣ୍ଡାରିପୋଖରୀ ଥାନା ସରପଦା…

ରାଜଧାନୀରେ ହାଇପ୍ରୋଫାଇଲ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଗିରଫ, ୩ କାର୍‌ , ୧ ଲକ୍ଷ ୫୩ ହଜାର ଜବତ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରରେ ହାଇ ପ୍ରୋଫାଇଲ ଜୁଆ ଆଡ୍ଡା ଚାଲିଛି। ନୟାପଲ୍ଲୀ ଭିଆଇପି କଲୋନୀରେ ଏକ ହୋଟେଲରେ ଏହି ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ନୟାପଲ୍ଲୀ ପୋଲିସର ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା।…

କରୋନା ପାଇଁ ନରବଳି ଦେଲେ ପୂଜକ, କଟୁରି ଜବତ

ନରସିଂହପୁର,୨୮ା୫(ଡି.ଏନ୍‌.ଏ.): କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ବନ୍ଧହୁଡ଼ା ମା’ ବ୍ରାହ୍ମଣୀ ମନ୍ଦିରରେ ଜଣେ ପୂଜକ କରୋନା ପାଇଁ ନରବଳି ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ଦିରର ୭୦ ବର୍ଷୀୟ ପୂଜକ ସଂସାରୀ ଓଝା ପୋଲିସକୁ ଦେଇଥିବା ବୟାନ…

ଜଟଣୀ ବାଇପାସ୍‌ ନିକଟରେ ଅବକାରୀ ଗୁଇନ୍ଦା ବିଭାଗର ଚଢ଼ାଉ: ୧୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୬।୫: କଟକ ଅବକାରୀ ଗୁଇନ୍ଦା ବିଭାଗ ବୁଧବାର ଜଟଣୀ ବାଇପାସ ଛକ ନିକଟରେ ଚଢ଼ାଉ କରି ୧୦୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ଏସ୍‌.କେ.ସରିଫ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକଙ୍କ ନିକଟରୁ ୨ହଜାର ଟଙ୍କା…

୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ୨ ଗିରଫ

ଗୁଣପୁର, ୨୭।୫(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଣପୁରରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ କରାଯାଇଛି l ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବି. ସନ୍ତୋଷ କୁମାର ଏବଂ…

କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକରଖି ପଚରାଉଚରା କରୁଥିଲା ା ଘଟଣାରେ ସତ୍ୟତା ରହିଥିବା…

ବରଗଡ଼ ଜିଲାପାଳ-ଏସ୍‌ପିଙ୍କ ନାମରେ ଜାଲ ଫେସବୁକ୍‌ ଆକାଉଣ୍ଟ: ମାମଲା ରୁଜୁ କରି ପୋଲିସର ତନାଘନା

ବରଗଡ଼ ଅଫିସ,୨୬।୫- ବରଗଡ଼ ଜିଲାରେ ସାଇବର୍‌ କ୍ରାଇମରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଅପରାଧୀମାନେ ଖୋଦ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଏସ୍‌ପି ପଦ୍ମିନୀ ସାହୁଙ୍କ ନାମରେ ଜାଲ ଫେସବୁକ ଆକାଉଣ୍ଟ ଖୋଲିବା ପୋଲିସ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ହୋଇପଡିଛି।…

ଭୁବନେଶ୍ୱରରୁ ୪୦ କେଜି ଗଞ୍ଜେଇ ଜବତ: ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୨ ଗିରଫ

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରସ୍ଥ ଖଣ୍ଡଗିରି ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ପଞ୍ଚଶଖା ଅଞ୍ଚଳରେ ଚଢ଼ାଉକରି ୨ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲେଶ୍ୱର ଜିଲାର ରାଜୀବ ପାତ୍ର ଓ ଉଜ୍ୱଳ ପ୍ରଧାନ। ସେମାନଙ୍କ ନିକଟରୁ…

ଭୋଗ ଡାରେ ସିରିଜ୍‌ ବୋମାମାଡ଼: ଗୋଟିଏ ପରିବାରର ୩ ଗୁରୁତର

ଖୋର୍ଦ୍ଧା ଅଫିସ, ୨୬।୫: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ଭୋଗ ଡାରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ବୋମାମାଡ଼ ଘଟିଛି । ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି । ଆହତମାନେ ହେଲେ ସୁକାନ୍ତ ଜୟସିଂ, ସ୍ତ୍ରୀ ଲାବଣ୍ୟ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ: ସରପଞ୍ଚଙ୍କ ସ୍ବାମୀ ଗୁରୁତର

ବାଲେଶ୍ୱର ଅଫିସ,୨୫ା୫: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସାଉଡ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ କମଳଲୋଚନ ପଣ୍ଡାଙ୍କୁ ସୋମବାର ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ସରପଞ୍ଚ ସୁଲୋଚନା ପଣ୍ଡାଙ୍କ ସ୍ବାମୀ କମଳଲୋଚନ…

ସାଇବର ଠକେଇ ଜାଲରେ ପୂର୍ବତନ ପୋଲିସ ଡିଜି

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ରାଜ୍ୟରେ ଏବେ ପୁଣି ସକ୍ରିୟ ହେଲେଣି ସାଇବର ଅପରାଧୀ। ସେମାନେ ଲୋକଙ୍କ ମେଲ୍‌ ଆଇଡି ପାସ୍‌ଓ୍ବାଡ୍‌ ଏବଂ ଅନ୍ୟ ସାଇଟ୍‌କୁ ହ୍ୟାକ୍‌ କରି ଲକ୍ଷାଧିକ ଟଙ୍କା ଦାବି କରୁଛନ୍ତି। ଏପରିକି ଟଙ୍କା ନ ଦେଲେ ପର୍ସନାଲ ଡାଟାକୁ ଭାଇରାଲ କରିଦେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri