ଜଲେଶପଟ୍ଟା ଆଶ୍ରମ ସ୍ବାମିଜୀଙ୍କୁ ହତ୍ୟା ଧମକ
ଫୁଲବାଣୀ ଅଫିସ/ତୁମୁଡ଼ିବନ୍ଧ,୨୧।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ମୁଖ୍ୟ ସ୍ବାମିଜୀଙ୍କୁ ଏକ ଅଜଣା ଫୋନ ନମ୍ବରରୁ ଶନିବାର ହତ୍ୟା ଧମକ ମିଳିଛି। ସ୍ବାମୀ ଜୀବନ ମୁକ୍ତାନନ୍ଦଙ୍କ ମୋବାଇଲ ନଂ.୯୪୩୯୨୨୩୮୪୧କୁ କେହି ଅଜଣା ଦୁର୍ବୃତ୍ତ ଅପରାହ୍ନ ୪ଟାରେ ୯୧୭୮୨୪୬୬୬୩…
ମାଜିଷ୍ଟ୍ରେଟଙ୍କ ଜାଲ୍ ଦସ୍ତଖତରେ ଅଭିଯୁକ୍ତଙ୍କୁ ବେଲ୍: ଏଏସ୍ଆଇ ଗିରଫ
ବୁଗୁଡ଼ା,୨୦।୨(ଡି.ଏନ୍.ଏ.): ମାଜିଷ୍ଟ୍ରେଟଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତଙ୍କୁ ବେଲରେ ଛାଡ଼ିବା ଘଟଣାରେ ବୁଗୁଡ଼ା ଜେଏମ୍ଏଫ୍ସି କୋର୍ଟର ପୋଲିସ ଏଏସ୍ଆଇ ସୂର୍ଯ୍ୟ ନାରାୟଣ ବେହେରାଙ୍କୁ ଗିରଫ କରିଛି । ସୂର୍ଯ୍ୟ ନାରାୟଣଙ୍କ ବିରୋଧରେ ବୁଗୁଡ଼ା କୋର୍ଟର ମାଜିଷ୍ଟ୍ରେଟ ସୋନାଲି ଅପରାଜିତା ଏଫ୍ଆଇଆର ଦେବାପରେ…
ଚୋରି ସୁନା ବିକି ସ୍କୁଟି କିଣିଥିଲେ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ରହୁଥିବା ନିବେଦିତା ରାୟଙ୍କ ଘରୁ ୧୦ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଚୋରି କରି ଗିରଫ ହୋଇଛନ୍ତି ଜଣେ ମହିଳା ଘରୋଇ ସହାୟିକା ଓ ତାଙ୍କ ସହଯୋଗୀ। ସେମାନେ ହେଲେ ଡୁମୁଡୁମା ରଘୁନାଥ…
ଅଟୋରୁ ଯାତ୍ରୀଙ୍କଠାରୁ ବ୍ୟାଗ୍ ଝାମ୍ପି ନେଇଥିଲେ ଲୁଟେରା, ଏବେ ପୋଲିସ ପଞ୍ଝାରେ
କୋରାପୁଟ,୧୭।୨(ସ୍ବ.ପ୍ର.): କୋରାପୁଟ ଟାଉନ ପୋଲିସ ଦ୍ୱାରା ଜଣେ ଲୁଟେରାଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ଠାରୁ କିଛି ସୁନାଗହଣା ଏବଂ ନଗଦ ଟଙ୍କା ଜବତ କରାଯାଇଥିବା ଟାଉନ ଥାନାଧିକାରୀ ଧୀରେନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସୂଚନାରୁ ଜଣାପଡ଼ିଛି ଯେ, ମଙ୍ଗଳବାର ବିଳମ୍ବିତ…
ମଦଭାଟିରେ ଚାଲିଥିଲା ବ୍ରାଉନ୍ସୁଗାର ବେପାର: ମହିଳାଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୧୭।୨(ବ୍ୟୁରୋ): ମଞ୍ଚେଶ୍ୱର ପଳାଶୁଣିରେ ଥିବା ମଦଭାଟିରେ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଏଠାରୁ ୧୮୫ ଗ୍ରାମ ବ୍ରାଉନ୍ସୁଗାର ସହ ୧୧ହଜାର ଟଙ୍କା ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ମଧ୍ୟ ଗିରଫ କରାଯାଇଛି। ତେବେ ମହିଳାଙ୍କ ଜରିଆରେ…
ଝରାଫୁଲଙ୍କ ମୃତ୍ୟୁ ଉପରୁ ରହସ୍ୟ ହଟୁନି: ଅଭିଯୁକ୍ତ ଶକ୍ତି ଶେଖରଙ୍କ ସୁରାକ ପାଉନି ପୋଲିସ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ରହସ୍ୟଜନକ ମୃତ୍ୟୁ ଦିନକୁ ଦିନ ଆହୁରି ରହସ୍ୟ ଘେରକୁ ଚାଲିଯାଉଛି। ଘଟଣାର ୧୮ ଦିନ ବିତିଯାଇଥିଲେ ମଧ୍ୟ ମୃତ୍ୟୁର ପ୍ରକୃତ କାରଣ ପୋଲିସ ଖୋଜି ପାଉନି କି ସ୍ପଷ୍ଟ କରୁନି। ଏହି…
୧୧ଲକ୍ଷ ଟଙ୍କା ନ ଫେରାଇ ମହିଳାଙ୍କୁ ଅସଦାଚରଣ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉନ୍ସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ।…
ଯୁବକଙ୍କ ତଣ୍ଟି କାଟିଲେ ବାଉନ୍ସର
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉଁସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ।…
ଜମି ଦେବା ନାଁରେ ୩୩ ଲକ୍ଷ ଠକେଇ, ଜଣେ ଗିରଫ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭୁବନେଶ୍ୱରରେ ଜମି କିଣି ଦେବାକୁ କହି ୩୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ରବିବାର ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଅଞ୍ଚଳର ସଂଗ୍ରାମ ମହ୍ଲ(୪୨)। ସେ କିଛିଦିନ ହେବ…
କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି
ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ ଦାସଙ୍କ ୩ଦିନିଆ ରିମାଣ୍ଡ ରବିବାର ସରିଛି। ସୋମବାର ସେମାନଙ୍କୁ କୋର୍ଟରେ ହାଜର କରାଯିବ। ତେବେ…
ପ୍ରେମିକା ପାଇଁ ସ୍ତ୍ରୀଙ୍କୁ ହତ୍ୟା
ନୟାଗଡ ଅଫିସ,୧୫।୨: ନୟାଗଡ଼ ଜିଲା ଶରଣକୁଳ ଥାନା ସସ୍ମିତା ମହାପାତ୍ରଙ୍କୁ ହତ୍ୟା ପାଇଁ ତାଙ୍କ ସ୍ବାମୀ ଅକ୍ଷୟ ମହାପାତ୍ର ଓରଫ ଅଖିଳ (୩୯) ୫ଜଣ ସୁପାରିକିଲରଙ୍କ ସହାୟତା ନେଇଥିବାବେଳେ ପୋଲିସ ହତ୍ୟାର ରହସ୍ୟ ପର୍ଦ୍ଦାଫାଶ କରିଛି। ପ୍ରେମିକାଙ୍କୁ ବିବାହ ଲାଳସାରେ ଅକ୍ଷୟ…
କଟାମୁଣ୍ଡର କାହାଣୀ…
ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଫେବୃୟାରୀ ୩ରୁ ୧୧। କମିଶନରେଟ ପୋଲିସ୍ ପାଇଁ ଥିଲା ସବୁଠୁ ବଡ଼ ଚ୍ୟାଲେଞ୍ଜ। ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ-ଦାସପୁର ରାସ୍ତା ପାର୍ଶ୍ୱରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପୋଲିସ ଆଖିରୁ ନିଦ ହଜାଇ ଦେଇଥିଲା। ମୁଣ୍ଡ ନ…

