ମାଲକାନଗିରିରେ ବଢ଼ିଚାଲିଛି ଗୁଣିଗାରେଡ଼ି ଜନିତ ମୃତ୍ୟୁସଂଖ୍ୟା: ଦମ୍ପତିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ
ମାଲକାନଗିରି,୨୭ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଗୁଣିଗାରେଡ଼ି ସନ୍ଦେହ ଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଦୁଇଦିନ ତଳେ ମା’-ଝିଅଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ବେଳେ ଶନିବାର ଆଉ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଶୁକ୍ରବାର ରାତିରେ କୌଣସି ଦୁର୍ବୃତ୍ତ…
ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ
ସୁନ୍ଦରଗଡ଼, ୨୬।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ…
ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ
କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି ସଙ୍ଗମ କୁମାର ସାହୁ ଏକ ମାସ ପାଇଁ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ତେବେ…
ନାବାଳିକାକୁ ବଳାତ୍କାର ପରେ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ଯୁବକ
ବ୍ରହ୍ମପୁର ଅଫିସ ,୨୬।୬: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣକରି ବଳତ୍କାର ଓ ପରେ ହତ୍ୟା ଘଟଣାରେ ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ଖରିଆଗୁଡାର ଆଲୋକ ମହାରଣା(୨୦)।…
ବୃଦ୍ଧଙ୍କ ପାଇଁ କାଳ ହେଲା କୁକୁରକୁ ଖାଦ୍ୟ ଦେବା
ନୂଆଦିଲ୍ଲୀ, ୨୫।୬- ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଜଣେ ବୃଦ୍ଧଙ୍କ ପାଇଁ କାଳ ହୋଇଛି। ରାଜଧାନୀ ଦିଲ୍ଲୀର ପାହାଡ଼ଗଞ୍ଜ କ୍ରିଷ୍ଣା ମାର୍କେଟ୍ ଅଞ୍ଚଳର ୫୭ ବର୍ଷୀୟ ବୃଦ୍ଧ ବ୍ରଜମୋହନ କୁକୁରଙ୍କୁ ଖାଦ୍ୟ ଦେବାକୁ ଭଲ ପାଆନ୍ତି। ବୁଧବାର ସ୍ଥାନୀୟ ଏକ ପାର୍କ…
ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ
ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ସେହି ଗ୍ରାମର ନିତୁ ମହାପାତ୍ର(୧୯)। ସେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟର ଯୁକ୍ତ ତିନି…
କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ଆତ୍ମହତ୍ୟା କଲେ ଯୁବକ
ଗାଜିଆବାଦ, ୨୪।୬- ଉତ୍ତର ପ୍ରଦେଶର ଗାଜିଆବାଦ ସହରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କରୋନା ପଜିଟିଭ ବୋଲି ଜଣାପଡ଼ିବା ପରେ ଏଥିରେ ଭାଙ୍ଗିପଡ଼ି ଆତ୍ମହତ୍ୟା କରିଛନ୍ତି। ଗତ ୬ ଦିନ ହେବ ସେ ଜ୍ୱରରେ ପୀଡ଼ିତ ଥିଲେ।…
୪ ଘଣ୍ଟା ପାରୋଲରେ ଗଲେ ଅବଦୁର ରେହେମାନ
ଚୌଦ୍ୱାର,୨୪ା୬(ଡି.ଏନ୍.ଏ): ମା’ଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ସଂଦିଗ୍ଧ ଆତଙ୍କବାଦୀ ଅବ୍ଦୁର ରେହେମାନ ଦିଲ୍ଲୀ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ମାନ୍ୟବର ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବୁଧବାର ଚୌଦ୍ୱାର ଜେଲ୍ରୁ ଜଗତପୁର ପୋଲିସ ସହାୟତାରେ ତାଙ୍କ ଘର ଉକ୍ତ ଥାନା ଅନ୍ତର୍ଗତ ପଶ୍ଚିମକଚ୍ଛକୁ…
ଗଞ୍ଜାମର ଦୁର୍ଦ୍ଦାନ୍ତ ଅପରାଧୀ କୈଳାସଙ୍କ ନା’ରେ ଲାଗିଲା ଏନ୍ଏସ୍ଏ
ବ୍ରହ୍ମପୁର ଅଫିସ ,୨୪।୬- ଗଞ୍ଜାମ ଜିଲାର ଅନ୍ୟତମ ଦୁର୍ଦ୍ଦାନ୍ତ ଅପରାଧି ତଥା ବଡବଜାର ଥାନା ଅନ୍ତର୍ଗତ ସିତାଢ଼ିମ୍ବିରା ସାହିର କୈଳାସ ଘଡେଇଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ( ଏନ୍ଏସ୍ଏ) ଲାଗିଛି। କୈଳାସଙ୍କ ନାମରେ ୨୦ ରୁ ଊର୍ଦ୍ଧ୍ୱ ହତ୍ୟା,ଡକାୟତି ଭଳି ସଙ୍ଗୀନ…
ଜମି ଦେବାକୁ କହି ୧୬ ଲକ୍ଷ ଟଙ୍କା ଠକେଇ: ସାଇନାଥ ଇନ୍ଫ୍ରାଟେକ୍ ବିଲ୍ଡର ଗିରଫ
ଭୁବନେଶ୍ୱର,୨୪ା୬(ବ୍ୟୁରୋ): ଜମି ଦେବାକୁ କହି ୧୬ ଲକ୍ଷ ୮୦ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ସାଇନାଥ ଇନ୍ଫ୍ରାଟେକ୍ ବିଲ୍ଡର ସଂସ୍ଥାର ମୁଖ୍ୟଙ୍କୁ ଗିରଫ କରିଛି। ସେ ହେଲେ ଚନ୍ଦ୍ରଶେଖରପୁର ଓଏସ୍ଏଚ୍ଜି କଲୋନୀ ପ୍ଲଟ ନଂ-ଏଚ୍ଆଇଜି ୧୭/୧ରେ…
ଗାର୍ଡଙ୍କୁ ମାଡ ମାରି ଏଟିଏମ୍ରୁ ଲୁଟ୍ ଉଦ୍ୟମ
ଗଞ୍ଜାମ,୨୩ା୬(ଡି.ଏନ୍.ଏ.)- ଗଞ୍ଜାମ ସହର ଦୁର୍ଗାଦେବୀ ସାହି ଷ୍ଟେଟ ବ୍ୟାଙ୍କ ଏଟିଏମ୍ରୁ ସୋମବାର ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ ହୋଇଛି। ଡ୍ୟୁଟିରେ ଥିବା ସିକ୍ୟୁରିଟି ଗାର୍ଡ ଜିତୁ ପଣ୍ଡାଙ୍କୁ ମାଡମାରି ଦୁର୍ବୃତ୍ତ ଲୁଟ୍ ଉଦ୍ୟମ କରିଥିଲେ। ସାହିଲୋକେ ପହଞ୍ଚିଥିବାରୁ ସେମାନେ ଦୌଡି ପଳାଇଥିଲେ।…
ଆଖିରେ ଲଙ୍କା ଗୁଣ୍ଡ ପକାଇ ମହିଳାଙ୍କଠାରୁ ପର୍ସ ନେଇଗଲେ ଦୁର୍ବୃତ୍ତ
ଜଲନ୍ଧର, ୨୨।୬- କରୋନା ଭାଇରସ୍ ଲାଗି ଭାରତରେ ବର୍ତ୍ତମାନ ୫ମ ପର୍ଯ୍ୟାୟ ଲକ୍ ଡାଉନ୍ ଚାଲିଛି। ଲକ୍ ଡାଉନ ଯୋଗୁ ଚାରିଆଡ଼େ ପୋଲିସର କଡ଼ା ପ୍ରହରା ସତ୍ତ୍ୱେ ଦିନ ଦ୍ୱିପହରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ଆଖିରେ ଲଙ୍କା ଗୁଣ୍ଡ ପକାଇ ପର୍ସ…
Archives


