ଅପରାଧ

ମାହାଙ୍ଗା ଡବଲ ମର୍ଡର ଘଟଣା,ଫେରାର ମୁଖ୍ୟ ଅଭିଯୁକ୍ତ ମୃତ

ମାହାଙ୍ଗା/ନିଶ୍ଚିନ୍ତକୋଇଲି/ସାଲେପୁର/ଟାଙ୍ଗୀ (କଟକ), ୭ା୨(ସ୍ବ.ପ୍ର./ ଡି.ଏନ୍‌.ଏ.): ମାହାଙ୍ଗା ଡବଲ ମର୍ଡର ଓ ବିକାଶ ଜେନା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ମାହାଙ୍ଗା ବ୍ଲକ ନୃତାଙ୍ଗ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ପ୍ରଫୁଲ୍ଲ ବିଶ୍ୱାଳ। ସେ ଦୀର୍ଘ…

ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ୨୪ ଘଣ୍ଟା ନ ପୂରୁଣୁ ରାଜଧାନୀରେ ଦୁଇ ଦୁଇଟି ହତ୍ୟାକାଣ୍ଡ। ଗୁରୁବାର ଭୁବନେଶ୍ୱର ଉପକଣ୍ଠ ଦାସପୁର ନିକଟରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିବା ବେଳେ ଆଜି ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ବିର୍ସାମୁଣ୍ଡା ବସ୍ତିରେ ଆଉ ଏକ ଅଭାବନୀୟ…

ମହିଳାଙ୍କ ବେକ କାଟି ହତ୍ୟା ଘଟଣା: ମୁଣ୍ଡ ଖୋଜୁଛି ପୋଲିସ

ଭୁବନେଶ୍ୱର,୫।୨ (ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ସକାଳେ ମିଳିଥିବା ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହକୁ ନେଇ କମିଶନରେଟ ପୋଲିସର ନିଦ ହଜିଛି। ରମାଦେବୀ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ରହସ୍ୟ ୧୦ଦିନ ପରେ ବି…

ରାଜଧାନୀ ଉପକଣ୍ଠରେ ପଡ଼ିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ 

ଭୁବନେଶ୍ୱର,୪।୨(ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟି ନ ଥିବା ବେଳେ ରାଜଧାନୀ ଉପକଣ୍ଠ ତଥା ଚନ୍ଦକା ଥାନା ଅନ୍ତର୍ଗତ ଦାସପୁର ନିକଟରେ ପୁଣି ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିବା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି…

ଝରାଫୁଲ ମୃତ୍ୟୁ ରହସ୍ୟ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରେମିକ ରାକେଶ

ଭୁବନେଶ୍ୱର,୩।୨(ବ୍ୟୁରୋ) : ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲାରେ ଭୁବନେଶ୍ୱରରେ ପହଞ୍ଚିଛି ଯାଜପୁର ପୋଲିସ। ଝରାଫୁଲଙ୍କ ପ୍ରେମିକ ରାକେଶ ସ୍ବାଇଁଙ୍କୁ ସାଙ୍ଗରେ ଆଣି ଖୋଳତାଡ଼ ଆରମ୍ଭ କରିଛି। ଯାଜପୁର ଏସ୍‌ଡିପିଓଙ୍କ ସମେତ ଧର୍ମବିହାରସ୍ଥିତ ଗେଷ୍ଟ୍‌ହାଉସରେ ପହଞ୍ଚି ତନାଘନା ଆରମ୍ଭ…

ଏହି ପରିବାରର ସମସ୍ତ ସଦସ୍ୟ ଚୋର, ଏମିତି ଉପାୟରେ କେବଳ ଚୋରି କରନ୍ତି ସୁନା

ମୁମ୍ବାଇ,୩।୨: ‘ଆମେ ସମସ୍ତେ ଚୋର’ ଏହା କୌଣସି ବଲିଉଡ୍‌ ଫିଲ୍ମର ଡାଏଲଗ୍‌ ନୁହେଁ, ଏହା ହେଉଛି ମୁମ୍ବାଇର ଏକ ପରିବାରର ନିରାଟ ସତ କାହାଣୀ। କାରଣ ଏହି ପରିବାରର ପ୍ରତ୍ୟେକ ସଦସ୍ୟ ଚୋର। ପୋଲିସ ସୂଚନାନୁଯାୟୀ, ଏହି ପରିବାର ନାଁରେ ଗୋଟିଏ…

୭ ମାସ ପରେ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ମହିଳା ଆଇଆଇସି

ବାଲେଶ୍ୱର ଅଫିସ, ୨।୨: ବାଲେଶ୍ୱର ଟାଉନ ଥାନାର ପୂର୍ବତନ ଆଇଆଇସି ସରୋଜିନୀ ନାୟକ ମଙ୍ଗଳବାର ଭିଜିଲାନ୍ସ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଥାନା ଅଧିକାରୀ ଭାବେ ଦାୟିତ୍ୱରେ ଥିବା ବେଳେ ସରୋଜିନୀ, ଏକ ଜମିଜମା ଗଣ୍ଡଗୋଳର ସମାଧାନ ପାଇଁ ୨୫ ହଜାର ଟଙ୍କା…

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଘରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ଗଳା କାଟିଲେ

ନୟାଗଡ଼ ଅଫିସ,୩୧ା୧: ନୟାଗଡ ଜିଲା ଶରଣକୁଳ ଥାନା ଗୋଡିପଡା ହାଇସ୍କୁଲ ସାହିରେ ଜଣେ ଯୁବକ ଶନିବାର ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଘରେ ପଶି ସେ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରିଛନ୍ତି। ଶିକ୍ଷୟିତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ୪ ଜଣ ସମ୍ପୃକ୍ତ ଯୁବକଙ୍କ…

ଝରାଫୁଲଙ୍କ ମୃତ୍ୟୁ ମିଷ୍ଟ୍ରୀ: ବିରିୟାନି ଦୋକାନରେ କରିଥିଲେ ବାନ୍ତି, ଗେଷ୍ଟ ହାଉସ୍‌ର ରୁମ୍‌ ନଂ.୨୦୧ ସିଲ୍‌

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ ରସୁଲପୁର(ଡି.ଏନ.ଏ.),୩୧ା୧: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରହସ୍ୟଘେରରେ ରହିଛି। ତାଙ୍କ ମୃତ୍ୟୁର ପ୍ରକୃତ କାରଣ କ’ଣ ତାହା ଜାଣିବା ପାଇଁ ସମସ୍ତଙ୍କ ଉତ୍କଣ୍ଠା ରହିିଛି।…

ଶାଗ ତୋଳିବାକୁ ଯାଇ କୂଅରୁ ମିଳିଲା ମହିଳାଙ୍କ ମୃତଦେହ

ପୁରୁଷୋତ୍ତମପୁର,୩୦।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାର୍ଗୁଣାପଲ୍ଲୀ ଗ୍ରାମରେ ଶାଗ ତୋଳିବାକୁ ଯାଇ ବୁଧବାରଠାରୁ ନିଖୋଜ ଥିଲେ ଜଣେ ମହିଳା। ତେବେ ଶନିବାର ଗ୍ରାମଠାରୁ ୧ କିଲୋମିଟର ଦୂରରେ ଥିବା ବିଲମାଳରୁ ଏକ ପରିତ୍ୟକ୍ତ କୂଅରୁ ତାଙ୍କ ମୃତଦେହ ମିଳିବା…

ଦୁଇ ଥାନା ପୋଲିସର ଖୋଳତାଡ଼, ମିଳୁନି ସୁରାକ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଭୁବନେଶ୍ୱର କୋଳଥିଆରୁ କୋରାପୁଟ କାର୍‌ ଭଡାରେ ନେଇ ଡ୍ରାଇଭରଙ୍କୁ ହତ୍ୟା ଓ ଗାଡ଼ି ଲୁଟ୍‌ ଘଟଣାକୁ ୨ଦିନ ବିତିଯାଇଛି। ଏହି ଘଟଣାରେ କାର୍‌ ଲୁଟ୍‌ ଗ୍ୟାଙ୍ଗ୍‌ର ସମ୍ପୃକ୍ତି ରହିଛି ନା ପୂର୍ବ ଶତ୍ରୁତାକୁ ନେଇ ଏପରି ହତ୍ୟାକାଣ୍ଡ ଘଟିଛି ତାହାକୁ…

୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲ୍‌

କେନ୍ଦୁଝର,୨୮ା୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଏକ ଗଣବଳାତ୍କାର ମାମଲାର ଶୁଣାଣି କରି ୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡାଦେଶ କରିବା ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ କରାଦଣ୍ଡ ଭୋଗିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?