ଅପରାଧ

ଡକାୟତି ଉଦ୍ୟମ ପଣ୍ଡ: ମାରଣାସ୍ତ୍ର ସହ ଦୁଇ ଗାଡ଼ି ଜବତ, ୪ ଗିରଫ

ପଟ୍ଟାମୁଣ୍ଡାଇ,୨୨ା୬(ସ୍ବ.ପ୍ର.) : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ୟା ଅଞ୍ଚଳ ତରାଡ଼ିପାଳ ପଞ୍ଚାୟତ ଗୋପାଳପୁର ଛକରୁ ରବିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ କରୁଥିବା ବେଳେ ଚଉଦକୁଲାଟ ଫାଣ୍ଡି ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଚଢ଼ାଉ ବେଳେ ଆଉ ଦୁଇ…

୩ ହଜାର ଟଙ୍କା ଲାଞ୍ଚନେଇ ଧରାପଡ଼ିଲେ ପାଟଣାଗଡ଼ ଏନ୍‌ଏସି ଜେଇ

ପାଟଣାପଡ଼, ୨୨।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସି ଜେଇ ଦେବୀ ପ୍ରସାଦ ମିଶ୍ରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାଟଣାଗଡ଼ ରାମପୁରର ଟଙ୍କଧର କୁମ୍ଭାର ପାଇଥିବା ଘର ପାଇଁ ଫାଇନାଲ ବିଲ…

ମହିଳାଙ୍କ ବେକରୁ ସୁନାହାର ଝାମ୍ପିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୨ା୬: ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି କରିବାକୁ ଗଞ୍ଜାମ ଜିଲାପାଳ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବି କରାଯାଉଛି। ଏହାସତ୍ତ୍ୱେ ଦୁର୍ବୃତ୍ତମାନେ ତାଙ୍କ ଅପରାଧିକ କାର୍ଯ୍ୟକଳାପ ଜାରି ରଖିଛନ୍ତି। ସୋମବାର ସକାଳେ ୨ ଜଣ ଲୁଟେରା ବାଇକ୍‌ରେ ଆସି…

ଏଚ୍‌ଆର୍‌ପିସିରେ ଗଡୁଛି ପୋଲିସ ବିରୋଧୀ ମାମଲା: ୮ ବର୍ଷରେ ୭ ମାମଲାର ତଦନ୍ତ ଫଳ ଶୂନ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅନେକ ସମୟରେ ନିଜ ପଦ ଓ କ୍ଷମତାର ଦୁରୁପଯୋଗ କରୁଥିବା ଅଭିଯୋଗ ଆସିଛି। ଆଇନକୁ ହାତକୁ ନେଇ କେତେବେଳେ ନିରୀହ ତଥା ନିର୍ଦ୍ଦୋଷଙ୍କୁ ମିଛ ମାମଲାରେ ଫସାଉଛି ତ…

ପ୍ରେମିକାକୁ ହତ୍ୟା କରିବା ପୂର୍ବରୁ ଇଣ୍ଟରନେଟ୍‌ରୁ ବନ୍ଧୁକ ତିଆରି କଳା ଶିଖିଥିଲେ ପ୍ରେମିକ

କୋଲକାତା, ୨୧।୬- ପ୍ରଥମେ ଇଣ୍ଟରନେଟ୍‌ରୁ ବନ୍ଧୁକ ତିଆରି କରିବା କଳା ଶିଖିଲେ। ଏହାପରେ ନିଜେ ପ୍ରସ୍ତୁତ କରିଥିବା ସେହି ହାତ ତିଆରି ବନ୍ଧୁକରେ ପୂର୍ବତନ ପ୍ରେମିକାଙ୍କୁ ଗୁଳି କରି ହତ୍ୟା କଲେ। କୋଲକାତାରେ ଘଟିଥିବା ଏଭଳି ଏକ ବିରଳ ଘଟଣାକୁ ନେଇ…

ଜାଲ୍‌ ରସିଦ୍‌ ବହି କରି ଫସିଲେ କନଷ୍ଟେବଳ, ମାମଲା ଦାୟର ପରେ ଗିରଫ କଲା ପୋଲିସ

ବ୍ରହ୍ମପୁର ଅଫିସ,୨୦ା୬: ରେଡକ୍ରସ୍‌ ରସିଦ ବହି ନକଲି କରି ଟଙ୍କା ଠକେଇ କରିବାକୁ ଯୋଜନା କରିଥିବା ବ୍ରହ୍ମପୁର ପୋଲିସ ଜିଲାର ଜଣେ କନଷ୍ଟେବଳଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁ୍‌କ୍ତ କନଷ୍ଟେବଳକ ଜଣକ ହେଲେ ଟ୍ରାଫିକ ଥାନାରେ କାର୍ଯ୍ୟରତ କୃଷ୍ଣ ନାୟକ(୩୫)। ବୈଦ୍ୟନାଥପୁର…

କୋଠରିରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଯୁବକ ଗିରଫ; ହତ୍ୟା ଅଭିଯୋଗ ଆଣିଲେ ବାପା

ବ୍ରହ୍ମପୁର ଅଫିସ,୨୦ା୬: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ମୁକ୍ତେଶ୍ୱର ନଗରରେ ରହୁଥିବା ଜଣେ ନାବାଳିକାଙ୍କ ମୃତଦେହ ପୋଲିସ ଏକ କୋଠରିରୁ ଶନିବାର ଉଦ୍ଧାର କରିଛି। ନାବାଳିକାଙ୍କୁ ଗତ ମାର୍ଚ୍ଚ ମାସରେ ଜରଡ଼ା ଥାନା ଅନ୍ତର୍ଗତ ଖାରିଆଗୁଡା ଆଲୋକ ମହାରଣା…

କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ୍‌ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲା ଗୋସାଇଁନୂଆଗାଁ ହିଲ୍‌ପଟଣାସ୍ଥିତ ହେରିଟେଜ୍‌ କ୍ଷୀର ଡିଲର ଲମ୍ବୋଦର ମୁନିଙ୍କୁ ହତ୍ୟା କରି ସୁନା ଗହଣା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ବହୁଚର୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ମୃତ ଲମ୍ବୋଦରଙ୍କ ଡ୍ରାଇଭର ରୂପେଶ…

ଡାକବଙ୍ଗଳା ମହିଳା ସୁଇପରଙ୍କୁ ଗଳାକାଟି ହତ୍ୟା

ବାଲେଶ୍ୱର ଅଫିସ,୧୮ା୬: ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅଧୀନରେ ଥିବା ପୂର୍ତ୍ତ ବିଭାଗର ଡାକବଙ୍ଗଳାର ମହିଳା ସୁଇପରଙ୍କୁ ବୁଧବାର ରାତିରେ କିଛି ଦୁର୍ବୃତ୍ତ ବଳାତ୍କାର କରିବା ସହ ଗଳାକାଟି ହତ୍ୟା କରିଥିବାର ଜଣାପଡ଼ିଛି। ମୃତକ ଜୁମୁନୀ ବିବି (୪୫) ଉକ୍ତ ଡାକବଙ୍ଗଳାରେ…

ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦମ୍ପତିଙ୍କୁ ହତ୍ୟା ଉଦ୍ୟମ: ୫ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଅଭିମନ୍ୟୁ ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନଙ୍କୁ ବୁଧବାର ମଧ୍ୟାହ୍ନରେ ଗାଁ ନିକଟ ସୁନା ଦେଇ ପାହାଡ଼ ପାଖ ଚାଷଜମିରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଯୋଜନା…

ଚିକିତ୍ସା ଆଳରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ଖୋର୍ଦ୍ଧାର ପୂର୍ବତନ ସିଡିଏମ୍‌ଓ ଗିରଫ

ଖୋର୍ଦ୍ଧା ଅଫିସ,୧୭।୬- ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଖୋର୍ଦ୍ଧା ଟାଉନ ପୋଲିସ ବୁଧବାର ଏକ ଘରୋଇ କ୍ଲିନିକ ଡାକ୍ତର ବୈଦ୍ୟନାଥ ନାୟକଙ୍କୁ ଗିରଫ କରିଛି। ସେ ଖୋର୍ଦ୍ଧାର ପୂର୍ବତନ ସିଡିଏମ୍‌ଓ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସାମନ୍ତରାପୁର ଜଣେ…

ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍‌ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି। ଦୁଇଦିନ ତଳେ ପୁରୁଣା ଭୁବନେଶ୍ୱରର ଜଣେ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri