ଅପରାଧ

ରାଉରକେଲା ଏସ୍‌ପିଙ୍କ ନାମରେ ଫେସବୁକ୍‌ରେ ଫେକ୍‌ ଆଇଡି ଖୋଲି ବନ୍ଧା ହେଲେ ନାବାଳକ

ରାଉରକେଲା ଅଫିସ,୧୬।୬: ରାଉରକେଲା ଏସ୍‌ପି କେ.ଶିବା ସୁବ୍ରମଣୀଙ୍କ ନାମରେ ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଲୋକଙ୍କୁ ବ୍ଲାକମେଲିଂ କରିବା ଜଣେ ନାବାଳକଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ମଙ୍ଗଳବାର ଉଦିତନଗର ପୁଲିସ ଗିରଫ କରିଛି। ଗିରଫ ନାବାଳକଙ୍କ ଘର…

ରଜ ଖର୍ଚ୍ଚ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ

ରାଇସୁଆଁ,୧୬।୬(ଡି.ଏନ୍‌.ଏ.): ରଜ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମରେ। ମିଳିଥିବା ସୂଚନାନୁଯାୟୀ, ସୁଜୁନି ବେଣ୍ଟକାର(୫୫)ଙ୍କ ପୁଅ ସୋମବାର ବିଳମ୍ବିତ…

ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା: କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବାରିପଦା ଅଫିସ, ୧୫।୬: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା କରକଚିଆ ଗ୍ରାମରେ ସୋମବାର ଡହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ହତ୍ୟା ପରେ ଅଭିଯୁକ୍ତ କଟା ମୁଣ୍ଡଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅଭିଯୁକ୍ତ ହେଲେ ବୁଧୀରାମ ସିଂ।…

ଜୁଆଆଡ୍ଡାରେ ଚଢ଼ାଉ: ୩୦ ଗିରଫ, ୮୩ ହଜାର ଟଙ୍କା, ୮ବାଇକ୍‌ ଜବତ

ଛତ୍ରପୁର,୧୫ା୬(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ପକ୍ଷରୁ ଖଲ୍ଲିକୋଟ, ପୋଲସରା ଓ ଗାଙ୍ଗପୁର ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ୩ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରଯାଇଥିଲା। ସେଠାରୁ ୩୦ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୮୩ ହଜାର ୧୪୦ ଟଙ୍କା, ୮…

ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତ ଗିରଫ: ଟଙ୍କା, ଗାଡ଼ି ଜବତ

ରଣପୁର, ୧୫।୬(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରେ ଗତ ୧୨ ତାରିଖରେ ଘଟିଥିବା ଲୁଟ୍‌ ଘଟଣାରେ ପୋଲିସ ସୋମବାର ୩ ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାଗଡ଼ ସଦର ଥାନା ଅଞ୍ଚଳର ବାଦଲ ଭୁୟାଁ, କୁନା ନାୟକ ଏବଂ…

ମହିଳାଙ୍କ ବେକରୁ ସୁନା ଚେନ୍‌ ଝାମ୍ପିନେଲେ ଲୁଟେରା

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାରେ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍‌ଡାଉନ ଘୋଷଣା କରାଯାଇଛି। ଏହାର ସୁଯୋଗ ନେଇ ସୋମବାର ସକାଳେ ଗୋଶାଣିନୁଆଗାଁ ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ ହରିକୃଷ୍ଣନଗରରେ ଲୁଟେରାମାନେ…

ମାଡ଼ର ପ୍ରତିଶୋଧ ହତ୍ୟାରେ

ରାସୋଳ, ୧୫।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଅନ୍ତର୍ଗତ କୁକୁଟା ଗ୍ରାମର ରାଜମିସ୍ତ୍ରି ବୁନୁ ବେହେରା (୪୦) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପଞ୍ଚପଡ଼ା ଗ୍ରାମର ପ୍ରଶାନ୍ତ ବେହେରା (୨୮), ତାଙ୍କ ସହଯୋଗୀ ମହେଶ୍ୱର ଚାନ୍ଦ…

ଘରୁ ଟଙ୍କା, ସୁନା ଲୁଟିନେଇ ବ୍ୟବସାୟୀଙ୍କୁ ହତ୍ୟା: ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ, ସାଇଣ୍ଟଫିକ୍‌ ଟିମ୍‌

ବ୍ରହ୍ମପୁର ଅଫିସ,୧୪।୬: ଗଞ୍ଜାମ ଜିଲା ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାଠାରେ ଥିବା ହେରିଟେଜ କ୍ଷୀର ଡିଲର ତଥା ବ୍ୟବସାୟୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଲମ୍ବୋଦର ମୁନି। ଶନିବାର ରାତିରେ ଘରେ ଦୁର୍ବୃତ୍ତ ପଶି ତାଙ୍କୁ ମରଣାନ୍ତକ ଆକ୍ରମଣ…

ରଜରେ ଫୁଟିଲା ଗୁଳି: ଖୋର୍ଦ୍ଧା ବଡ ଶବର ସାହିରେ ଯୁବକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି ସକାଳ ସାଢେ ୭ଟା ସମୟରେ ଘଟିଛି ଘଟଣା। ମୃତକ ହେଲେ ଲାଲା ପ୍ରଧାନ(୩୫)। ଖବର…

ଶଟ୍‌ଡାଉନ୍‌ରେ ଗଞ୍ଜେଇ ଚାଲାଣ: ବୁଲେଟ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ପାଟପୁର,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଖପରାବାଡ଼ ନିକଟରେ ଶନିବାର ସକାଳେ ପାଟପୁର ପୋଲିସ ଚଢ଼ାଉ କରି ଏକ ବୁଲେଟ୍‌ ସହ ୨୯ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ…

କାକଟପୁର ଥାନା ଅଧିକାରୀଙ୍କ କ୍ୱାର୍ଟରରୁ ଚୋରି

ପୁରୀ ଅଫିସ, ୧୩।୬: ପୁରୀରେ ଦୀର୍ଘ ଦିନ ପରେ ପୁଣି ସକ୍ରିୟ ହୋଇଛନ୍ତି ସିନ୍ଧି ଚୋର। ଶୁକ୍ରବାର ରାତିରେ କ୍ଲର୍କ ରୋଡ୍‌ରେ ଥିବା କାକଟପୁର ଥାନା ଅଧିକାରୀ ସୁଜିତ ଦାସଙ୍କ ଘରୁ ଚୋରି କରିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ସୁଜିତ ଓ ତାଙ୍କ…

ରାଜଧାନୀରେ ରାଜମିସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜଧାନୀର ଚନ୍ଦ୍ରଶେଖରପୁର କଲ୍ୟାଣମଣ୍ଡପ ପଛପଟ ବସ୍ତିରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ରାଜମିସ୍ତ୍ରୀ ରାହାସ ବେହେରା। ପୋଲିସ ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତ ସନାତନ ମୁଣ୍ଡାଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri