ଅପରାଧ

ବୋହୂଙ୍କୁ ଶ୍ୱଶୁରଙ୍କ ବଳାତ୍କାର ଉଦ୍ୟମ

ନିଶ୍ଚିନ୍ତକୋଇଲି,୨୨।୧(ସ୍ବ.ପ୍ର.) : କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ହଳଦିଆ ପଞ୍ଚାୟତ ଇଟାମୁଣ୍ଡୁଲି ଗ୍ରାମରେ ଜଣେ ବୋହୂଙ୍କୁ ଶ୍ୱଶୁର ବଳାତ୍କାର ଉଦ୍ୟମ କରିବା ଥାନାରେ ଅଭିଯୋଗ ହୋଇଛି। ଏହି ଲଜ୍ଜାକର ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚା ହେଉଛି। ଗୁରୁବାର ସକାଳୁ ବୋହୂକୁ…

ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୧ା୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗଁାରେ ଘରେପଶି ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ମହିଳା ଜଣକ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ କେସ୍‌ ନଂ.୧୮/୨୧ରେ ୨ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ…

ପୋଖରୀ ହୁଡ଼ାରେ ପଡ଼ି ରହିଛି ବୃଦ୍ଧ ଦମ୍ପତିଙ୍କ ମୃତଦେହ: ପହଞ୍ଚିଲା ଭୋଗରାଇ ପୋଲିସ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଫୁଲ୍‌ବଣି ଗ୍ରାମର ପୋଖରୀ ହୁଡ଼ାରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଶାନ୍ତି ମଣ୍ଡଳ, ବାସନ୍ତି ମଣ୍ଡଳ। ଘରୋଇ କଳହ କାରଣରୁ ଉଭୟ ବିଷ ପିଇ ଆତ୍ମହତ୍ୟା କରିଥିବା…

ସ୍ତ୍ରୀଙ୍କୁ ଲୁଚି ଗର୍ଲଫ୍ରେଣ୍ଡଙ୍କୁ ଦୋସା ଖୁଆଇବାକୁ ନେଇଥିଲେ ଯୁବ ଇଞ୍ଜିନିୟର, ପରେ ଯାହା ଘଟିଲା…

ଲକ୍ଷ୍ନୌ,୨୦।୧: ଉତ୍ତରପ୍ରଦେଶର ବାନ୍ଦାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବ ଇଞ୍ଜିନିୟର ସ୍ତ୍ରୀଙ୍କୁ ଲୁଚି ଗର୍ଲଫ୍ରେଣ୍ଡଙ୍କୁ ଦୋସା ଖୁଆଇବା ଭାରି ପଡ଼ିଛି। ଏଥିରେ ସ୍ତ୍ରୀ ରାଗି ଯାଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏହି ଘଟଣା ମଙ୍ଗଳବାର ସନ୍ଧ୍ୟାରେ…

ଯୁବକଙ୍କୁ ଆକ୍ରମଣ କରି ଟଙ୍କା, ସୁନା ଲୁଟ୍‌

ଭୁବନେଶ୍ୱର,୨୦।୧(ବ୍ୟୁରେ): ରାଜଧାନୀ ରାଜପଥରେ ରାତିରେ ମାତୁଛନ୍ତି ଲୁଟେରା। ସୋମବାର ବିଳମ୍ବିତ ରାତିରେ ଜଣେ ଖବରଦାତାଙ୍କୁ ଆକ୍ରମଣ କରିବା ସହ ତାଙ୍କଠାରୁ ମୋବାଇଲ୍‌ ଫୋନ୍‌, ୫ହଜାର ଟଙ୍କା ଓ ସୁନା ମୁଦି ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ଇଂଲିଶ ଖବରକାଗଜର କର୍ମଚାରୀ…

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର ଚାଲାଣ ପାଇଁ ଟ୍ରାଞ୍ଜିଟ୍‌ ପାସ୍‌ କରାଇଦେବାକୁ ପଥର ବ୍ୟବସାୟୀ ଦିଲୀପ ସେନାପତିଙ୍କ ଠାରୁ ୩୦…

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ଘର ବି ପୋଡ଼ିଦେଲେ ଦୁର୍ବୃତ୍ତ

ବଣାଇ,୧୮।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର ମହୁଲପଦା ଥାନା ଅନ୍ତର୍ଗତ ପଟାମୁଣ୍ଡ ଗାଁରେ ରବିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ପୂର୍ବ ଶତ୍ରୁତା ହତ୍ୟାକାଣ୍ଡର କାରଣ ବୋଲି ଜଣାପଡ଼ିଥିବା ବେଳେ ପୋଲିସ ଅଭିଯୁକ୍ତ ହତ୍ୟାକାରୀକୁ ଅଟକ ରଖି ପଚରାଉଚରା ଚଳାଇଛି। ପଟାମୁଣ୍ଡ…

କୋଇଲା ଡିପୋରେ ଏସ୍‌ଟିଏଫ୍‌ ଚଢ଼ାଉ: ୧୩ ଲକ୍ଷର ଲାମକୋକ୍‌ ସହ ୯ ଟ୍ରକ ଜବତ, ୧୧ ଗିରଫ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଚୌଦ୍ୱାର ଥାନା ଅଞ୍ଚଳରେ ଥିବା ବାବା ଧବଳେଶ୍ୱର କୋଇଲା ଡିପୋରେ ରବିବାର ଏସଟିଏଫ ଚଢ଼ାଉ କରି ଲାମକୋକ୍‌ ଚୋରା ଚାଲାଣରେ ସମ୍ପୃକ୍ତ ମାଷ୍ଟରମାଇଣ୍ଡ ଓ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଡିପୋରେ ଲୋଡିଂ କରୁଥିବା ଜେସିବି ସହ…

ଇଣ୍ଟେରିୟର ହୋମ୍‌ରେ ଲାଗିଛି ୫୦ ଲକ୍ଷ ଠକେଇ ଟଙ୍କା

ଭୁବନେଶ୍ୱର,୧୮।୧(ବ୍ୟୁରେ): କିଡ୍‌ନୀ ଦେବାକୁ କହି ଲୋକଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ର଼୍ୟାକେଟ୍‌ର ମାଷ୍ଟରମାଇଣ୍ଡ୍‌ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦ ରିମାଣ୍ଡର ଦ୍ୱିତୀୟ ଦିନରେ ପୋଲିସକୁ ବହୁ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ହିମାଂଶୁ ଠକେଇ କରିଥିବା ଟଙ୍କାର ବଡ଼ଭାଗ ବିଭିନ୍ନ ବ୍ୟବସାୟରେ…

ପ୍ରେମିକଙ୍କ ସହ ଫୋନ୍‌ରେ କଥା ହେଉଥିଲେ ଝିଅ, ବାପା ମନା କରିବାରୁ ଘଟାଇଲେ ଏମିତି କାଣ୍ଡ

ଭୋପାଳ,୧୭।୧: ମଧ୍ୟପ୍ରଦେଶର ବୈତୁଲରୁ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ସହ କଥା ନ ହେବା ପାଇଁ ଝିଅକୁ ବାପା ମନା କରିବାରୁ ନାବାଳିକା ଝିଅଟି ପ୍ରେମିକ ଏବଂ ବନ୍ଧୁଙ୍କ ସହ ମିଶି ନିଜ ବାପାଙ୍କୁ ହତ୍ୟା କରିଛନ୍ତି। ଏହି…

ଶୁଭ୍ରାଙ୍କୁ କୋଲକାତାରେ ମାରାଥନ ଜେରା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ୧୭ ହଜାର ୫୦୦ କୋଟିର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ର ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଥିଲା। ଏହାପରେ ସେଠାରେ ତାଙ୍କୁ ମାରାଥନ ଜେରା ଚାଲିଛି। ତେବେ…

ଅଭିନେତ୍ରୀ ଶୁଭ୍ରା କୁଣ୍ଡୁ ଗିରଫ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଛି। ତାଙ୍କ ନାମରେ ୧୭ ହଜାର ୫୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଥିବାବେଳେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?