ଅପରାଧ

ଶିଶୁପୁତ୍ରକୁ ଯୌନ ନିର୍ଯାତନା, ଉତ୍ତର ପ୍ରଦେଶର ଜଣେ ଗିରଫ

ବଲାଙ୍ଗୀର ଅଫିସ, ୯।୧: ବଲାଙ୍ଗୀର ସହରରେ ଉତ୍ତର ପ୍ରଦେଶର ଜଣେ ଯୁବକ ଭଡ଼ା ରହୁଥିଲେ। ସେ ଭଡାରେ ରହୁଥିବା ମାଲିକଙ୍କ ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଥିବା ନେଇ ଶୁକ୍ରାବର ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ…

କଲ୍‌ଗାର୍ଲ ଲୋଭ ଦେଖାଇ ଖାଲି କରିଦେଲେ ଆକାଉଣ୍ଟ

ଭୁବନେଶ୍ୱର,୯।୧(ବ୍ୟୁରେ) : ସୁନ୍ଦରୀ ତରୁଣୀଙ୍କ ମୋହ ଦେଖାଇ ଫସାଇବା ପରେ ଟଙ୍କା ଲୁଟୁଛନ୍ତି ସାଇବର ଠକ। ରାଜଧାନୀର ଜଣେ ଯୁବକଙ୍କୁ ଏଭଳି ମୋହରା ବନାଇ ତାଙ୍କ ଆକାଉଣ୍ଟକୁ ଖାଲି କରିଦେଇଛନ୍ତି ସାଇବର ଠକ। ମାତ୍ର ୨୦ ମିନିଟ୍‌ ଫୋନରେ କଥା ହେବା…

ମୃତ ସ୍ତ୍ରୀଙ୍କ ଫଟୋ ସହ ସେଲ୍‌ଫି ନେଇ ଲାଇଭ୍‌ ଭିଡିଓ କରି ଜୀବନ ହାରିଲେ ଏହି ବ୍ୟକ୍ତି, କାରଣ …

ପାଟଣା,୮।୧: ବିହାରର ହାଜିପୁରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ବ୍ୟକ୍ତି ନିଜର ସମସ୍ତ ଆତ୍ମହତ୍ୟା ଘଟଣାକୁ ଲାଇଭ୍‌ ଭିଡିଓରେ ରେକର୍ଡ କରି ଆତ୍ମହତ୍ୟା କରିଛନ୍ତି। ଏହି ବ୍ୟକ୍ତିଙ୍କ ନାମ ଅମରେଶ। ସେ ତାଙ୍କ ମୃତ ସ୍ତ୍ରୀଙ୍କ ଫଟୋ…

୪ ଆନ୍ତଃ ଜିଲା ହାଇଓ୍ବେ ଲୁଟେରା ଗିରଫ

ସାକ୍ଷୀଗୋପାଳ,୮।୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ କ୍ରମାଗତ ଲୁଟ୍‌ କରୁଥିବା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ୪ ଜଣ ଲୁଟେରାଙ୍କ ସହିତ ଚୋରି ଜିନିଷ ରଖିଥିବା ଅନ୍ୟ ଦୁଇ ଜଣଙ୍କୁ ଶୁକ୍ରବାର ସତ୍ୟବାଦୀ ପୋଲିସ ଗିରଫ କରିଛି। ସେମାନେ ହେଲେ ଗଡ଼ିଶାଗଦା ଥାନା ନଇକୁଳପାଟଣା ଗ୍ରାମର…

କାର୍ଯ୍ୟରେ ଅବହେଳା: ୨ ତହସିଲ କର୍ମଚାରୀ ନିଲମ୍ବିତ

ପଦ୍ମପୁର, ୭।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ତହସିଲର ପୂର୍ବତନ ରାଜସ୍ବ ନିରୀକ୍ଷକ ଓ ନଥିପତ୍ର ରକ୍ଷକଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ପୂର୍ବତନ ରାଜସ୍ବ ନିରୀକ୍ଷକ ଦେବୀପ୍ରସନ୍ନ ବାରିକ ଏବଂ ନଥିପତ୍ର ରକ୍ଷକ ମାଧବାନନ୍ଦ ଦାସଙ୍କୁ ସରକାରୀ କାର୍ଯ୍ୟରେ…

୧୧ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ, ୨ ଦମ୍ପତି କୋର୍ଟ ଚାଲାଣ

ହିଞ୍ଜିିଳିକାଟୁ,୭ା୧(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା କାଞ୍ଜିଆମ୍ମା ଓ କୋଦଳା ଥାନା ଡେଙ୍ଗାପଦର ଗ୍ରାମର ୨ ଦମ୍ପତି ଚାକିରି, ଗ୍ରୁପ୍‌ ଲୋନ୍‌ ଆଦି କରାଇଦେବେ କହି ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗୁରୁବାର ଗିରଫ ହୋଇଛନ୍ତି। ସେମାନେ ହେଲେ କାଞ୍ଜିଆମ୍ମା ଗ୍ରାମର ମାଧବ…

ଶ୍ୱଶୁରଘର ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲା ସ୍ବାମୀ

ଉମରକୋଟ, ୫।୧: ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ସ୍ତ୍ରୀ ସିପ୍ରାଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପରେ ବିପ୍ଳବ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପ୍ରକାଶ ଯେ, ବିପ୍ଳବ…

ପରୀ ହତ୍ୟାକାଣ୍ଡ: ଗିରଫ ଅଭିଯୁକ୍ତ ନାବାଳକ ବୋଲି କହିଲେ ପୋକ୍ସୋ କୋର୍ଟ

ନୟାଗଡ଼ ଅଫିସ,୫।୧: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ଜେଲରେ ଥିବା ଅଭିଯୁକ୍ତ ସାବାଳକ ନୁହନ୍ତି ବରଂ ନାବାଳକ। ଏହା କହିଛନ୍ତି ନୟାଗଡ଼ ପୋକ୍‌ସୋ କୋର୍ଟ। ମଙ୍ଗଳବାର କ୍ରାଇମ୍‌ବ୍ରାଞ୍ଚ ଏସ୍‌ଆଇଟି ପକ୍ଷରୁ ଅଭିଯୁକ୍ତଙ୍କ ନାର୍କୋ ଆନାଲିସିସ୍‌ ପାଇଁ କରାଯାଇଥିବା ଆବେଦନର ଶୁଣାଣି କରି…

ଦୁଇ ଭାଜପା ନେତାଙ୍କୁ ହତ୍ୟା ଘଟଣା: ସମୀକ୍ଷା କଲେ ଡିଆଇଜି

ନିଶ୍ଚିନ୍ତକୋଇଲି,୩।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ କୁରୁଜଙ୍ଗା ଗ୍ରାମର ଦୁଇ ଭାଜପା ନେତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ସେ ହେଲେ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ କୁଳମଣି ବରାଳ ଓ ତାଙ୍କ…

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ମାରିଦେଲେ ଦୁର୍ବୃତ୍ତ, ଗଣ୍ଡଗୋଳ ଛଡ଼ାଇବାକୁ ଯାଇ ମହିଳା ଗୁରୁତର

ପାଟଣା,୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ରାଜାଭାଡ଼ି ସାପ୍ତାହିକ ହାଟରେ ଜଣେ ୨୦ ବର୍ଷୀୟ ଯୁବକଙ୍କୁ ସଂଘ ବଦ୍ଧ ଭାବେ ଠେଙ୍ଗାରେ ପିଟି ଦୁର୍ବୃତ୍ତମାନେ ଲହୁଲୁହାଣ କରି ପକାଇଥିଲେ। ଶନିବାର ସକାଳୁ ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ…

ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ

ବାଲେଶ୍ୱର ଅଫିସ,୨।୧- ବାଲେଶ୍ବର ବଳରାମ ଗଡ଼ି ସ୍ଥିତ ଗଙ୍ଗାମାତା ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଲୁଟି ନେଇଛନ୍ତି। ଦାନବାକ୍ସରେ ପାଖାପାଖି ୨ ଲକ୍ଷ ଟଙ୍କା ଥିବା ସୂଚନା ମିଳିଛି। ଏନେଇ ଶନିବାର ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି। ଏହାପରେ…

ସନ୍ତାନ ନ ହେବାରୁ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା

କପ୍ତିପଦା,୩୦।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ କଳମଗଡ଼ିଆ ପଞ୍ଚାୟତ ଶାରିସୁଆ ଗ୍ରାମରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ କାଟି ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ଗ୍ରାମର ଖଇରୀ ମହାନ୍ତ(୪୫)। ପ୍ରକାଶ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?