ଅପରାଧ

ଚକୋଲେଟ୍‌ ଡବାରେ ଏମିତି ଉପାୟରେ ସୁନା ନେଉଥିଲେ ମହିଳା, ଆଉ ତା’ ପରେ…

ମୁମ୍ବାଇ,୨୯ା୧୨: ସୁନାଚୋରି ଅଭିଯୋଗରେ ମୁମ୍ବାଇ ଏୟାରପୋର୍ଟ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ଏହି ମହିଳା ଚୋରି କରିବାର ଉପାୟ ଜାଣି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ମହିଳା ଜଣକ ଚକୋଲେଟ୍‌ର କାର୍ବନ ପେପର ରାପର ପରି ସୁନା ଚୋରି କରୁଥିଲେ। କଷ୍ଟମ…

ବନ୍ଦ କୋଠରିରୁ ଗଳିତ ମୃତଦେହ ଜବତ: ସମ୍ପତ୍ତି ଲୋଭରେ ହତ୍ୟା ସନ୍ଦେହ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବଡଗଡ ଥାନା ଅନ୍ତର୍ଗତ ବ୍ରହ୍ମେଶ୍ୱର ପାଟଣା ଅଞ୍ଚଳର ଏକ ବନ୍ଦ ଘରୁ ଶନିବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ କରାଯାଇଛି। ମୃତବ୍ୟକ୍ତି ଜଣକ ହେଲେ ବିଭୂତି ଭୂଷଣ ଦାନି(୪୮)। ବିଭୂତିଙ୍କ ଘରୁ ଦୁର୍ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ପୋଲିସକୁ…

ଯେତେ ଖୋଜିଲେ ସେତେ ମିଳୁଛି

କଟକ ଅଫିସ,୨୭ା୧୨: ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଘରେ ପୋଲିସ ଯେତେ ଖୋଜୁଛି ସେତେ ମିଳୁଛି ବନ୍ଧୁକ, ଗୁଳି ଓ ଟଙ୍କା। ଦୁଇଦିନର ତନାଘନା ପରେ କମିଶନରେଟ ପୋଲିସ ୩ ବନ୍ଧୁକ, ୫ ମାଗାଜିନ, ୧୭୫ ଗୁଳି ଓ ୧୬ ଲକ୍ଷ ୫୦…

ମୋଟେରରେ ସଶସ୍ତ୍ର ଡକାୟତି: ୪୦ ଭରି ସୁନାଗହଣା ସହ ବୁଲେଟ ଧରି ଚମ୍ପଟ ମାରିଲେ ଡକାୟତ

କୋକସରା, ୨୭।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମର ଶାନ୍ତିନଗର ପଡାରେ ରହୁଥିବା ଶିକ୍ଷକ ଯଯାତି ପାଟଯୋଷୀଙ୍କ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ବଡ଼ ଧରଣର ଡକାୟତି ହୋଇଛି । ପ୍ରାୟ ୫ ରୁ ୭ ଜଣ ମୁଖାପିନ୍ଧା…

ହେମଦସ୍ତାରେ ପିଟି ଆଈଙ୍କୁ ହତ୍ୟାକଲେ ନାତୁଣୀ

ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ଗ୍ରାମରେ ଶୁକ୍ରବାର ରାତିରେ ନାତୁଣୀର ହେମଦସ୍ତା ମାଡ଼ରେ ଆଈଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶଶୀ ଦାସ ନାମ୍ନୀ ବୃଦ୍ଧାଙ୍କ ମୁଣ୍ଡକୁ ୧୬ ବର୍ଷୀୟା ନାତୁଣୀ ଏକ ହେମଦସ୍ତାରେ ଆଘାତ ଦେବାରୁ ତାଙ୍କର ମୃତ୍ୟୁ ହୋଇଥିବା…

ମଧ୍ୟାହ୍ନରେ ମହିଳାଙ୍କ ବେକରୁ ସୁନାହାର ଲୁଟ୍‌, ସିସିଟିଭିରେ ହେଲା କଏଦ

ହିଞ୍ଜିଳିକାଟୁ,୨୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବଇଁଚବଣିଆ ଅଞ୍ଚଳରେ ଜଣେ ମହିଳାଙ୍କ ବେକରୁ ଶନିବାର ମଧ୍ୟାହ୍ନରେ ୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ୩ ଭରି ଓଜନର ହାର ଲୁଟି ନେଇଛନ୍ତି। ଏଥିନେଇ ଲୁଟ୍‌ର ଶିକାର ହୋଇଥିବା ହିଞ୍ଜିଳିକାଟୁ ଶ୍ୟାମଳାଇ ନଗରର ବାସନ୍ତୀ…

ମା’, ବାପାଙ୍କୁ ହାଣିଲା ପୁଅ

ନୂଆଗାଁ, ୨୬।୧୨ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ସାନପୁଅର ବିବାହ ଲାଗି ଜମି ବିକ୍ରି କଥା କହିବାରୁ ବଡ଼ପୁଅ ପନିକିରେ ମା’ବାପାଙ୍କୁ ହାଣିଛି। ପନିକି…

୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା, ୨୪।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ବୁଧବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ସମୟରେ ଗୁଣ୍ଠାୱାଡାରୁ ସିଲେରୁ ରୋଡ଼ ହଂଶାଗୁଡ଼ା ବ୍ରିଜ ନିକଟରୁ ୨୫ ଲକ୍ଷ ଟଙ୍କା ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ…

ଜେଲ ଗଲେ ସରୋଜ ସେଠୀ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ସରୋଜ ସେଠୀ ଗୁରୁବାର ଜେଲ ଯାଇଛନ୍ତି। ୩ ଦିନିଆ ରିମାଣ୍ଡ ଶେଷ ହେବାପରେ ସରୋଜଙ୍କୁ ପକ୍ସୋ କୋର୍ଟରେ ହାଜର କରିଥିଲା ପୋଲିସ। ରିମାଣ୍ଡ ସରିବା ପରେ ବିଚାରବିିଭାଗୀୟ…

ମୁଁ ତା ବିଷୟରେ ଯେତିକି ଜାଣିଥିଲି, ତା’ଠାରୁ ବେଶି ସେ ମୋ ବିଷୟରେ ଜାଣିଥିଲା: ବୋଥ୍ରା

ନୟାଗଡ଼ ଅଫିସ,୨୪।୧୨: ଶିଶୁକନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ପୋଖରୀ କୂଳକୁ ନେଇ ହତ୍ୟାକାଣ୍ଡର ଡେମୋ କରାଇଛି ଏସ୍‌ଆଇଟି। ଏହି ସମୟରେ ପ୍ରତିକ୍ରିୟା ରଖି ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା କହିଛନ୍ତି, ସରୋଜଙ୍କ ପରିବାରର…

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ବୁଧବାର ସକାଳେ ସନ୍ଧ୍ୟାରାଣୀଙ୍କ ଘରେ ଚଢ଼ାଉ ଜାରି…

୧୧ହଜାର ବସ୍ତା ସିମେଣ୍ଟ ଜବତ

କଟକ ଅଫିସ,୨୩ା୧୨: କଟକ ଜଗତ୍‌ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା ଏକ୍ସପାଏରି ସିମେଣ୍ଟ ଓ ୧ହଜାର ବସ୍ତା ଭଲ ସିମେଣ୍ଟ, ୫ହଜାର ପ୍ୟାକେଜିଙ୍ଗ ପଲିଥିନ, ଚାଲୁଣି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?