ଅପରାଧ

ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଜମି ବ୍ୟବସାୟୀଙ୍କୁ ଗୁଳିମାଡ଼, ୨ ରାଉଣ୍ଡ ଗୁଳି ଚଳାଇ… 

କୁଆଁରମୁଣ୍ଡା,୨୩।୭(ମହେନ୍ଦ୍ର କୁମାର ସାହୁ)- ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଫୁଟିଲା ଗୁଳି। ବୁଧବାର ଏକ ବାଇକରେ ୨ଜଣ ଯୁବକ ଆସି ଜମି ବ୍ୟବସାୟୀ ଉତ୍ତମ କୁମାର ଘୋଷଙ୍କୁ ଗୁଳି ମାରିଥିଲେ। ପରେ ସେମାନେ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ସୂଚନାନୁଯାୟୀ,...

କଲେଜ ଛାତ୍ରୀଙ୍କୁ ଫେଭର ମାଗି ବନ୍ଧା ହେଲେ ଡାଟାଏଣ୍ଟ୍ରି ଅପରେଟର

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ. ରାମପୁର ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଜଣେ ଡାଟାଏଣ୍ଟ୍ରି ଅପରେଟର ଫେଭର ମାଗି ଗରିଫ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କର୍ଲାମୁଣ୍ଡା ବ୍ଲକ୍‌...

ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ହାତାହାତି: ଏକାଧିକ ଆହତ

ଦାରିଙ୍ଗବାଡ଼ି,୨୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜମିଜମାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସହ ହାତାହାତି ହୋଇଥିବା ଓ ଏଥିରେ ଉଭୟ ଗୋଷ୍ଠୀର ଏକାଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଖବର...

ଝିଅକୁ ହତ୍ୟା ଉଦ୍ୟମ: ଉଦ୍ଧାର କରିବାକୁ ଯାଇ ମା’ଙ୍କୁ ଛୁରାମାଡ଼

ବାରିପଦା,୨୧ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ମୁର୍ଗାବାଡ଼ି ଅଞ୍ଚଳରେ ସୋମବାର ପୂର୍ବାହ୍ନ ୧୧ଟା ସମୟରେ ଘରେ ପଶି ମହିଳାଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି। ଫଳରେ ଗୁରୁତର ମହିଳାକୁ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ମହିଳା...

ଏମ୍‌କେସିଜିରେ ଡାକ୍ତରଙ୍କୁ ମାଡ଼ ଅଭିଯୋଗ, ଜଣେ ଅଟକ

ବ୍ରହ୍ମପୁର,୨୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଚିକିତ୍ସା ଅବହେଳା ଅଭିଯୋଗରେ ଏମ୍‌କେସିଜି ଜଣେ ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିଛି। ଆକ୍ରମଣକାରୀଙ୍କୁ କାବୁ କରି ଥାନାରେ ଅଟକ ରଖିଛି। କାର୍ଯ୍ୟରତ...

ଥଣ୍ଡା ପାନୀୟରେ ନିଶା ଦେଇ ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର,୨୧ା୭: ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଏନେଇ ଥାନାରେ ବିଏନ୍‌ଏସ୍‌ ଦଫା...

ବିବାହିତା ମହିଳାଙ୍କୁ ବଳାତ୍କାର, ଗିରଫ ହେଲେ ରାୟଗଡ଼ା ଅତିରିକ୍ତ ଅଗ୍ନିଶମ ଅଧିକାରୀ

ରାୟଗଡ଼ା,୨୦।୭(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ରବିବାର ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ...

ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…

ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍‌ ନୋଟ୍‌ରେ ସ୍ବାମୀ ଆଉ ପ୍ରେମିକାଙ୍କୁ ଦାୟୀ କରି ନ୍ୟାୟ ମାଗିଛନ୍ତି। ଏପରି ଅଭାବନୀୟ...

ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପୂର୍ବରୁ ଆଇସିସି ନିକଟରେ ଅଭିଯୋଗ କରିଥିଲେ ବାପା, କହିଥିଲେ ଏ ଦିଗରେ ଦୃଷ୍ଟି ନ ଦେଲେ ମୋ’ ଝିଅ…

ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍‌ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଆଭ୍ୟନ୍ତରୀଣ...

ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପିପିଲି,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ...

କ୍ରାଇମବ୍ରାଞ୍ଚ ଟିମ୍‌କୁ ବଡ଼ ସୁରାକ୍‌, ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ

ବାଲେଶ୍ୱର,୧୯ା୭: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମ୍‌କୁ ଏକ ବଡ଼ ସୁରାକ୍‌ ମିଳିଛି। ଘଟଣା ଦିନ ପେଟ୍ରୋଲ...

ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

ଦେବଗଡ଼,୧୯ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଧୀନ ନୂଆଗାଁରେ ହତ୍ୟାକାଣ୍ଡ। ଶୁକ୍ରବାର ବିଳମ୍ବିତ ରାତିରେ ଘର ଭିତରକୁ ଡାକି ହତ୍ୟା କରିଛନ୍ତି ଜଣେ ଅଭିଯୁକ୍ତ। ହତ୍ୟା ପରେ ଦେବଗଡ଼ ଥାନାରେ ଆତ୍ମସମର୍ପଣ କରିଛନ୍ତି ହତ୍ୟାକାରୀ। ରତନ ପ୍ରଧାନଙ୍କୁ ହତ୍ୟା କରିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri