ଅପରାଧ

୪ ଯୁବତୀଙ୍କୁ କରିଥିଲେ ବଳାତ୍କାର: କୋର୍ଟରେ ଜଜ୍‌ଙ୍କ ସାମ୍ନାରେ ସ୍ବୀକାର କଲେ ନିଜ ଦୋଷ, ଆଉ ତା’ ପରେ…

ନ୍ୟୁୟର୍କ,୨୫ା୧୧: ଜଣେ କି ଦୁଇ ଜଣ ନୁହେଁ, ୪ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନ୍ୟୁୟର୍କର ଜଣେ ଯୁବକ ଜେଲ୍‌ ଯାଇଛନ୍ତି। ୨୦ ବର୍ଷୀୟ କ୍ରିଷ୍ଟୋଫର ଓ୍ବେଲଟର ନାମକ ଜଣେ ଯୁବକ ୨୦୧୭ ଏବଂ ୨୦୧୮ ମଧ୍ୟରେ ଲେମ୍ବିଷ୍ଟନରେ ପରିବାର...

ବିବାହ ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ଯୁବକ, ଆଉ ଏବେ…

ନିଶ୍ଚିନ୍ତକୋଇଲି,୨୫ା୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସରପଡ଼ା ଗ୍ରାମର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଜଣେ ଯୁବକ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୈତିକ ସମ୍ପର୍କ ରଖିବା ନେଇ ସମ୍ପୃକ୍ତା ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ସୂଚନାରୁ...

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କୋଟପତି ସରକାରୀ ବାବୁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏସ୍‌ପିଏଚ୍‌ ଆଣ୍ଡ ଡବ୍ଲ୍ୟୁସିର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବ୍ୟାପକ ଦୁର୍ନୀତି...

ନାଇଜେରିଆ ଲିଙ୍କ ଥିବା ସ୍ପଷ୍ଟ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ୍‌) ମୁଖ୍ୟଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୭ ଲକ୍ଷ ଟଙ୍କା ଠକେଇ ମାମଲାରେ ନାଇଜେରିଆ ଲିଙ୍କ ଥିବା କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଛି। ବାଙ୍ଗାଲୋରରେ ରହି ଉକ୍ତ ହ୍ୟାକର ଅପରେଟ୍‌ କରୁଥିଲେ। ଏହି ଗ୍ୟାଙ୍ଗର...

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ

କଣ୍ଟାମାଳ,୧୫ା୧୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳ ପେଟ୍ରୋଲ ପମ୍ପ୍‌ ନିକଟରେ ସୋମବାର ସକାଳେ ସୁବଳ ତେଲଗଁାକୁ (୨୫)ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ମୃତଦେହ ପଡ଼ିରହିଛି। ମନମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ମୃତକଙ୍କ...

ହାଇଦ୍ରାବାଦ ଚାଲାଣ ବେଳେ ଧରାପଡ଼ିଲା ଗୋ-ମାଂସ ଭର୍ତ୍ତି ଟ୍ରକ୍‌; ୩ ଜଣ ଅଟକ

ନିରାକାରପୁର,୧୪।୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଉପରୁ ରବିବାର ସ୍ଥାନୀୟ ପୋଲିସ ଏକ ଟ୍ରକ ବୋଝଇ ଗୋ-ମାଂସ ଜବତ କରିଛି। ଏହି ମାମଲାରେ ଗାଡ଼ିରେ ଥିବା ତିନି ଜଣଙ୍କୁ ଥାନାରେ ଅଟକ ରଖାଯାଇଛି...

ନୂଆ ବର୍ଷରେ ନୂଆ ଡିଜିପି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଡିସେମ୍ବର ଶେଷରେ ଅବସର ନେବେ ଓଡ଼ିଶା ପୋଲିସ ମୁଖ୍ୟ ଅଭୟ। ତାଙ୍କ ଅବସର ନେଇ ଓଡ଼ିଶା ସରକାର ଅନୁମତି ଦେଇଛନ୍ତି । ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ ଡିଜିପି ଅଭୟ। ଏଣୁ ନୂଆବର୍ଷରେ ରାଜ୍ୟକୁ ନୂଆ ଡିଜିପି...

ଇନ୍‌ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ

କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି ଅଞ୍ଚଳର ଏକ ଗ୍ରୁପ୍‌ରେ ଏପରି ଏକ ଭିଡିଓ ଭାଇରାଲ ହେବା ପରେ  ଗୁରୁବାର ...

ବାଘଛାଲ ବିକ୍ରି ପାଇଁ ଡିଲ୍‌ବେଳେ ଧରିଲା ବନବିଭାଗ

ଦେବଗଡ଼,୧୧ା୧୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ଫରେଷ୍ଟ ରେଞ୍ଜ ପଳସମା ସେକ୍ସନ ବ୍ରାହ୍ମଣୀପାଲି ଗାଁ ନିକଟରେ ବାଘ ଛାଲ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ ଧରିଛି ବନବିଭାଗ। ଘଟଣାସ୍ଥଳରୁ କୁଣ୍ଢେଇଗୋଳା ଥାନା କୁସକଲିଆ ଗାଁର ୫୫ ବର୍ଷୀୟ ପ୍ରହଲ୍ଲାଦ ପରିଡ଼ାଙ୍କୁ...

ଗୁଳିମାଡ଼ କରି ଦୋକାନରୁ ଲୁଟ୍‌

ଭଦ୍ରକ ଅଫିସ,୧୧ା୧୧: ଗୁଳିମାଡ଼ କରି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲପୁର ପଞ୍ଚାୟତ ଆରଡ଼ି ଛକ ନିକଟରେ ଥିବା ଏକ ଔଷଧ ଦୋକାନରୁ ଲୁଟ୍‌ ହୋଇଛି। ବୁଧବାର ରାତି ପ୍ରାୟ ୧୦ଟାରେ ୬ ଜଣ ଦୁର୍ବୃତ୍ତ ୨ଟି ବାଇକ୍‌ରେ ଆସିଥିଲେ।...

ଆଇଆଇସି କହୁଛି କହି ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଲୁଟିଲେ ଦୁର୍ବୃତ୍ତ

ଗଞ୍ଜାମ,୧୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଆଇଆଇସି କହୁଛି କହି ଜଣେ ଟ୍ରେଡର୍ସମାଲିକଙ୍କଠାରୁ ଲକ୍ଷାଧିକ ଟଙ୍କାର ଲୁହାରଡ୍‌ ଠକେଇ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି l ଟ୍ରେଡର୍ସ ମାଲିକ ଆଇଆଇସିଙ୍କୁ ଟଙ୍କା ମାଗିବା ପରେ ଖୋଲିଛି ଠକେଇର ଗୁମର। ଆଇଆଇସି ଶୁଭେନ୍ଦୁ କୁମାର...

ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍‌ କରି ଫସିଲେ

ସୁନ୍ଦରଗଡ଼,୯।୧୧(ଡି.ଏନ୍‌.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍‌ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍‌ କରି...

Advertisement
Archives

Model This Week

Why Dharitri