ପୁଣି ମାଓବାଦୀଙ୍କ ବର୍ବରତା: ଠିକାଦାରଙ୍କୁ ହତ୍ୟା କରି ଜାହିର କଲେ ସ୍ଥିତି
ମାଲକାନଗିରି,୧୭ା୧୨(ଡି.ଏନ୍.ଏ.): ଦୀର୍ଘଦିନର ନୀରବତା ପରେ ପୁଣି ମାଓବାଦୀମାନେ ବର୍ବର କାଣ୍ଡ ଭିଆଇ ନିଜର ସ୍ଥିତି ଜାହିର କରିଛନ୍ତି। ଠିକାଦାରଙ୍କୁ ହତ୍ୟା କରି ରାସ୍ତା କାର୍ଯ୍ୟରେ ନିୟୋଜିତ ମେଶିନ ଓ ଗାଡ଼ି ଜାଳି ଦେଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା…
ରାସ୍ତାରୁ ହାତଗୋଡ଼ ବନ୍ଧା ଅଚିହ୍ନା ଯୁବକଙ୍କ ମୃତଦେହ ଜବତ କଲା ପୋଲିସ
ଲଖନପୁର,୧୭ା୧୨(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ଥାନା ଅନ୍ତର୍ଗତ ବେଲପାହାଡ଼ରୁ ସୁନ୍ଦରଗଡ଼ ଯାଇଥିବା ଗ୍ରୀଣ୍ଡୋଲା-କାଉଧର ରାସ୍ତାରୁ ପୋଲିସ ଏକ ଅଚିହ୍ନା ଯୁବକଙ୍କ ମୃତଦେହ ଜବତ କରିଛି। ମୃତ ଯୁବକଙ୍କ ହାତ, ଗୋଡ଼ ଏବଂ ମୁହଁ ବନ୍ଧା ହୋଇଛି । ପ୍ରମାଣ ନଷ୍ଟ କରିବା…
ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ନବୀନଙ୍କ ସୁପାରିସ
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବରିଷ୍ଠ ଆଇଏଫଏସ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଥିବା ଗୁରୁବାର ସୂଚନା ମିଳିଛି। ତେବେ ପ୍ରଥମ ଥର ପାଇଁ ଜଣେ ସର୍ବଭାରତୀୟ…
ନକଲି ନୋଟ କାରବାର କରୁଥିଲେ: ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ
ବାରିପଦା ଅଫିସ,୧୭।୧୨: ବାରିପଦା ସହରରେ ନକଲି ନୋଟ କାରବାର କରୁଥିବା ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ ବୋହଡ଼ାଗୁଡ଼ା ଅଞ୍ଚଳର ରକ୍ଷାହରୀ ରଣା ଓ ରାସ…
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଶିକ୍ଷକ
ବରଗଡ଼ ଅଫିସ,୧୬।୧୨: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଗଣ୍ଠିଆପାଲି ଗ୍ରାମସ୍ଥିତ ପଞ୍ଚାୟତ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ବାସଭବନରେ ବୁଧବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପାଣିଗ୍ରାହୀଙ୍କ ତିଲେଇମାଲ,…
ଓଡ଼ିଶାରେ ନାହିଁ ଜମତାରା ଗ୍ୟାଙ୍ଗର ଲିଙ୍କ୍
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଡିଜିଟାଲ୍ ଯୁଗରେ ଡିଜିଟାଲ୍ ଲୁଟ୍ ସମଗ୍ର ବିଶ୍ୱ ପାଇଁ ଏକ ସମସ୍ୟା ଭାବେ ଉଭା ହୋଇଛି। ସାମାନ୍ୟ ସତର୍କ ନ ରହିଲେ ଠକେଇର ଶିକାର ହେବାକୁ ପଡିବ। ଜନସାଧାରଣଙ୍କୁ ଆହୁରି ଚାଲାକ ଓ ସେଚେତନ ହେବାକୁ ପଡିବ। ସାଧାରଣତଃ ଅସଚେତନ…
ଚାକିରି ନାଁରେ ୨୭ ଲକ୍ଷ ଠକେଇ
ଜଗନ୍ନାଥପ୍ରସାଦ,୧୬ା୧୨(ଡି.ଏନ.ଏ.): ବିଶାଖାପାଟଣା ପୋର୍ଟରେ ଚାକିରି ଦେବା ନାଁରେ ୨୭ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ମଙ୍ଗଳବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ସରକୁମ୍ପା ଗ୍ରାମର ବଂଶୀଧର…
ଏଟିଏମ୍ କାଟି ସାଢ଼େ ୨୬ ଲକ୍ଷ ଲୁଟ୍
ଢେଙ୍କାନାଳ ଅଫିସ, ୧୬ା୧୨: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନିମବାହାଳି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ)ର ଏକ ଏଟିଏମ୍ରୁ ବଡ଼ ଧରଣର ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ଗ୍ୟାସ୍ କଟର ସହାୟତାରେ ଏଟିଏମ୍ କ୍ୟାଶ…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୬ଟି ସ୍ଥାନରେ ୪୦ ଜଣିଆ ଟିମ୍ର ଚଢ଼ାଉ
ସୁନ୍ଦରଗଡ଼,୧୫।୧୨(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନ। ମଙ୍ଗଳବାର ସକାଳେ ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗର ୪୦ ଜଣିଆ ଟିମ୍ ନାରାୟଣଙ୍କ ଘର ସମେତ ଏକକାଳୀନ…
ଚାଲିଥିଲା ମଉଜ, ୪ ବାର୍ ସିଲ୍
ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ରାଜଧାନୀର ବାର୍ରେ ମଦ ସହ ମଉଜ ଚାଲିଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ ନାଚଗୀତଠାରୁ ଆରମ୍ଭ କରି ଚିତ୍ତବିନୋଦନ ପାଇଁ ସବୁକିଛି ମିଳୁଛି। କରୋନା କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ଏ ସମ୍ପର୍କରେ ଅଭିଯୋଗ ଆସିବା ପରେ କମିଶନରେଟ ପୋଲିସ ପକ୍ଷରୁ…
ସ୍ବାମୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ
ଜଗତ୍ସିଂହପୁର ଅଫିସ,୧୩ା୧୨: ସ୍ବାମୀ ଯୌନ ନିର୍ଯାତନା ଦେଉଛନ୍ତି ବୋଲି ଜଗତ୍ସିଂହପୁର ଥାନାରେ ଶନିବାର ଜଣେ ମହିଳା ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ଥାନାରେ ମାମଲା (ନଂ.୪୭୦/୨୦) ରୁଜୁ ହୋଇଛିି। ପୋଲିସ ତଦନ୍ତ ଆରମ୍ଭ କରିଛି। ସମ୍ପୃକ୍ତ ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଜଗତ୍ସିଂହପୁର…
ନିର୍ବନ୍ଧ ପୂର୍ବରୁ ଯୁବକଙ୍କୁ ହତ୍ୟା: ବରଯାତ୍ରୀ ଯାଇ ନିଖୋଜ ଥିଲେ
ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ଶୁକ୍ରବାର ପୋଲିସ ଜବତ କରିଛି। ଶନିବାର ବିକାଶଙ୍କ ନିର୍ବନ୍ଧ ହେବାକୁ…

