ଅପରାଧ

ଚଢ଼ାଉ ସମୟରେ ଖଣିଜ ଅଧିକାରୀଙ୍କ ଘରୁ ମିଳିଲା ଏସବୁ ବିଳାସପୂର୍ଣ୍ଣ ସାମଗ୍ରୀ, ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୪ା୯: ମଧ୍ୟପ୍ରଦେଶର ଇନ୍ଦୋର ଜିଲା ଖଣିଜ ଅଧିକାରୀ ପ୍ରଦୀପ ଖାନ୍ନାଙ୍କ ଘରେ ଲୋକାୟୁକ୍ତ ବିଭାଗ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ଘର ଭିତରେ ଅଧିକାରୀମାନେ ବିଳାସପୂର୍ଣ୍ଣ ଜିନିଷ ସବୁ ଦେଖି ଆଶର୍ଯ୍ୟ ହୋଇଯାଇଥିଲେ। ଇନ୍ଦୋର ମାଉଣ୍ଟ ବର୍ଗ କଲୋନୀରେ ପ୍ରଦୀପ…

ଜେଲ ଗଲେ ଏଆର୍‌ସିଏସ୍‌

ଢେଙ୍କାନାଳ ଅଫିସ,୪ା୯: ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ସମବାୟ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଅଫ୍‌ କୋଅପରେଟିଭ ସୋସାଇଟି (ଏଆର୍‌ସିଏସ୍‌) ବିଦ୍ୟାଧର ବେହେରା ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଗୁରୁବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ବୁଧବାର ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା…

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ‘ସାଇକୋ ଲେଡି’ ପ୍ରସଙ୍ଗରେ ମୁହଁ ଖୋଲିଲେ ଯୁବତୀ

ଭୁବନେଶ୍ୱର,୪।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୨ମାସ ପାଖାପାଖି ବିତିବାକୁ ବସିଲାଣି। ଜିଆର୍‌ପି ପରେ ମାସେ ହେବ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ମଧ୍ୟ କିଛି ବି ସୁରାକ ମିଳିପାରୁନି। ଏଭଳିସ୍ଥଳେ ବର୍ତ୍ତମାନ ଆଦିତ୍ୟଙ୍କ ମୃତ୍ୟୁ ପଛରେ ‘ସାଇକୋ ଲେଡି’…

ଶାଶୁକୁ ହତ୍ୟା କରି ଝୁଲାଇ ଦେଲା ୩ ବୋହୂ

ଯୋଧପୁର, ୩।୯: ରାଜସ୍ଥାନର ଯୋଧପୁରରୁ ଚକିତ କଲାଭଳି ଏକ ମାମଲା ସାମ୍ନାକୁ ଆସିଛି। ୩ ଜଣ ବୋହୂ ପ୍ରଥମେ ଶାଶୁଙ୍କ ତଣ୍ଟି ଚିପି ହତ୍ୟା କରିଥିଲେ। ଏହାପରେ ଆତ୍ମହତ୍ୟା ରୂପ ଦେବା ପାଇଁ ଶାଶୁଙ୍କ ଶବକୁ ଫ୍ୟାନରେ ଝୁଲାଇ ଦେଇଥିଲେ। ଏହି…

ବ୍ଲେଡ୍‌ରେ ବେକ କାଟିଥିଲେ ପ୍ରେମିକ

ମାଧପୁର/ଆଠମଲ୍ଲିକ, ୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା କିଆକଟା ଥାନା ଓରଡା କେରାଣ୍ଡି ନାଳ ନିକଟରୁ ଗତ ସୋମବାର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହା ଏକ ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ପୋଲିସ କହିବା ସହ…

୩ କୁକୁରଙ୍କୁ ଜୀଅନ୍ତା ଜାଳିଦେଲେ

ଲକ୍ଷ୍ନୌ, ୨।୯: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ କିଛି ଲୋକ ୩ଟା କୁକୁରଙ୍କୁ ଜୀଅନ୍ତା ଜାଳି ଦେଇଛନ୍ତି। ଏଥିସହ କୁକୁରଙ୍କୁ ଜୀବନ୍ତ ଦଗ୍ଧ ଫଟୋ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିବା ଜଣାପଡ଼ିଛି। ଏହି…

ଡେଲିଭରୀ ଚାର୍ଜ ନ ଦେବାରୁ ନବଜାତକକୁ ୧ ଲକ୍ଷ ଟଙ୍କାରେ ବିକିଦେଲେ ଡାକ୍ତର!

ଲକ୍ଷ୍ନୌ,୨ା୯: ମାନବିକତା ହଜିଯାଇଥିବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ଜଣେ ଗିରବ ରିକ୍ସାଚାଳକ ଡେଲିଭରୀ ଚାର୍ଜ ଦେଇପାରିଲେନି ବୋଲି ଭଗବାନ ବୋଲି ମନାଯାଉଥିବା ଡାକ୍ତର ନବଜାତକଙ୍କୁ ୧ ଲକ୍ଷ ଟଙ୍କାରେ ବିକି ଦେବା ଘଟଣା ଲୋକଲୋଚନକୁ ଆସିଛି। ଏହି…

ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ

ଲଖନପୁର, ୨।୯(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ ଦିଲୀପ ପଟେଲଙ୍କ ସରକାରୀ ବାସଭବନ ସମେତ ୬ ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ବୁଧବାର ଏକସଙ୍ଗେ ଚଢାଉ କରାଯାଇଛି। ଏଥି ମଧ୍ୟ ବ୍ରଜରାଜନଗର ପୌର କାର୍ଯ୍ୟାଳୟ, ଝାରସୁଗୁଡା ମଙ୍ଗଳ…

ମଦ ବିକ୍ରିକୁ ବିରୋଧ କରିବାରୁ ଯୁବକକୁ ହତ୍ୟା

ଚୌଦ୍ୱାର, ୨ା୯(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ବାଣିପଦା ପଞ୍ଚାୟତ ହରିଜନ ସାହିରେ ମଦକୁ ବିରୋଧ କରିବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକକୁ ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ସାହିର ସରୋଜ ସାମଲ। ଖବର ପାଇଁ ଚୌଦ୍ୱାର…

ଗୁଳି କରି ଆତ୍ମହତ୍ୟା କଲେ ମହିଳା-ପୁରୁଷ କନ୍‌ଷ୍ଟେବଳ

ପାଟନା, ୧।୯: ବିହାରର ରାଜଧାନୀ ପାଟନାରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମଙ୍ଗଳବାର ବିଏମ୍‌ପି କ୍ୟାମ୍ପରେ ଜଣେ ମହିଳା ଓ ପୁରୁଷ କନ୍‌ଷ୍ଟେବଳ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ମହିଳା ଓ ପୁରୁଷ କନ୍‌ଷ୍ଟେବଳଙ୍କ ନାମ…

କେନ୍ଦୁଝରରୁ ୧୯ କିଲୋ ହାତୀ ଦାନ୍ତ ଜବତ, ୩ ଗିରଫ

କେନ୍ଦୁଝର ୧ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ସୋମବାର ସନ୍ଧ୍ୟାରେ ଚଢ଼ାଉ କରାଯାଇ ହରିଚନ୍ଦନପୁର ଥାନା ଅଞ୍ଚଳରୁ ୩ ହାତୀ ଦାନ୍ତ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ପ୍ରାୟ ୧୯ କେଜି ଓଜନର ୧୪ଟି…

ପୋଲିସ ସାମ୍ନାରେ ଦିଅର-ଭାଉଜଙ୍କ ବିବାହ କଲେ ଗ୍ରାମବାସୀ

ପାଟନା, ୩୧।୮: ବିହାରର ବୈଶାଳୀ ଜିଲାରୁ ଏକ ସମ୍ବେଦଳଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଥିରେ ଦିଅର ଓ ଭାଉଜଙ୍କୁ ଆପତ୍ତିଜନକ ଅବସ୍ଥାରେ ଦେଖିବା ପରେ ଗ୍ରାମବାସୀ ଉଭୟଙ୍କ ବିବାହ ପୋଲିସ ସାମ୍ନାରେ କରାଇଦେଇଛନ୍ତି। ଜିଲାର ତିସିଅତ ଥାନା ଲକ୍ଷ୍ମୀନାରାୟଣପୁର ଗ୍ରାମରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri