ଶିମିଳିପାଳରୁ ଶମ୍ବର ଶିକାର: ୬ ଶିକାରୀ ଗିରଫ
ଠାକୁରମୁଣ୍ଡା,୧୪ା୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ବିଟ ଅନ୍ତର୍ଗତ ଶିମିଳିପାଳ ସଂଲଗ୍ନ ଡ଼ଙ୍ଗାଡିହା ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ କର୍ମଚାରୀମାନେ ୬ ଶିକାରୀଙ୍କୁ ଗିରଫ କରିଛନ୍ତି। ଶିକାରୀମାନେ ଏକ ଶମ୍ବର ଶିକାର କରି ତାର ମାଂସକୁ ଭାଗବାଣ୍ଟ…
ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ
ପାଟଣା, ୧୩ା୪(ସ୍ବ.ପ୍ର.)-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ପରେ ହତ୍ୟା ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ଲୋକନାଥ ମହାନ୍ତ ନାମକ ଯୁବକଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଛି। ତାଙ୍କ ଘର ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ବଲାଣିପାସି ଗ୍ରାମରେ। ଏହି…
ଲକ୍ଡାଉନ୍ ସମୟରେ ବି ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ କମୁନି: ରାଜଧାନୀର ୨ ଘରୁ ଲୁଟିନେଲେ ଟଙ୍କା, ଅଳଙ୍କାର
କଲେଜରୋଡ୍,୧୨ା୪(ଡି.ଏନ୍.ଏ.): କରୋନା ଭୂତାଣୁ ଯେଭଳି ନ ବ୍ୟାପେ ସେନେଇ କମିଶନରେଟ୍ ପୋଲିସ ସହରର ବିଭିନ୍ନ ସ୍ଥାନରେ ଚେକିଂ ଜାରିରଖିଛି। କିନ୍ତୁ ଏଭଳି ପରିସ୍ଥିତିରେ ମଧ୍ୟ ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ କମୁନି। ଘରେ ସମସ୍ତେ ଥିବା ବେଳେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ…
ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ଭାଇ
ପାଟଣା,୧୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଝହ୍ନେଇପଶି ଗ୍ରାମର ନାଳ ନିକଟରେ ଥିବା ଆକାଶିଆ ଜଙ୍ଗଲରୁ ଶନିବାର ସକାଳୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ମୃତ ମହିଳା ଜଣକ ହେଉଛନ୍ତି କଣ୍ଟିଆପଡ଼ା ପଞ୍ଚାୟତ ବାଲାଣିପଶି ଗ୍ରାମର ଲୋକନାଥ…
ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଚେନ୍ ଲୁଟ୍
ବ୍ରହ୍ମପୁର ଅଫିସ,୧୧।୪: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ ହୋଇଛି। ଏପରିକି ଦୁର୍ବୃତ୍ତମାନେ ତାଙ୍କ ସୁନା ଚେନ୍ଟି ମଧ୍ୟ ଲୁଟି ନେଇଛନ୍ତି। ପୋଲିସ ବ୍ୟବସାୟୀ ବି. ହାଡୁ…
କୋଭିଡ୍-୧୯ ନିୟମ ଉଲ୍ଲଂଘନ ଅଭିଯୋଗ: ୨୪ ଘଣ୍ଟାରେ ୨୧୩ ମାମଲା ରୁଜୁ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ ଅଭିଯୋଗରେ ଏପ୍ରିଲ ୯ରୁ ଏପ୍ରିଲ ୧୦ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୧୩ଟି ମାମଲା ରୁଜୁ ହୋଇଛି। ସେଥିରୁ ୨୦୫ ମାମଲା ଲକ୍ଡାଉନ୍ ସମ୍ପର୍କିତ ହୋଇଥିବା ବେଳେ ୩ଟି ଗୁଜବ…
ଲକ୍ଡାଉନ୍ରେ ସକ୍ରିୟ ମଦ ମାଫିଆ: ଦେଶୀ ମଦ ରନ୍ଧା ଭାଟି ଉପରେ ବେଗୁନିଆ ପୋଲିସର ଚଢ଼ାଉ, ନଷ୍ଟ କଲା ୨ହଜାର ଲିଟର ପୋଚ୍
ବେଗୁନିଆ,୯।୪ (ଡି.ଏନ୍.ଏ): ଖୋର୍ଦ୍ଧା ଜିଲା ବେଗୁନିଆ ପୋଲିସ ଗୁରୁବାର ଏକ ଦେଶୀ ରନ୍ଧା ମଦଭାଟି ଉପରେ ଚଢ଼ାଉ କରିଥିବା ସୂଚନା ମିଳିଛି। ଏହି ଘଟଣାରେ ମାଫିଆମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ୨ହଜାର ଲିଟର ପୋଚକୁ ନଷ୍ଟ କରିବା ସହ ଅନ୍ୟାନ୍ୟ…
କରୋନାକୁ ନେଇ ମିଥ୍ୟା ଖବର ପ୍ରଚାର: ୮ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପାପଡ଼ାହାଣ୍ଡି ଥାନା ପୋଲିସ
ପାପଡାହାଣ୍ଡି, ୧୦।୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ଅନ୍ତର୍ଗତ ମାଳତୀଗୁଡା ଗ୍ରାମରେ କରୋନାକୁ ନେଇ ଗୁଜବ ପ୍ରଚାର କରିବା ସହ ସାମାଜିକ ଦୂରତ୍ୱ ନ ମାନିବାକୁ ନେଇ ୮ ଜଣ ଗିରଫ ହୋଇଛନ୍ତି। ପୋଲିସ ସେମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି।…
ଲକ୍ଡାଉନ୍ ନିୟମ ଉଲ୍ଲଂଘନ: ୯ ଗିରଫ, ୫ ବାଇକ୍ ଜବତ
ଦିଗପହଣ୍ଡି,୯ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମନୋଜ ବେହେରା, ହିମାଂଶୁ ପାଣିଗ୍ରାହୀ, ଚନ୍ଦ୍ର ଶେଖର ଦୋରା, କୁନା ସାହୁ, ଆଲୋକ ନାଥ ମହାରଣା, ରମେଶ ମହାରଣା, ସମୀର ବାଡ଼ତ୍ୟା, ସଜ୍ଞନ୍ତ୍ର କୁମାର ଦାସ…
୩୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ବାଇକ୍ ଛାଡ଼ି ଅଭିଯୁକ୍ତ ଫେରାର
ଭଦ୍ରକ ଅଫିସ,୮ା୪: ବନ୍ତ ଛକ ପୋଲ ନିକଟରୁ ବୁଧବାର ପୂର୍ବାହ୍ନରେ ପୋଲିସ ଯାଞ୍ଚ କରୁଥିବା ବେଳେ ବାଇକ୍ ଡିକିରୁ ୩୨୦ ଗ୍ରାମର ବ୍ରାଉନ ସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୩୨ ଲକ୍ଷ ଟଙ୍କା ହେବ। ତେବେ ଅଭିଯୁକ୍ତ ଜଣକ…
ମହିଳାଙ୍କ ଫଟୋ ଭାଇରଲକରି ବ୍ଲାକ୍ମେଲ୍: ଯୁବକ ଗିରଫ
ଓଡ଼ଗାଁ, ୫।୪(ସ୍ବ.ପ୍ର.): ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରଲକରି ବ୍ଲାକ୍ମେଲ କରିବା ଅଭିଯୋଗରେ ନୟାଗଡ଼ା ଜିଲା ଆଦର୍ଶ ଥାନା ପୋଲିସ ଅଭିଯୁକ୍ତ ଯୁବକଙ୍କୁ ରବିବାର ଗିରଫକରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସୋମବାର ତାଙ୍କୁ ଜେଲକୁ ପଠାଯାଇଛି। ଅଭିଯୁକ୍ତ ହେଲେ…
ପେଟ୍ରୋଲ ପମ୍ପରେ ଛିଡ଼ା ହୋଇଥିବା ଟ୍ରକରୁ ଲୁଟ ,୨ ଗିରଫ
ବଡବିଲ, ୩ା୪(ସ୍ବ.ପ୍ର.)-ପେଟ୍ରୋଲ ପମ୍ପରେ ଛିଡା ହୋଇଥିବା ଏକ ଟ୍ରକରୁ ଲୁଟ ଅଭିଯୋଗରେ କେନ୍ଦୁଝର ଜିଲା ବଡବିଲ ପୋଲିସ ଶୁକ୍ରବାର ୨ ଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଯୋଡା ଥାନା ଅନ୍ତର୍ଗତ ପାତ୍ର…
Archives


