ଅପରାଧ

ନକଲି ମସଲା କାରଖାନା ଠାବ, ୨ ଅଟକ

କଟକ ଅଫିସ,୧୪ା୧୧: କଟକସ୍ଥିତ ଜଗତପୁର ଶିଳ୍ପାଞ୍ଚଳରେ ପୁଣି ନକଲି କାରଖାନା ଠାବ ହୋଇଛି। ଏହି କାରଖାନାରେ ନକଲି ମସଲା ହଳଦୀ ଓ ଲଙ୍କା ଅପମିଶ୍ରଣ ହେଉଥିବା ତଦନ୍ତ ବେଳେ ଜଣାପଡ଼ିଛି। ଏଠାରୁ ୫୦ କ୍ୱିଣ୍ଟାଲରୁ ଅଧିକ ଅପମିଶ୍ରିତ ହଳଦୀ ଓ ଲଙ୍କାଗୁଣ୍ଡ…

ପାହାଡଶ୍ରୀଗିଡ଼ାରେ ଚାଞ୍ଚଲ୍ୟ: ବାପାଙ୍କୁ କଚାଡ଼ି ହତ୍ୟା କଲା ସାନପୁଅ

ସରଣ୍ଡା,୧୪।୧୧(ଡି.ଏନ୍‌.ଏ.)- ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ପାହାଡ଼ଶ୍ରୀଗୀଡା ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ଼ ଥାନା ବରଡୋଲ ଗାଁର ସୌକିଲାଲ ସେଠ(୫୮)। ଅଭିଯୋଗ ଅନୁଯାୟୀ, ସୌକିଲାଲଙ୍କୁ ତାଙ୍କ ସାନ ପୁଅ ପ୍ରଦୀପ…

୫୦ ଲକ୍ଷ ଟଙ୍କାର ବାଣ ବୋଝେଇ ଟ୍ରକ ଛାଡି ପଳାଇଲେ ଚାଳକ

ଧରାକୋଟ,୧୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ମୁଣ୍ଡମରାଇ ଗ୍ରାମ ନିକଟ କଲେଜସ୍ଥିତ ପାହାଡ଼ପାଖରୁ ଏକ ବାଣବୋଝେଇ ଟ୍ରକକୁ ବୁଧବାର ରାତିରେ ଧରାକୋଟ ପୋଲିସ ଜବତ କରିଛି। ଟ୍ରକ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ଖବର ପାଇ ଆସିକା ଏସ୍‌ଡିପିଓଙ୍କ…

ଛତିଶଗଡ଼ ବ୍ୟବସାୟୀଙ୍କ ସୁନାଗହଣା ଲୁଟ୍‌ ମାମଲା: ୬ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୧୨ା୧୧: ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଛତିଶଗଡ଼ ବ୍ୟବସାୟୀଙ୍କ ସୁନା ଗହଣା ଓ ନଗଦ ଟଙ୍କା ଲୁଟ୍‌ ମାମଲାର ପର୍ଦ୍ଦାଫାଶ ହୋଇଛି। ସୋହେଲା ପୋଲିସ ଏହି ମାମଲାରେ ୬ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୋହେଲାର…

ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା ଘଟଣା: ୨ ଅଟକ

ପାଟଣାଗଡ଼,୧୨ା୧୧(ଡି.ଏନ୍‌.ଏ.): ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରା ଉଚରା ଜାରି ରଖିଛି। ସୂଚନା ଅନୁସାରେ, ମୃତ ବୁଲୁ ଜାନୀ ୧୦ ବର୍ଷ ତଳେ ଝାଡ଼ଖଣ୍ଡ ରାଜ୍ୟରୁ ଆସି ବଲାଙ୍ଗୀର ଜିଲା ପାଟଣାଗଡ଼…

କାଳିଆ ଯୋଜନା ନାଁରେ ମହିଳାଙ୍କୁ ଠକେଇ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଚଢ଼େୟାଗରଦ ଗ୍ରାମର ନିରୀହ ଆଦିବାସୀ ମହିଳା ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା କରାଇ ଦେବାକୁ କହି ୩୯ ହଜାର ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମର ସୁରେଖା ମଲ୍ଲିକ,…

ଚୋରି ଯାଇଥିବା ସାଢ଼େ ୬ କେଜି ସୁନା ଗହଣା ଜବତ, ୧୫ ଗିରଫ

ଛତ୍ରପୁର,୧୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ସୁନା ବ୍ୟବସାୟୀ ସୁରେନ୍ଦ୍ର କୁମାର ନାୟକଙ୍କ ଘରୁ ଅକ୍ଟୋବର ୧୨ ବିଳମ୍ବିତ ରାତିରେ ସୁନା ଚୋରି ହୋଇଥିଲା। ତେବେ ବୁଧବାର ଏହି ଘଟଣାରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ମାମଲାରେ ସମ୍ପୃକ୍ତ ୧୫…

ଧଳସାମନ୍ତ ଭ୍ରାତାଙ୍କ ୩ ସହଯୋଗୀ ଗିରଫ

କଟକ ଅଫିସ,୧୧ା୧୧: ବାଲିଘାଟ ମାଲିକ ଓ ଠିକାଦାରଙ୍କୁ ଲକ୍ଷାଧିକ ଟଙ୍କା ଦାଦାବଟି ମାଗିବା ଅଭିଯୋଗରେ ଧଳସାମନ୍ତ ଭ୍ରାତାଙ୍କ ୩ ସହଯୋଗୀଙ୍କୁ ସିଡିଏ ସେକ୍ଟର-୨ ଥାନା ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ପୂର୍ବତନ କର୍ପୋରେଟର ତଥା ଦେଉଳସାହିର…

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା

ମାଲକାନଗିରି,୧୦ା୧୧ (ଡି.ଏନ୍‌.ଏ.): ମାଲକାନଗିରି ଅତିରିକ୍ତ ଜିଲା ଜଜ୍‌ ମହଲତ୍‌ ଶାହା ମଙ୍ଗଳବର ଏକ ବଳାତ୍କାର ମାମଲାର ବିଚାରକରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି। ଏଥିସହ ତାଙ୍କୁ ୫୦ ହଜାର ଟଙ୍କା ଜରିମାନା ଦେବାକୁ ଶୁଣାଣିରେ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର…

ବେଆଇନ ଭାବେ ଚାଲିଛି ୨୦ ସ’ ମିଲ୍‌

ଗୋପ,୧୧ା୧୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଳକ ଅଞ୍ଚଳରେ ବେଆଇନ ଭାବେ ୨୦ରୁ ଊର୍ଦ୍ଧ୍ୱ ସ’ ମିଲ ଚାଲୁଛି। ଏହାପରେ ଭିଜିଲାନ୍ସ, ବନ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ କରାଯାଉଥିଲେ ମଧ୍ୟ କିଛିଦିନ ପରେ ପୁଣି ମିଲ ଖୋଲାଯାଇ କାର୍ଯ୍ୟ ହୋଇଥାଏ। ସୁପ୍ରିମକୋର୍ଟ…

ଭିଜିଲାନ୍ସ, ବନ ବିଭାଗର ମିଳିତ ଚଢ଼ାଉ: ୨୬ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

ଖୋର୍ଦ୍ଧା ଅଫିସ,୧୦।୧୧: ବାଲିପାଟଣା ବନାଞ୍ଚଳର ଧାନହରା ଏବଂ ଡେଙ୍ଗ କରତକଳ ଉପରେ ମଙ୍ଗଳବାର ସକାଳୁ ଖୋର୍ଦ୍ଧା ବନଖଣ୍ଡ ଏବଂ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇ ବିପୁଳ ପରିମାଣରେ ଯନ୍ତ୍ରାଂଶ, କାଠ ଏବଂ ୨ ଟ୍ରାକ୍ଟର ଜବତ…

ଦାଦାବଟି ମାଗିବା ଅଭିଯୋଗରେ ପୂର୍ବତନ କର୍ପୋରେଟର ରଞ୍ଜିତା ଗିରଫ

କଟକ ଅଫିସ, ୧୦।୧୧: ଦାଦାବଟି ମାଗିବା ଅଭିଯୋଗରେ ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳଙ୍କୁ ଗିରଫ କରାଯାଇଛି। ରଞ୍ଜିତାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜଣେ ବ୍ୟବସାୟୀଙ୍କୁ ଏମାନେ ଦାଦାବଟି ମାଗିଥିଲେ। ଏ ନେଇ ବ୍ୟବସାୟୀ ଜଣଙ୍କ ପୋଲିସର ଦ୍ୱାରସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?