ଲକ୍ଡାଉନ୍କୁ ନେଇ ଗୁଜବ ପ୍ରଚାର କରି ଯୁବକ ଗିରଫ
ବାଲେଶ୍ୱର ଅଫିସ, ୩୧।୩-ଲକ୍ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଏବଂ ବାଇକ୍ରେ ବାହାରେ ବୁଲୁଥିବା ବ୍ୟକ୍ତିଙ୍କ ଗାଡ଼ି ଜବତ କରିବା ପାଇଁ ବାଲେଶ୍ୱର ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଏକ …
ମହିଳାଙ୍କୁ ଆକ୍ରମଣ, ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୬୫/୨୦) ରୁଜୁକରି ପୋଲିସ ତଦନ୍ତ ଚଳାଇଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ସୁରେନ୍ଦ୍ର ପାତ୍ର ଗାଁରୁ…
ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗାଁର ୨ ଜଣଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ଅଭିଯୁକ୍ତ ସନ୍ତୋଷ ମହାନ୍ତିଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ମାମଲା (ନଂ.୬୪/୨୦) ଅନୁଯାୟୀ ତାଙ୍କୁ କୋର୍ଟ…
ବିବାହର ୪ ମାସ ପରେ ନବବଧୂଙ୍କୁ ହତ୍ୟା
ବାହାନଗା, ୩୦ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ରସାଳପୁର ପଞ୍ଚାୟତ ଶାସଙ୍ଗ ଗ୍ରାମରେ ବିବାହର ୪ ମାସ ପରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ହେବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ କରାଯାଇ ନ ଥିବାରୁ…
ଲକ୍ଡାଉନ୍କୁ ନେଇ କଳାବଜାରି ସକ୍ରିୟ: ଭଦ୍ରକ ସହର ବନ୍ଦ ଘରୁ ଦୁଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ମଦ ଜବତ
ଭଦ୍ରକ ଅଫିସ,୨୫।୩: ଭଦ୍ରକ ସହରର ଏକ ବନ୍ଦ ଘର ଭିତରୁ ବୁଧବାର ଦୁଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ମଦ ଜବତ କରାଯାଇଛି। ଖବର ପାଇ ଟାଉନ ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ନରିପୁର ଅଞ୍ଚଳରେ ଚଢ଼ାଉ କରି ଏହି ମଦ ଜବତ…
କରୋନା ଗୁଜବ ପ୍ରଚାର କରି ଜଣେ ଗିରଫ
ଧାମନଗର,୨୫।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ଫେସବୁକ୍ ଏବଂ ହ୍ବାଟ୍ସଆପ୍ରେ କରୋନା ନେଇ ଗୁଜବ ପ୍ରଚାର ଅଭିଯୋଗରେ ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ବରହମପୁର ଗ୍ରାମର ଦୁର୍ଯ୍ୟୋଧନ କୁଣ୍ଡୁଙ୍କୁ ଗିରଫ କରିଛି । ଏହି ବ୍ଲକର ଧୂଷୁରୀ ଥାନା…
ଘରେପଶି ମାଡ଼ମାରି ସୁନାଗହଣା, ଟଙ୍କା ଚୋରିକଲେ ଦୁର୍ବୃତ୍ତ: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
ଦିଗପହଣ୍ଡି/ଚିକିଟି,୨୩।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଗଡ଼ ଗୋବିନ୍ଦପୁର ପଞ୍ଚାୟତ ଡାବରାସିଙ୍ଗି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ପ୍ରସନ୍ନ ପ୍ରଧାନଙ୍କ ଘରେ ପଶି ନଗଦ ଟଙ୍କା ସହ ସୁନାଗହଣା ଦେଇ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ପ୍ରସନ୍ନ…
ବାପାଙ୍କୁ ହତ୍ୟାକରି ଆତ୍ମହତ୍ୟା କଲେ ପୁଅ
ଚୌଦ୍ୱାର,୨୨।୩(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ସହରରେ ଘଟିଛି ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ଘଟଣାକୁ ନେଇ ପୁଅ ବାପାଙ୍କୁ ହତ୍ୟା କରିବା ପରେ ନିଜେ ମଧ୍ୟ ଆତ୍ମହତ୍ୟା କରିଛନ୍ତି। ମୃତ ବାପା ହେଲେ ଚୌଦ୍ୱାର ପୌରପାଳିକାର ୧୧ ନଂ…
ଜଙ୍ଗଲକୁ ଶିକାର ପାଇଁ ଯିବା ସମୟରେ ଧରିଲା ବନ ବିଭାଗ: ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ
ସଜନାଗଡ଼,୨୧।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ଶୁକ୍ରବାର ବିଳମ୍ବିତ ରାତିରେ ନୀଳଗିରି ଥାନା ଅଧୀନ କାଣ୍ଡଗରଡ଼ି ପଞ୍ଚାୟତ ଖଳିଆ ଗ୍ରାମର ଶୀଳଳ ସିଂ ଶିକାର ପାଇଁ ଯାଉଥିବା ବେଳେ ପଞ୍ଚଲିଙ୍ଗେଶ୍ୱରର…
ମାରଣାସ୍ତ୍ର ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ଘଟଣା: ୨ ଗିରଫ
ସୋରଡ଼ା,୨୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ନୂଆଗଡ଼ ପଞ୍ଚାୟତ କେଶରା ଅଞ୍ଚଳରେ କାର୍ଯ୍ୟରତ ଏକ ଘରୋଇ ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ହୋଇଥିଲା। ଗତ ଫେବୃଆରୀ ୧୧ ତାରିଖରେ ପାଲକାଟୁ ରାସ୍ତାରେ ମାରଣାସ୍ତ୍ର ଦେଖାଇ ଦୁଇ ଲୁଟେରା ୧ ଲକ୍ଷ ୩୧ ହଜାର ୮୩୧…
୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ୪ କୋର୍ଟ ଚାଲାଣ
କୋରୁକୋଣ୍ଡା,୨୧।୩(ଡି.ଏନ୍.ଏ.): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୮ କୁଇଣ୍ଟାଲ ୩ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ୪ ଜଣଙ୍କୁ କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପୋଲିସ ପାଟ୍ରୋଲିଂ ସମୟରେ ପୁରୁଣା ଚିମିଟାପାଲି…
ବାଙ୍କୀତିରା ଗ୍ରାମରେ ଡକାୟତି: ସ୍କୁଟି ସହ ଟଙ୍କା ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ
ଖଇରା,୨୦।୩(ଡି.ଏନ୍.ଏ): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ସୋର-କୁପାରୀ ରାଜ୍ୟ ରାଜପଥ ପାର୍ଶ୍ୱ ବାଙ୍କୀତିରା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଗ୍ରାମର ମଧୁସୂଦନ ନାୟକଙ୍କ ଘର ଗ୍ରୀଲ ଭାଙ୍ଗି ଟଙ୍କା, ସ୍କୁଟି ସହ ଲକ୍ଷାଧିକ ଟଙ୍କାର ସୁନାଗହଣା…
Archives


