ଅପରାଧ

ବାଲେଶ୍ୱରରୁ କାକଟପୁର, ଅସ୍ତରଙ୍ଗ ସପ୍ଲାଏ ହେଉଥିଲା ବ୍ରାଉନ୍‌ସୁଗାର: ୬ ଗିରଫ, ୨୯୮ଗ୍ରାମ ପାଉଡର ଜବତ

କାକଟପୁର,୯।୧୧(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ପୋଲିସ ରବିବାର ବିଳମ୍ବିତ ରାତିରେ ସୋମନାଥପୁର ଛକରେ ଚଢ଼ାଉକରି ୨୯୮ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୬ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଜଳେଶ୍ବର ଅଞ୍ଚଳର ମିର ରାହତ ଅଲ୍ଲୀ,…

ଟିଭି ବନ୍ଦ କରିବାକୁ କହିବାରୁ ବୃଦ୍ଧ ପିତାଙ୍କୁ ଗୁଳିକଲେ ସେନା କର୍ମଚାରୀ

ଲକ୍ଷ୍ନୌ,୬ା୧୧: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ତାଙ୍କର ୮୦ ବର୍ଷୀୟ ପିତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ପିତା ତାଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଟିଭି ଦେଖିବାକୁ ମନା କରିବାରୁ ସେ ଏପରି…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୋଳ ଅଫିସ, ୪।୧୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସ ଉପରେ ବୁଧବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଇ ଚାଲିଛି।…

୨ କାର୍‌ ସହ ୧୪ କେଜି ଗଞ୍ଜେଇ ଜବତ

ଭୁବନେଶ୍ୱର, ୪ା୧୧(ବ୍ୟୁରୋ): କନ୍ଧମାଳରୁ ରାଜଧାନୀକୁ କାର୍‌ରେ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ମଙ୍ଗଳବାର ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ଖଜୁରିପଦା ଥାନା ଅଞ୍ଚଳର ସତୀଶ କୁମାର ପ୍ରଧାନ ଓରଫ ଲିଟୁ…

ପୋଲିସ ଉପସ୍ଥିତିରେ ଗୋଷ୍ଠୀ ସଂଘର୍ଷ

ବାଲିପାଟଣା,୪ା୧୧(ଡି.ଏନ୍‌.ଏ.): ବାଲିପାଟଣା ଥାନା ଅଧୀନ ମାର୍ଥାପୁର ଗ୍ରାମରେ ସୋମବାର ରାତିରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଆହତ ୧୨ଜଣଙ୍କୁ ଚିକିତ୍ସା ପାଇଁ ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତନ୍ମଧ୍ୟରୁ ୩ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ…

ନାବାଳକ ସହ ଅପ୍ରାକୃତିକ ଯୌନ ସମ୍ପର୍କ ଉଦ୍ୟମ ଅଭିଯୋଗ: ଯୁବକ ଗିିରଫ

ପୁରୁଷୋତ୍ତମପୁର, ୩/୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳକଙ୍କୁ ଅପ୍ରାକୃତିକ ଯୌନ ସମ୍ପର୍କ ଲାଗି ଉଦ୍ୟମ କରିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ପିଣ୍ଟୁ ବିଷୋଇ(୨୩)।ଗିରଫ ପରେ ପିଣ୍ଟୁଙ୍କୁ ବ୍ରହ୍ମପୁର ସ୍ବତନ୍ତ୍ର…

ବାଇକ୍‌ ଲୁଟେରା ଗ୍ୟାଙ୍ଗ ଠାବ: ୨୨ ବାଇକ୍‌ ଜବତ, ୫ ଗିରଫ

କଟକ ଅଫିସ, ୩।୧୧: କଟକ ବାଦାମବାଡି ଥାନା ଅଞ୍ଚଳରୁ ଏକ ବାଇକ୍‌ ଚୋରି ଗ୍ୟାଙ୍ଗ୍‌ ଧରାପଡ଼ିଛି। ଏହି ଗ୍ୟାଙ୍ଗ୍‌ର ୫ ଜଣଙ୍କୁ ପୋଲିସ ଗିରଫ କରିବା ସହ ୨୨ଟି ଗାଡି ଜବତ କରିଛି। ଏହି ଲୁଟେଣାମାନେ କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ…

କଫ୍‌ ସିରପରେ ନିଶା ବଟିକା ମିଶାଇ ବିକୁଥିଲେ: ୨ ଅଭିଯୁକ୍ତ କୋର୍ଟଚାଲାଣ

କଟକ ଅଫିସ,୨।୧୧: କଫ୍‌ ସିରପରେ ବେଆଇନ ଭାବେ ନାଇଟ୍‌-୧୦ ବଟିକା ମିଶାଇ ବିକ୍ରି କରିବା ଅଭିଯୋଗରେ ମର୍କତନଗର ପୋଲିସ ରବିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ଜିଲା ଚୌଦ୍ୱାର ଥାନା ଅଧୀନ ଓଟିଏମ୍‌ ଦୁର୍ଗା…

୩ ବାର୍‌ହା ଶିକାରୀ ଗିରଫ, ମାଂସ ଜବତ

କେନ୍ଦୁଝର,୧ା୧୧(ସ୍ବ.ପ୍ର.): ତେଲକୋଇ ବନାଞ୍ଚଳ ସମାକୋଇ ରିଜର୍ଭ ଜଙ୍ଗଲରେ ବାର୍‌ହା ଶିକାର ଜାରି ରହିଥିବାରୁ ବନ୍ୟପ୍ରାଣୀ ସୁରକ୍ଷାକୁ ନେଇ ସାଧାରଣରେ ଚିନ୍ତାର ବିଷୟ ହୋଇଛି। ବିଦ୍ୟୁତତାର ଟାଣି ବାରହା ଶିକାର କରିଥିବା ତିନି ଜଣଙ୍କୁ ରବିବାର ତେଲକୋଇ ବନ ବିଭାଗ କର୍ମଚାରୀ ଗିରଫ…

ଜାଲ୍‌ ନୋଟ୍‌ କାରବାର: ୨ ଜଣଙ୍କୁ ଗିରଫ କଲା ପୋଲିସ

ପଦ୍ମପୁର,୧ା୧୧(ଡି.ଏନ୍‌.ଏ.): ଉଦ୍ରକ ଜିଲାରେ ନକଲି ଜର୍ଦ୍ଦା, ନକଲି ମସଲା , ନକଲି ବିଶାକ୍ତ ମଦର ବ୍ୟାପକ କାରବାର ପୋଲିସର ନିଦ ହଜାଇ ଦେଇଥିବା ବେଳେ ନକଲି ନୋଟ୍‌ ଜବତ ଘଟଣା ପୋଲିସ ମୁଣ୍ଡବିନ୍ଧାର କାରଣ ସାଜିଛି । ବାସୁଦେବପୁର ଅଞ୍ଚଳ ଗୁଆଗତିଆ…

ଧରାପଡ଼ିଲା ନିଶାଦିଆ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର,୧ା୧୧ (ବ୍ୟୁରୋ): ରାଜଧାନୀର ରେଲଓ୍ବେ ଷ୍ଟେଶନ ଓ ବସ୍‌ ଷ୍ଟାଣ୍ଡ ଅଞ୍ଚଳରେ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ୨ସଦସ୍ୟଙ୍କୁ ଖଣ୍ଡଗିରି ପୋଲିସ ଟିମ୍‌ ବରମୁଣ୍ଡାରୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ନିଶା ବଟିକା, ସୁନା ଚେନ୍‌,…

ଦାଦାବଟି ଆଦାୟ ଅଭିଯୋଗ: ପେସାଦାର ଅପରାଧୀ ଗଲେ ଜେଲ୍‌

ଦିଗପହଣ୍ଡି,୩୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ, ଲଙ୍ଗଳଦେଇ ପ୍ରଭୃତି ଅଞ୍ଚଳରେ ଥିବା କ୍ରସର ୟୁନିଟ, ଇଟାଭାଟି, ପଥର ଖାଦାନ ସମେତ ବିଭିନ୍ନ ଠିକାଦାରଙ୍କ ଠାରୁ ଧମକ ଦେଇ ଦାଦାବଟି ଆଦାୟ କରୁଥିବା ଅଭିଯୋଗ ହେଉଥିଲା। ଏନେଇ ପୋଲିସ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?