ଅପରାଧ

ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୨୩ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର...

ରେଳ ଧାରଣାରୁ ମଦ ଦୋକାନ କର୍ମଚାରୀଙ୍କ ମୃତଦେହ ଉଦ୍ଧାର: ଲୁଟ୍‌ର ୨୪ ଘଣ୍ଟା ନ ପୂରୁଣୁ ହତ୍ୟା ସନ୍ଦେହ

ଜଗତ୍‌ସିଂହପୁର ଅଫିସ,୨୨ା୧୨: ତିର୍ତ୍ତୋଲ ଗୋପିଆକୁଦସ୍ଥିତ ସରକାରୀ ଦେଶୀ ମଦ ଦୋକାନରେ କାମ କରୁଥିବା ଅମୀନ ସେଠୀ (୩୫) ନାମକ ଯୁବକଙ୍କଠାରୁ ୨୦ ତାରିଖ ଅପରାହ୍ନରେ ଦୁର୍ବୃତ୍ତ ୫,୫୬,୦୦୦ ଟଙ୍କା ଲୁଟ୍‌ କରିଥିବା ଅଭିଯୋଗ ହୋଇଥିଲା। ଏହାର ୨୪ ଘଣ୍ଟା ନ...

କାଇପଦର ଗାଁ ଦାଣ୍ଡରେ ଯୁବକଙ୍କୁ ନିସ୍ତୁକ ପିଟିବା ଭିଡିଓ ଭାଇରାଲ: ଜଣେ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ,୨୧।୧୨: ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ କାଇପଦର ଗ୍ରାମରେ ଜଣେ ଯୁବକଙ୍କୁ ନୃଶଂସ ଭାବେ ମାଡ଼ ମାରୁଥିବା ଭିଡିଓ ଭାଇରାଲ ହୋଇଛି। ବଙ୍ଗିଦାର ଉକ୍ତ ଯୁବକଙ୍କୁ କାଇପଦରର ଦୁଇଜଣ ଯୁବକ ଅପହରଣ କରି ଆଣିବା ପରେ ଗାଁ ଦାଣ୍ଡରେ...

ଯୁବକଙ୍କୁ ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଫେରାର ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗାଁର ଟୁନା ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଘଟଣାର ୪ ମାସ ପରେ ଶନିବାର ଅପରାହ୍ନରେ ପୋଲିସ ଗିରଫ କରିଛି। ସେ ହେଲେ କୁମରଡ଼ା ଗାଁର ଉତ୍ତମ ପ୍ରଧାନ(୩୫)।...

ପ୍ରେମକୁ ମିଳିଲା ନାହିଁ ପରିବାରର ସ୍ବୀକୃତି: ଜୀବନ ହାରିଲେ ପ୍ରେମୀଯୁଗଳ

କବିସୂର୍ଯ୍ୟନଗର,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବାଲିଛାଇ ଫାଣ୍ଡି ଅଞ୍ଚଳ ସୁନାପଲ୍ଲୀ ଗ୍ରାମରେ ଶନିବାର ଏକ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗ୍ରାମର ବିଜ୍ଞାନୀ ନାହକ ଓ କୈଳାସ ନାହକ। ସକାଳେ ଗ୍ରାମର ହରିଜନ ସାହି ନିକଟରେ ଥିବା...

ଅନ୍ତର୍ଜାତୀୟ ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ: ୪ ଗିରଫ

ସମ୍ବଲପୁର,୨୦।୧୨(ବ୍ୟୁରୋ)-ସମ୍ବଲପୁର ଜିଲା ପୋଲିସ ଶୁକ୍ରବାର ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ କରିଛି। ଏଥିରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବିହାର ନନ୍ଦପୁରର ରାଜେଶ ପ୍ରସାଦ ସିଂ( ୩୭), ଗୟା ଜିଲାର ସ୍ବରୁଭ କୁମାର( ୨୭), ଶଶୀ ଭୂଷଣ...

କନ୍ତୋଲରେ ବୋମାମାଡ଼, ଜଣେ ଗୁରୁତର

ଆଠଗଡ଼,୨୦।୧୨(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କନ୍ତୋଲ ବଉଳ ମଣ୍ଡପ ସାହିର ପ୍ରକାଶ କୁମାର ନାୟକଙ୍କ ଘର ଉପରେ ବୋମାମାଡ଼ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପ୍ରକାଶଙ୍କ ଘର ଉପରକୁ ଲଗାତର ୩ଟି ବୋମା ଫିଙ୍ଗିଥିଲେ। ଫଳରେ...

ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୧୮ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ବିକ୍ରି ଘଟଣାରେ ବାଘମାରୀ ଥାନା ଓସ୍ତପୁର ଗାଁର ମହେଶ୍ୱର ବେହେରା ଓରଫ ମହିଆ(୪୦)ଙ୍କୁ...

ଦୁର୍ଦ୍ଦାନ୍ତ ସାଗର ପରିଡା ଏନ୍‌ଏସ୍‌ଏରେ ବୁକ୍‌: ତାଙ୍କ ନାମରେ ରହିଛି ୧୬ରୁ ଊର୍ଦ୍ଧ୍ୱ ମାମଲା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଜେଲରେ ଥିବା ଦୁର୍ଦ୍ଦାନ୍ତ ସାଗର ପରିଡାଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏରେ ବୁକ୍‌ କରିଛି। ତାଙ୍କ ନାମରେ ୧୬ରୁ ଊର୍ଦ୍ଧ୍ୱ ମାମଲା ରହିଛି। ବିଶେଷକରି ବୋମା ମାଡ଼, ଦାଦାବଟି, ହତ୍ୟା ଉଦ୍ୟମ, ଡକାୟତି ଭଳି ୧୨ ସଙ୍ଗିନ ମାମଲାରେ ସେ...

ଜେଲ୍‌ ଗଲେ ବିଡିଏ ସେକ୍ସନ ଅଫିସର

କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଭୁବନେଶ୍ୱର...

ସାଢେ ତିନିବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ

କେନ୍ଦୁଝର,୧୯।୧୨(ସ୍ବ.ପ୍ର): ସାଢ଼େ ତିନିବର୍ଷର ଶିଶୁକନ୍ୟାକୁ ବଳାତ୍କାର ଓ ହତ୍ୟା ମାମଲାରେ ଗୁରୁବାର ସ୍ଥାନୀୟ ଜିଲା ଦୌରାଜଜ୍‌ କୋର୍ଟ ଜଣେ ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଯୁବକ ହେଲେ ଚମ୍ପୁଆ ଥାନାର ସସାଙ୍ଗ ଗ୍ରାମର ସୁନୀଲ ନାୟକ। ୨୦୧୭ ଜାନୁୟାରୀ...

ଯୁବକଙ୍କ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା

ବଣାଇଁ,୧୯।୧୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ଗୁରୁବାର ସକାଳେ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ମିଳିବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ମୃତ ଯୁବକ ହେଲେ ଅନିଲ ମୁଣ୍ଡା ଓ ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri