ଅପରାଧ

ବସ୍‌ରୁ ୨୨କେଜି ଗଞ୍ଜେଇ ଜବତ, ୨ଗିରଫ

ଯାଜପୁର ଟାଉନ,୧୫।୩(ଡିଏନଏ): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୨ କେଜି ଗଞ୍ଜେଇ ଜବତ କରାଯିବା ସହ ୨ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ କଲିକତାର ଟୁକେଇ ପାତ୍ର ଓ ରଞ୍ଜିତ ରାୟ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଶନିବାର ଅବକାରୀ…

ଏସ୍‌ପି ଅଫିସ ସମ୍ମୁଖରେ ଉତ୍ତେଜନାପୂର୍ଣ୍ଣ ଜାତିଆଣ ଓ ଅଶ୍ଳୀଳ ଭାଷଣ ମାମଲା: ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ରାଜ୍ୟ ସଭାପତି ଗିରଫ

ଜଗତ୍‌ସିଂହପୁର ଅଫିସ,୧୫ା୩: ତିର୍ତ୍ତୋଲ ଥାନା ଅଧୀନ ରେପୁରପାଟଣା ଗ୍ରାମରେ ଦଳିତ ଓ ସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏହି ବିବାଦର ସମାଧାନ ପାଇଁ ଶାନ୍ତି କମିଟି ଗଠନ ହୋଇଛି। ଆସନ୍ତା ୧୬ ତାରିଖରେ ଶାନ୍ତି କମିଟି ବସିବାର ଅଛି। କିନ୍ତୁ ତା’…

ଗଣବଳାତ୍କାର ଅଭିଯୋଗରେ ୨ ଗିରଫ

ଖଲ୍ଲିକୋଟ,୧୪ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଗତ ଶୁକ୍ରବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ଖଲ୍ଲିକୋଟ ପୋଲିସ ନଂ.୧୧୧/୨୦ ମାମଲା ରୁଜୁ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୩…

ଜୁଆଆଡ୍ଡାରେ ଚଢ଼ାଉ: ୫ ବାଇକ୍‌, ୧୧ ହଜାର ଟଙ୍କା ଜବତ, ୬ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଜୁଆଆଡ୍ଡା ଉପରେ ପୋଲିସ ଟିମ୍‌ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୧ ହଜାର ଶହେ ଟଙ୍କା, ୫ ବାଇକ୍‌ ଓ ୫…

ପାଟ୍ରୋଲିଂ ସମୟରେ ଚୋରା ଗାଡ଼ି ଧରିଲା ପୋଲିସ

ଆଠଗଡ଼,୧୩।୩(ସ୍ବ.ପ୍ର.): ଚୋରଙ୍କୁ ଅଡୁଆ ଏବେ ପୋଲିସର ଚେକିଂ। ଏହାର ପ୍ରଭାବ ଆଠଗଡ଼ରେ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ଏକ ଚାରିଚକିଆ ଚୋରା ଗାଡ଼ିକୁ ଦୁର୍ବୃତ୍ତମାନେ ଆଠଗଡ଼ ରଥଗଡ଼ା ଛକଠାରେ ଛାଡ଼ି ଫେରାର ହୋଇଯାଇଥିଲେ। ଏହାକୁ ପାଟ୍ରୋଲିଂ କରୁଥିବା ପୋଲିସ ଉଦ୍ଧାର କରିଛି।…

ଗଞ୍ଜେଇ ଧରିବାକୁ ଯାଇ ପୋଲିସ ହଟହଟା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ପୋଲିସ ଗୁରୁବାର ନୀଳାଦ୍ରିବିହାର ଏଟିଏମ୍‌ ଛକରେ ଗଞ୍ଜେଇ ଓ ବ୍ରାଉନସୁଗାର ବେପାରୀଙ୍କୁ ଧରିବାକୁ ଯାଇ ହଟହଟା ହୋଇଥିବା ଜଣାପଡ଼ିଛି। ଏପରି କି ପୋଲିସ ଚଢ଼ାଉ କରିବା ଜାଣି ନିଶା ମାଫିଆ ଦୋକାନରେ ସ୍ତ୍ରୀକୁ ରଖି ଦେଇଥିଲେ। ଫଳରେ…

ଆନ୍ତଃରାଜ୍ୟ ହାଇଓ୍ବା, ଜେସିବି ଚୋର ଗ୍ୟାଙ୍ଗ ଠାବ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଜିଲାରୁ ଜେସିବି ଓ ହାଇଓ୍ବା ଟ୍ରକ ଚୋରି କରୁଥିବା ଆନ୍ତଃରାଜ୍ୟ ଚୋରି ଗ୍ୟାଙ୍ଗକୁ ଠାବ କରିଛି କମିଶନରେଟ ପୋଲିସ। ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ୍‌ ସମେତ ୭ଜଣ ଅଭିଯୁକ୍ତଙ୍କୁ ଗିରଫ କରଛି ସ୍ପେଶାଲ ସ୍କ୍ବାଡ୍‌। ଏଥିସହ…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଛାତ୍ର ସମେତ ୩ ଗିରଫ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ନିଶା କାରବାର ବଢ଼ି ଚାଲିଥିବାବେଳେ ସେଥିରେ ଛାତ୍ରଙ୍କ ସମ୍ପୃକ୍ତି ନଜରକୁ ଆସୁଛି। ବୁଧବାର ରାତିରେ ପିପିଲି ଅଞ୍ଚଳରୁ ୨ଜଣ ଛାତ୍ର ସମେତ ୩ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌। ସେମାନଙ୍କଠାରୁ ୧କିଲୋ ୭୪୯ ଗ୍ରାମ…

ଧାର ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହେଲେ ମହିଳା: ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ପଡ଼ିଶା ଘରକୁ ଧାର ଦେଇଥିବା ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହୋଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ…

ମାମୁଘରେ ମସ୍ତିଷ୍କ ବିକୃତ ପୁତୁରାର ଉନ୍ମତ୍ତକାଣ୍ଡ, ମାଉସୀଙ୍କୁ କୁରାଢ଼ିରେ ହାଣି ହତ୍ୟା

ରାଇରଙ୍ଗପୁର,୧୨।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅନ୍ତର୍ଗତ ଦଲଡ଼ିହା ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମରେ ଥିବା ନିଜ ମାମୁ ଘରକୁ ବୁଲିବାକୁ ଆସିଥିବା ଉକ୍ତ ଥାନା ଅନ୍ତର୍ଗତ ଅସଦା ନିକଟ ଚହଲାପଦା ଗ୍ରାମର କାନ୍ଦରା…

ଅଧାବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ, ମଙ୍ଗୁଳା ରହିଲେ କନ୍ୟା

ଆଠଗଡ଼,୧୨।୩(ସ୍ବ.ପ୍ର.): କଟକ ଜିଲା ବାଙ୍କି ଥାନା ଅନ୍ତର୍ଗତ କଦଳୀବାଡ଼ି ଗ୍ରାମରେ ଜମିଜମା ଗଣ୍ଡଗୋଳକୁ ନେଇ ୨୦୧୮ ଫେବୃୟାରୀ ୭ ତାରିଖରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଉକ୍ତ ହତ୍ୟାକାଣ୍ଡରେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ତାଳବରକୋଟ ଗ୍ରାମର ରମେଶ ସ୍ବାଇଁଙ୍କ ପୁଅ ପ୍ରକାଶ…

ହତ୍ୟା କରି ପୋତିଦେଲେ: ମାଟି ତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କଲା ତିହିଡ଼ି ପୋଲିସ

ତିହିଡ଼ି,୧୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ କୋହ୍ଲ ଗ୍ରାମରୁ ନିଖୋଜ ହୋଇଥିବା ଜଣେ ଯୁବକଙ୍କ ମୃତଦେହକୁ ଗୁରୁବାର ପୂର୍ବାହ୍ନରେ ତିହିଡି ପୋଲିସ ଉଦ୍ଧାର କରିଛି। ପିରହାଟ ଚାରିବାଟିଆ ରାସ୍ତାର ସାହାପୁର ଛକଠାରୁ କିଛିଦୂରରେ ଥିବା ଏକ ଜୋର ପାର୍ଶ୍ୱର ମାଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri