ଅପରାଧ

ଭଲପାଇ ପ୍ରତାରଣା ଅଭିଯୋଗ: ଯୁବକ କୋର୍ଟଚାଲାଣ

ଭଣ୍ଡାରିପୋଖରୀ, ୧୫।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ ଅଞ୍ଚଳର ଜନୈକ ଯୁବତୀଙ୍କୁ ମନୋହରପୁର ଗ୍ରାମର ବିଶ୍ୱଜିତ ପଲେଇ ୨୦୧୭ ମସିହାରୁ ଭଲପାଇ ଆସୁଥିଲେ। ଯୁବତୀଙ୍କ ସହ ସମ୍ପର୍କ ରଖିବା ପରେ ବିଶ୍ୱଜିତ୍‌ ତାଙ୍କୁ ଧୋକା ଦେଇଥିବା ନେଇ ଗୁରୁବାର ରାତିରେ…

ପୋଲିସ ସମ୍ମୁଖରୁ ଚମ୍ପଟ ମାରିଲେ ମୁଖ୍ୟ ଗୁଟ୍‌ଖା ବ୍ୟବସାୟୀ, ୨ ମୋଟରସାଇକେଲ ଜବତ; ୩ ଗିରଫ

ପୁରୁଷୋତ୍ତମପୁର,୧୪ା୫(ଡି.ଏନ୍‌.ଏ.): ମାରାତ୍ମକ କରୋନାକୁ ନେଇ ପ୍ରଶାସନ ପକ୍ଷରୁ ଗୁଟ୍‌ଖା ପରି ମାଦକ ଦ୍ରବ୍ୟ ବିକ୍ରି ଉପରେ କଟକଣା ଜାରି କରାଯାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏହି କଟକଣାକୁ ଉଲ୍ଲଂଘନ କରି ଜନୈକ ବ୍ୟବସାୟୀ ଦୀର୍ଘଦିନ ହେଲା ଚଢ଼ାଦରରେ ବେଆଇନ…

ହତ୍ୟା ମାମଲାର ସାକ୍ଷୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ମାଷ୍ଟରମାଇଣ୍ଡ୍‌ ଫେରାର, ୪ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩ା୫: ଏକ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣାର ୪ ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ କେସ ନମ୍ବର ୧୩୧/୨୦ରେ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ରୋହିଗାଁର…

ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣା: ସମ୍ପର୍କୀୟ ବୋହୂ କୋର୍ଟଚାଲାଣ; କଟୁରି, ଲୁଗା ଜବତ

ବଡ଼ବିଲ,୧୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ବଡ଼ବିଲ ପୋଲିସ। ଡାହାଣୀ…

ପୋଲିସ କ୍ୟାଣ୍ଟିନ୍‌ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍‌ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ମାଲକାନଗିରି ଜିଲା ଚିକିତ୍ସାଳୟ ଓ ପରେ…

ମହିଳାଙ୍କୁ ଆକ୍ରମଣ, ବେଆଇନ ମଦ କାରବାର ଅଭିଯୋଗ: ୩ ଅଭିଯୁକ୍ତ କୋର୍ଟଚାଲାଣ

ଲୋଇସିଂହା,୧୧।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଝରଣୀପାଲି ପଞ୍ଚାୟତ ପଥରମୁଣ୍ଡା ଗାଁର ଜଣେ ମହିଳାଙ୍କୁ ଆକ୍ରମଣ ଓ ବେଆଇନ ମନ କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଗିରିଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ପଥରମୁଣ୍ଡା ଗାଁର…

ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସମ୍ପର୍କୀୟ ବୋହୂ ନିଖୋଜ

ବଡ଼ବିଲ,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡା। ବୃଦ୍ଧାଙ୍କ ସାଙ୍ଗରେ ଯାଇଥିବା…

ମାଛ ଗାଲିସି ତଳୁ ବାହାରିଲା ୩୦ଗ୍ରାମ ବ୍ରାଉନ୍‌ସୁଗାର: ଯୁବକ ଅଟକ

ଜଳେଶ୍ୱର, ୮।୫(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ପ୍ରଶାସନ ବ୍ୟସ୍ତ ଥିବା ବେଳେ ନିଶା ବ୍ୟବସାୟୀମାନେ ଏହାର ସୁଯୋଗ ନେଇ କାରବାର ଚଳାଇଛନ୍ତି। ସେମାନେ ପରିବା ଓ ମାଛ ବିକ୍ରି କରିବା ଆଳରେ ପୁଡିଆ କରି ବ୍ରାଉନ୍‌ସୁଗାର କାରବାର ନଜରକୁ ଆସିଛି।…

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କୋର୍ଟ ଚାଲାଣ ହେଲେ ପ୍ରୋଜେକ୍ଟ ଦାୟିତ୍ୱରେ ଥିବା କର୍ମଚାରୀ

ପାଟଣାଗଡ, ୬।୫(ଡି.ଏନ୍‌.ଏ.)- ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଦୁଇ ଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ।…

ଜୁଆ ଆଡ୍ଡାରେ ଚଢ଼ାଉ: ୯୬୫୦ ଟଙ୍କା, ୪ ବାଇକ୍‌ ଜବତ; ୪ କୋର୍ଟଚାଲାଣ

ଲୋଇସିଂହା,୬ା୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଅନ୍ତର୍ଗତ କଠିପାଲି ଛକଠାରେ ଚାଲିଥିବା ଜୁଆ ଆଡ୍ଡା ଉପରେ ମଙ୍ଗଳବାର ଅପରାହ୍ନରେ ଲୋଇସିଂହା ପୋଲିସ ଚଢ଼ାଉ କରିଥିଲା। ଜୁଆ ଆଡ୍ଡାରୁ ୯ ହଜାର ୬୫୦ ଟଙ୍କା, ୪ ବାଇକ୍‌,୫ ମୋବାଇଲ,ତାସ୍‌…

ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କଲେ ସ୍ବାମୀ

ରାଉରକେଲା ଅଫିସ,୬ା୫: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ଘରୋଇ କଳହକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ତଣ୍ଟିଚିପି ସ୍ବାମୀ ହତ୍ୟା କରିଛନ୍ତି। ଖବର ପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହିତ ତଦନ୍ତ ଆରମ୍ଭ…

ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ନିକଟରୁ ୧୦ ଲକ୍ଷ ୮୦ ହଜାର ନେଇଯାଇଥିବା ଜଣାପଡ଼ିଛି। ଲୁଟ୍‌ର ଶିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri